ପୁରୀ ଟାଉନ୍‌ରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଆହତ…

ପୁରୀ : ପୁରୀ ଟାଉନ୍‌ରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୁଲିସର ଏନ୍‌କାଉଣ୍ଟର। ଲୋକନାଥ ମନ୍ଦିର ପଛ ଶଙ୍କରେଶ୍ୱର ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ପୁଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ ଆହତ ହୋଇଛି। ପିନୁର ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଦ୍ଦାନ୍ତ…

ଟ୍ରକ୍‌କୁ ଓଭରଟେକ୍ ବେଳେ ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ…

ଧରାକୋଟ : ଟ୍ରକ୍‌କୁ ଓଭରଟେକ୍ କରିବା ପଡ଼ିଲା ମହଙ୍ଗା। ଚାଲିଗଲା ଦୁଇ ବାଇକ୍‌ ଆରୋହୀଙ୍କ ଜୀବନ। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ମୁଣ୍ଡମରାଇ ଗାଁ ନିକଟରେ। ମୃତକ ଦୁଇ ଜଣ ହେଲେ ସୋରଡା ନୂଆଗଡ ଗାଁର ରିଙ୍କୁ ନାୟକ ଓ ରାହୁଲ ନାୟକ। ଆଜି ଦିନ ପ୍ରାୟ ୧୨ଟା ସମୟରେ ଏହି…

ସାମାଜିକ ଗଣମାଧ୍ୟମରେ ଓଡ଼ିଶାର ଶାସନ ବ୍ୟବସ୍ଥାକୁ ନେଇ କବିତା ପଢି ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଜଣେ ଓଡ଼ିଆ ଉଦ୍ୟମୀ ଶାକ୍ୟସିଂହ ମହାପାତ୍ରଙ୍କ ଦ୍ୱାରା ଓଡ଼ିଶାର ଶାସନ ଓ ସାମାଜିକ ବ୍ୟବସ୍ଥାକୁ ନେଇ ଲିଖିତ ଏକ କବିତା ପଢିବା ପରେ ଚିନ୍ତାବ୍ୟକ୍ତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ଯେ ଶ୍ରୀ…

ଅନୁଗୁଳରେ ଦୁଇ ଜଣଙ୍କୁ ଦଳିଦେଲା ହାତୀ…

ଅନୁଗୁଳ: ଦଳିଦେଲା ଦନ୍ତା। ଅନୁଗୁଳ ଜିଲ୍ଲାରେ ଥମୁନି ହାତୀ ଆତଙ୍କ। ଆକ୍ରମଣରେ ବାରମ୍ବାର ଲୋକଙ୍କ ଜୀବନ ଯାଉଛି। ଅନୁଗୁଳ ବନଖଣ୍ଡ କୁମୁରିସିଂହା ପଞ୍ଚାୟତ ପାତେଳି ଗାଁରେ ହାତୀ ଆକ୍ରମଣରେ ଦୁଇ ମୃତ ଜଣେ ଗୁରୁତର। ମୃତକ ଦୁଇ ଜଣ ହେଲେ ଶଙ୍କର ବିଶ୍ୱାଳ ଓ ଝିଲି…

ବିବାହିତାଙ୍କୁ ପ୍ରେମ କରି ଫସିଲେ ଯୁବକ, ବନ୍ଦ କୋଠରୀରୁ ଉଦ୍ଧାର ହେଲେ ପ୍ରେମୀ ଯୁଗଳ…

ବଲାଙ୍ଗିର=: ବିବାହିତ ମହିଳାଙ୍କୁ ପ୍ରେମ କରି ଫସିଲେ ଯୁବକ । ବନ୍ଦ କୋଠରୀରୁ ଉଦ୍ଧାର ହେଲେ ଯୁବକ ଯୁବତୀ । ଉଭୟଙ୍କୁ ଉଦ୍ଧାର କରି ଲୋଇସିଙ୍ଗା ଥାନାରେ ଅଟକ ରଖିଛି ପୋଲିସ । ସେପଟେ ମହିଳାଙ୍କୁ ଗ୍ରହଣ କରୁନାହାନ୍ତି ପରିବାର ଲୋକେ। ଗତକାଲି ବଲାଙ୍ଗିର ଜିଲ୍ଲା…

