ଗୋରୁ ମକାଚାଷ ଖାଇ ଦେବାରୁ ଗାଈ ଚରାଳିଙ୍କୁ ଗୁଳି କରି ହତ୍ୟା

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ପଞ୍ଚାୟତ ଖାରିଗୁଡ଼ାରେ ଜଣେ ଗାଈ ଚରାଳିଙ୍କୁ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଥିବା

ଚନ୍ଦ୍ରପୃଷ୍ଠରେ ଚାଲିଲା ରୋଭର ପ୍ରଜ୍ଞାନ…

ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ ପରେ କାର୍ଯ୍ୟ ଆରମ୍ଭ କରି ଦେଇଛି ଚନ୍ଦ୍ରଯାନ-୩ । ଚନ୍ଦ୍ରପୃଷ୍ଠରେ ଠିକ୍ ଭାବେ କାମ କରୁଛି ରୋଭର ପ୍ରଜ୍ଞାନ । ଲ୍ୟାଣ୍ଡର ବିକ୍ରମରୁ ରୋଭର ପ୍ରଜ୍ଞାନ ବାହାରୁଥିବା ବେଳର ଭିଡିଓ ଆଜି ଜାରି କରିଛି ଇସ୍ରୋ । ଏହି ଭିଡିଓକୁ ଲ୍ୟାଣ୍ଡର…

ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ…

ଭୁବନେଶ୍ୱର : ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି)। ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା ଭାବେ…

ଆସାମକୁ ମିଳିବ ୪ ନୂଆ ଜିଲ୍ଲା ଓ ୮୧ ଉପଜିଲ୍ଲା…

ଆସାମକୁ ମିଳିବ ୪ ନୂଆ ଜିଲ୍ଲା। ଦେଶର ଏହି ପୂର୍ବୋତ୍ତର ରାଜ୍ୟରେ ୪ ନୂତନ ଜିଲ୍ଲା ଗଠନ ହେବ। ଶୁକ୍ରବାର ଏ ନେଇ ଘୋଷଣା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମା। ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରୀମଣ୍ଡଳର ୧୦୦ତମ ବୈଠକରେ ଅଧ୍ୟକ୍ଷତା କରି ଗଣମାଧ୍ୟମ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖା ଖୋଲିଦେଲେ ପାଣ୍ଡିଆନ୍…

ବ୍ରହ୍ମପୁର:ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖା ଖୋଲିଛନ୍ତି ଫାଇଭ ଟି ସଚିବ ଭି. କେ.ପାଣ୍ଡିଆ। କୋଭିଡ଼ ବେଳେ ଜଣେ ଜନ ପ୍ରତିନିଧି ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରି କହିଥିଲେ ବାହାରେ ରହୁଥିବା ଗଞ୍ଜାମର ଲୋକଙ୍କୁ ନ ଆଣିବା ପାଇଁ। ସେମାନେ ଆସିଲେ…

ସତ୍ୟେନ୍ଦ୍ର ଜୈନଙ୍କୁ ଆଶ୍ୱସ୍ତି, ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍‌ ବଢ଼ାଇଲେ ସୁପ୍ରିମ୍‌କୋର୍ଟ…

ଆମ୍‌ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି। ତାଙ୍କ ସ୍ୱାସ୍ଥ୍ୟ ଖରାପ ଆଧାରରେ ସୁପ୍ରିମ୍‌କୋର୍ଟ ଦେଇଥିବା ୬ ସପ୍ତାହର ଅନ୍ତରୀଣ ଜାମିନ୍‌କୁ ଏବେ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ମନି ଲଣ୍ଡରିଂ ମାମଲାରେ କୋର୍ଟ ତାଙ୍କ…

ସୌରିନ ଭଟ୍ଟଙ୍କ ଜାମିନ ଆବେଦନର ଶୁଣାଣି ଶେଷ

କଟକ: ହାଇକୋର୍ଟରେ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଜାମିନ ଆବେଦନର ଶୁଣାଣି ଶେଷ । ରାୟ ସଂରକ୍ଷିତ। କୋର୍ଟରେ ଦାଖଲ ହେଲା କେସ ଡାଏରୀ ଓ ସିଆରପିସି ୧୬୪ ଆଧାରରେ ଵୟାନ ରେକର୍ଡ। କଣ୍ଠଶିଳ୍ପୀ ସୌରୀନଙ୍କ ନାଁରେ ବାନ୍ଧବୀଙ୍କ ସହ ଅସଦାଚରଣ ଓ ଟଙ୍କା ଠକେଇର ଅଭିଯୋଗ…

୫ଟି ଫ୍ଲିଟ୍ ସପୋର୍ଟ ଜାହାଜ ପାଇଁ ଏଚଏସଏଲ୍ ସହ ୧୯ ହଜାର କୋଟିର ଚୁକ୍ତି

ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ପାଇଁ ପ୍ରୋତ୍ସାହନ। ପ୍ରତିରକ୍ଷା ମନ୍ତ୍ରଣାଳୟ ଆଜି (ଅଗଷ୍ଟ ୨୫, ୨୦୨୩) ଭାରତୀୟ ନୌସେନା ପାଇଁ ପାଞ୍ଚଟି ଫ୍ଲିଟ୍ ସପୋର୍ଟ ଜାହାଜ (FSS) ଅଧିଗ୍ରହଣ ପାଇଁ ବିଶାଖାପାଟନମ୍ ହିନ୍ଦୁସ୍ତାନ ସିପିୟାର୍ଡ…

ପ୍ରଧାନମନ୍ତ୍ରୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କଲେ ଗ୍ରୀସ୍ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଗ୍ରୀସ୍ ରାଷ୍ଟ୍ରପତି କାଟେରିନା ସାକେଲାରୋପୋଉଲୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କରିଛନ୍ତି। ଅର୍ଡର ଅଫ୍ ଅନର ୧୯୭୫ ମସିହାରେ ସ୍ଥାପିତ ହୋଇଥିଲା। ତାରାର ସମ୍ମୁଖ ପାର୍ଶ୍ୱରେ ଦେବୀ…

ଡାକ୍ତରଖାନାରୁ ଗାଏବ ମହିଳା SI, ବିଷ ପିଇ ମେଡିକାଲ ହୋଇଥିଲେ ଭର୍ତ୍ତି…

ବଲାଙ୍ଗିର: ବଏଫ୍ରେଣ୍ଡ ପାଇଁ ବିଷ ପିଇ ଚର୍ଚ୍ଚାକୁ ଆସିଥିବା ପୋଲିସ ଏସଆଇ କୁଆଡେ ଗଲେ? କୌଣସି ଏକ ମେଡିକାଲରେ ଚିକିତ୍ସିତ ହେଉଥିବା କୁହାଯାଉଛି । ଏନେଇ ବଲାଙ୍ଗିର SDPO ତୋଫାନ ବାଗ କହିଛନ୍ତି , ଏସଆଇଙ୍କ ବ୍ୟକ୍ତିଗତ ସମସ୍ୟା ନେଇ ଏପରି ପଦକ୍ଷେପ ନେଇଛନ୍ତି ।…