Sign in
Sign in
Recover your password.
A password will be e-mailed to you.
ତିନି ଦିନ ପାଇଁ ସଟଡାଉନ ହେବ ଦିଲ୍ଲୀ…
ନୂଆଦିଲ୍ଲୀ: ଜି-୨୦ ଶିଖର ସମ୍ମିଳନୀ ପାଇଁ ସଟଡାଉନ ହେବ ଦିଲ୍ଲୀ। ସେପ୍ଟେମ୍ବର ୮ରୁ ୧୦ ତାରିଖ ଯାଏ ରାଜଧାନୀ ନୂଆଦିଲ୍ଲୀର ପ୍ରଗତି ମୈଦାନସ୍ଥିତ ଭାରତ ମଣ୍ଡପମରେଜି-୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ସମ୍ମିଳନୀ ସମୟରେ ଯାତ୍ରା ପାଇଁ ମେଟ୍ରୋ ବ୍ୟବହାର…
ଓଡ଼ିଶାରେ ସଡ଼କ ଦୁର୍ଘଟଣା ୭.୫୬ % ଥିବାବେଳେ ମୃତ୍ୟୁ ହାର ୬.୨୪%କୁ ହ୍ରାସ
ରାଜ୍ୟରେ ସଡକ ଦୁର୍ଘଟଣା ମୃତ୍ୟୁ ହାର ହ୍ରାସ ପାଇଛି। ୨୦୨୨ର ଦ୍ୱିତୀୟ ତିନି ମାସ ତୁଳନାରେ ୨୦୨୩ ଦ୍ୱିତୀୟାର୍ଦ୍ଧରେ ସଡକ ଦୁର୍ଘଟଣା ମୃତ୍ୟୁ କମିଛି। ୨୦୨୨ ଦ୍ୱିତୀୟ ତିନି ମାସରେ ସଡକ ଦୁର୍ଘଟଣା ୭.୫୬ ପ୍ରତିଶତ କମ ହୋଇଥିବା ବେଳେ ଏହା ୨୦୨୩ର ଏହି ସମୟରେ ଏହା…
୯ ବର୍ଷ ପରେ ଆରମ୍ଭ ହେବ ରହସ୍ୟମୟ ‘ଛୋଟ ଅମରନାଥ ଯାତ୍ରା’ !
ନୂଆଦିଲ୍ଲୀ: ଛୋଟ ଅମରନାଥ ଯାତ୍ରା ୨୦୨୩ । କାଶ୍ମୀର ବାନ୍ଦୀପୋରା ଜିଲ୍ଲାରେ ପ୍ରାୟ ୯ ବର୍ଷର ବ୍ୟବଧାନ ପରେ ଆରମ୍ଭ ହେବ ଛୋଟ ଅମରନାଥ ଯାତ୍ରା । ସେଥିପାଇଁ ଚାଲିଛି ଆୟୋଜନ। ଛୋଟ ଅମରନାଥ ଯାତ୍ରା ଅଗଷ୍ଟ ୩୧ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ…
ନାଗ ସାପ କବଳରୁ ମାଲିକକୁ ବଞ୍ଚାଇଲା ପୋଷା କୁକୁର ‘ବ୍ଲାକି’, ଶେଷରେ ନିଜେ ଆଖି ବୁଜିଦେଲା…
ସମ୍ବଲପୁର: ପୋଷା କୁକୁର ସହ ନାଗ ସାପର ଲଢେଇ । ନାଗ ସାପ କବଳରୁ ମାଲିକଙ୍କୁ ବଞ୍ଚାଇଲା ପୋଷା କୁକୁର । ଘର ବାହାରେ ଲୁଚିିଥିଲା ନାଗ ସାପ । ଧିରେ ଧିରେ ପଶୁଥିଲା ଘର ଭିତରକୁ । ତାର ସଁ ସଁ ଶବ୍ଦ ହଠାତ୍ ପଡିଥିଲା ଘରେ ଥିବା ପୋଷା କୁକୁର କାନରେ । ବାସ୍ ସେ…
ଗୌହାଟି ହାଇକୋର୍ଟରେ ହେବ ମଣିପୁର ହିଂସା ମାମଲାର ଶୁଣାଣି, ସୁପ୍ରିମକୋର୍ଟଙ୍କ ଆଦେଶ
ଗୌହାଟି: ମଣିପୁରରେ ହୋଇଥିବା ହିଂସାକାଣ୍ଡର ପ୍ରଭାବ ସମଗ୍ର ରାଜ୍ୟରେ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ହୋଇଥିବା ହିଂସାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିସନ ଦାୟର ମଧ୍ୟ ହୋଇଛି। ଯେଉଁଥିପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ…
