Sign in
Sign in
Recover your password.
A password will be e-mailed to you.
ରାଜନଗର ନାବାଳିକା ଗଣଦୁଷ୍କର୍ମ ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି
ଭୁବନେଶ୍ୱର:ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ, ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯିବା ସହିତ ମହିଳା ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ପରିସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଦିନକୁ ଦିନ ଅଧିକ ବିଗୁଡୁଛି ବୋଲି!-->…
ନମୋ ଭାରତ ଓ ମିରଟ ମେଟ୍ରୋର ଶୁଭାରମ୍ଭ କଲେ ମୋଦୀ
ମିରଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୨:୩୦ରେ ଶତାବ୍ଦୀ ନଗର ଷ୍ଟେସନରୁ ବହୁ ପ୍ରତୀକ୍ଷିତ ନମୋ ଭାରତ ଆଞ୍ଚଳିକ ରାପିଡ୍ ଟ୍ରାଞ୍ଜିଟ୍ ସିଷ୍ଟମ୍ (ଆରଆରଟିଏସ୍) ଏବଂ ମିରଟ ମେଟ୍ରୋକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ!-->…
ଇରାନରେ ପୁଣି ପ୍ରତିବାଦର ନିଆଁ; ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରଛାତ୍ରୀ
ତେହେରାନ୍: ଇରାନ-ଆମେରିକା ଉତ୍ତେଜନା ଭିତରେ ଇରାନରେ ପୁଣି ପ୍ରତିବାଦର ନିଆଁ ଦେଖିବାକୁ ମିଳିଛି। ଶନିବାର ଦିନ ତେହେରାନ ଓ ମଶାଦରେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଶହ ଶହ ଛାତ୍ର ଶୋଭାଯାତ୍ରାରେ ଆରମ୍ଭ କରିଛନ୍ତି। ଗତ ମାସର ହିଂସା ପରେ ସବୁଠାରୁ ବଡ଼ ଛାତ୍ର ରାଲି ସରିଫ ୟୁନିଭରସିଟି ଅଫ୍!-->…
ୱାଶିଂଟନ ଡିସିରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲେ ଟ୍ରମ୍ପ
ୱାଶିଂଟନ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡିସିରେ ଜରୁରୀକାଳୀନ ଘୋଷଣାକୁ ଅନୁମୋଦନ କରିଛନ୍ତି। ସ୍ୱେରେଜ ପାଇପ୍ ଫାଟିବା ପରେ ପୋଟୋମାକ୍ ନଦୀରେ ନର୍ଦ୍ଦମା ପାଣି ପ୍ରବାହିତ ହେଉଥିବାରୁ ଏବଂ ପରିସ୍ଥିତି ଜଟିଳ ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଫେଡେରାଲ୍!-->…
ନେପାଳର କୋଶୀ ପ୍ରଦେଶରେ ଭୂମିକମ୍ପ ଝଟକା
କାଠମାଣ୍ଡୁ: ରବିବାର ସକାଳେ ନେପାଳର କୋଶୀ ପ୍ରଦେଶରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ମନିଟରିଂ ଓ ଗବେଷଣା କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ଥିଲା ଏବଂ ଏହା ସକାଳ ୭:୩୧ ମିନିଟରେ ଅନୁଭୂତ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ନେପାଳର ରାଜଧାନୀ!-->…
କୋଟପାଡ଼ ଠିକାଦାର ମହାସଂଘର ଗଣ ଧାରଣା…
(ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ )
କୋରାପୁଟ /କୋଟପାଡ଼ :- କୋଟପାଡ଼ ଠିକାଦାର ମହାସଂଘର କର୍ମକର୍ତ୍ତା ପରିଷଦ କାର୍ଯ୍ୟାଳୟ ନିକଟରେ ଅନିର୍ଦ୍ଧିଷ୍ଟ କାଳପାଇଁ ଧାରଣାରେ ବସିଥିବା ଦେଖିବାକୁ ମିଳିଛି l ସରକାରୀ ଵିଜ୍ଞାପ୍ତିକୁ ବିରୋଧ କରି ଏବଂ ତୁରନ୍ତ ରଦ୍ଧ କରିବା!-->!-->!-->…
ଅବ୍ୟବସ୍ଥା ଘେରରେ ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର:ପ୍ରଶାସନ ର ନିଘା ନାହିଁ…
ନୟାଗଡ଼,୨୧/୦୨(ନିସର୍ତ୍ତ): ରାଜ୍ୟ ସରକାର କୋଟି କୋଟି ଟଙ୍କା ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ କରି ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଉନ୍ନତ ମାନର ଚିକିତ୍ସା ଓ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଉଛନ୍ତି । କିନ୍ତୁ ଏବେ ବି ଅବହେଳିତ ଓ ଅବ୍ୟବସ୍ଥା ଘେରରେ ରହିଛି!-->…
ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ବିଭାଗର ଚିଠି, ପାନୀୟ ଜଳ ଓ ORS ପ୍ୟାକେଟ୍ ରଖିବା ପାଇଁ…
ଭୁବନେଶ୍ୱର: ଗ୍ରୀଷ୍ମ ମୁକାବିଲା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି, ଯେଉଁଥିରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ କରାଯାଇଛି । ବିଭାଗର ସମସ୍ତ!-->…
ଏଥର ବି ହୋଇପାରିଲାନି ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା, ୧୨ ବର୍ଷ ହେଲା ବନ୍ଦ ରହିଛି ପରମ୍ପରା
ଭୁବନେଶ୍ବର: ଗତ ବର୍ଷ ଭଳି ଏବର୍ଷ ବି ବନ୍ଦ ରହିଲା ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା। କପିଳେଶ୍ୱର ମନ୍ଦିରରେ କେଉଁ ସେବାୟତ ବାଟ ବରଣୀ କରିବେ ସେନେଇ ବିବାଦ ନ ତୁଟିବାରୁ ଏବର୍ଷ ବି ମହାପ୍ରଭୁଙ୍କ ହାଣି ଭଙ୍ଗା ଯାତ୍ରା ହୋଇପାରିନାହିଁ। ଆଉ ଏହାକୁ ମିଶାଇଲେ ପ୍ରାୟ ୧୨ ବର୍ଷ!-->…
ରାଜ୍ୟକୁ ଋଣବୋଝରେ ବୁଡାଇ, ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ସରକାର
ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ବେଳେ, ଆଜି ବିଜୁ ଜନତା ଦଳ ଏହି ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ ବଜେଟ ବୋଲି ଅଭିହିତ କରିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ!-->…