ଓ୍ଵାଗନର ଗ୍ରୁପ ମୁଖ୍ୟ ୟେଭଜେନି ପ୍ରିଗୋଝିନଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ…

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ବିଦ୍ରୋହ କରିଥିବା ୱାନଗର ଗ୍ରୁପ ମୁଖ୍ୟ ୟେଭଜେନି ପ୍ରିଗୋଝିନଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ। ରୁଷରେ ହୋଇଥିବା ଏକ ବିମାନ ଦୁର୍ଘଟଣାରେ ସମୁଦାୟ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ଏକ ପ୍ରାଇଭେଟ୍ ଜେଟ…

ଶାଶୁ-ଶ୍ଵଶୁରଙ୍କଠୁ ଅଲଗା ରହିବାକୁ ଜିଦ୍ କରିବା ନିଷ୍ଠୁରତା : ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: କୌଣସି ଉପଯୁକ୍ତ କାରଣ ନଥାଇ ସ୍ତ୍ରୀ ନିଜ ଶାଶୁ-ଶ୍ବଶୁରଙ୍କ ଠାରୁ ଅଲଗା ରହିବାକୁ ସ୍ବାମୀଙ୍କୁ ଜିଦ୍ କରିବା ନିଷ୍ଠୁରତା ଅଟେ । ପାଶ୍ଚାତ୍ୟ ଦେଶ ଭଳି ଭାରତରେ ସ୍ତ୍ରୀ ସହିତ ରହିବାକୁ ପୁଅ ନିଜ ବାପା ମାଆଙ୍କଠୁ ଅଲଗା ହେବା ସହଜ ନୁହେଁ । ଏକ ପାରିବାରିକ ବିବାଦ ମାମଲାର…

ପାଣ୍ଡିୟାନଙ୍କ ଗଞ୍ଜାମ ଜିଲ୍ଲା ଗସ୍ତକୁ ବିରୋଧ କରି ବିଜେପି ସାମ୍ୱାଦିକ ସମ୍ମିଳନୀ

ବ୍ରହ୍ମପୁର, ୨୪/୮ : ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିୟାନଙ୍କ ଗଞ୍ଜାମ ଜିଲ୍ଲା ଗସ୍ତକୁ ବିରୋଧ କରି ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀ ସ୍ଥାନୀୟ ଗାନ୍ଧୀ ନଗର ଛକ ସ୍ଥିତ ଦଳୀୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ

ବ୍ରିକ୍ସରେ ସାମିଲ ହେଲା ଆଉ ୬ଟି ଦେଶ…

ଜୋହାନ୍ସବର୍ଗ: ୧୫ ତମ ବ୍ରିକ୍ସ ସମ୍ମିଳନୀରେ ବଡ଼ ଘୋଷଣା। ବ୍ରିକ୍ସ ଦେଶ ସମୂହ ଆହୁରୀ ୬ଟି ଦେଶକୁ ଏଥିରେ ସାମିଲ ହେବାକୁ ଆମନ୍ତ୍ରିତ କରିଛି। ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ବ୍ରିକ୍ସ ଦେଶ ସମୂହର ତିନି ଦିବସୀୟ ସମ୍ମିଳନୀ ଆୟୋଜିତ ହୋଇଛି। ଏହି…

ଗୃହ ସଚିବ ଓ ଡିଜିପିଙ୍କୁ ରିପୋର୍ଟ ଦେବାକୁ ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ…

ଅନୁଗୁଳ : ଅନୁଗୁଳରେ ମହିଳା ହୋମଗାର୍ଡଙ୍କୁ DIGଙ୍କ ପତ୍ନୀ ନିର୍ଯାତନା ଅଭିଯୋଗ ଘଟଣା । ମାମଲାର ଶୁଣାଣି କରି ଗୃହ ସଚିବ ଓ ଡିଜିପିଙ୍କୁ ନୋଟିସ୍ । ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଜାତୀୟ ମାନବାଧିକାର କମିଶନ । ଘଟଣାର ତଦନ୍ତ କରି…