୫୦ କେଜିର ଗଞ୍ଜେଇ ଜବତ ସହ ଜଣେ ଗିରଫ
ଯାଜପୁର: ଦିନକୁ ଦିନ ବଢିଚାଲିଛି ଗଞ୍ଜେଇ କାରବାର। ଯାଜପୁରରୁ କୋଲକାତା ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ। ୫୦ କେଜିର ଗଞ୍ଜେଇ ଜବତ ସହ ଜଣେ ଗିରଫ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବା ବୋଲି କୁହାଯାଉଛି।…
‘ଅଜିତ ଏନସିପି ନେତା’ ବୟାନ ପ୍ରସଙ୍ଗ: ଶରଦ ପାୱାରଙ୍କ ୟୁ-ଟର୍ଣ୍ଣ
ବିଜେପି ଓ ଶିବସେନା(ଏକନାଥ ସିନ୍ଦେ) ସହ ହାତ ମିଳାଇ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ହୋଇଥିବା ଅଜିତ ପାୱାରଙ୍କ ସମ୍ପର୍କରେ ଏନସିପି ସୁପ୍ରିମୋ ଶରଦ ପାୱାର ଦେଇଥିବା ବୟାନକୁ ନେଇ ଚର୍ଚ୍ଚା। ବିଜେପି ସହ ଅଜିତ ହାତ ମିଳାଇଥିଲେ ହେଁ ସେ ଏବେ ବି ଏନସିପର ଜଣେ…
ପାଣ୍ଡିଆନ ପ୍ରୋଜେକ୍ଟ ପାଇଁ ତାମିଲ ମହିଳା କରୁଛନ୍ତି ଜମି ହଡପ : ସାଂସଦ ଅପରାଜିତା ଷଡଙ୍ଗୀ…
ଭୁବନେଶ୍ୱର: ସରକାରୀ ଅନାବାଦୀ ଜମି ଜବରଦଖଲ କରିନେଲେ । ଏଥିସହିତ ଛୋଟ ଜଙ୍ଗଲ ଜମି, ଗରିବ, ଅସହାୟଙ୍କ ଜମିକୁ ବି ଜବରଦଖଲ କରିନେଲେ । ଏହି ଜମିକୁ ନିଜ କବ୍ଜାକୁ ନେଇ ତାରବାଡ ଘେରାଇ ଦେଲେ । ଖାଲି ସେତିକି ନୁହେଁ, ତାରବାଡ ଘେରାଇ ରାସ୍ତା ଅବରୋଧ କରିଦେଲେ । ଫଳରେ ଘରୋଇ ଜମି…
ଟୁଇଟରେ ବିଜେଡିକୁ ଜବାବ ମାଗିଲା ବିଜେପି
ଭୁବନେଶ୍ୱର:ଟୁଇଟରେ ଟାର୍ଗେଟ । ବିଜେଡିକୁ ଜବାବ ମାଗିଲା ବିଜେପି । ବିଜେପି ଓଡ଼ିଶା ମୁଖପାତ୍ର ତେଜେଶ୍ୱର ପରିଡା ବିଜେଡି ସାଂସଦଙ୍କୁ କରିଛନ୍ତି ଟାର୍ଗେଟ । ସାଂସଦ ସସ୍ମିତ ପାତ୍ର ଗତକାଲି ବିଜେପି ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟୁଇଟ କରି ଆକ୍ଷେପ କରିଥିଲେ । ଏହାକୁ ଟାଗ କରି …
ଦିଲ୍ଲୀ ସେବା ଆଇନର ପରୀକ୍ଷା କରିବେ ସୁପ୍ରିମକୋର୍ଟ, କେନ୍ଦ୍ରକୁ ନୋଟିସ…
ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀର ପ୍ରଶାସନିକ ନିଯୁକ୍ତି ଓ ବଦଳି ଉପରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ର ସରକାର ଆଣିଥିବା ଦିଲ୍ଲୀ ସର୍ଭିସ ଆଇନର ସମୀକ୍ଷା କରିବେ ସୁପ୍ରିମକୋର୍ଟ। ନିକଟରେ କେନ୍ଦ୍ର ସରକାର ଏ ସଂକ୍ରାନ୍ତ ବିଲ୍ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପନ କରି ପାରିତ…