Sign in
Sign in
Recover your password.
A password will be e-mailed to you.
ପ୍ଲାଣ୍ଟରୁ ଲିକ୍ ହେଲା ବିଷାକ୍ତ ଗ୍ୟାସ୍ , ୨୮ ଅସୁସ୍ଥ…
ଗୁଜରାଟର ଏକ ଶିଳ୍ପ ସଂସ୍ଥାରୁ ବିଷାକ୍ତ ଗ୍ୟାସ୍ ଲିକ୍ ହୋଇ ୨୮ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳରୁ ଅନ୍ୟମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।…
ନିଟ୍ କୋଚିଂ ନେଉଥିବା ଛାତ୍ର ଏକାଥରେ ଖାଇଦେଲେ ୨୦ ଟାବଲେଟ…
କିଛି ଦିନର ବ୍ୟବଧାନ ପରେ ପୁଣି ଥରେ କୋଟାରୁ ଆସିଛି ଚିନ୍ତାଜନକ ଖବର। ନିଟ୍ ପାଇଁ କୋଚିଂ ନେଉଥିବା ଜଣେ ୨୩ ବର୍ଷୀୟ ଛାତ୍ର ଗୁଲଶନ ଅତ୍ୟଧିକ ଟାବଲେଟ ଖାଇ ଗୁରୁତର ହୋଇ ପଡ଼ିଥିବା ଜଣାଯାଇଛି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ଅବସ୍ଥା…
ସେପ୍ଟେମ୍ବରରେ ଲଞ୍ଚ ହେବ ମିଶନ ସୂର୍ଯ୍ୟ ‘ଆଦିତ୍ୟ ଏଲ-1’
ନୂଆଦିଲ୍ଲୀ: ସେପ୍ଟେମ୍ବରରେ ଲଞ୍ଚ ହେବ ମିଶନ ସୂର୍ଯ୍ୟ ‘ଆଦିତ୍ୟ ଏଲ-1’। ଏନେଇ ସୂଚନା ଦେଲେ ଇସ୍ରୋ ମୁଖ୍ୟ ଏସ ସୋମନାଥ । ବହୁପ୍ରତୀକ୍ଷିତ ମୁନ୍ ମିଶନ ‘ଚନ୍ଦ୍ରଯାନ-୩’ର ସଫଳ ଲ୍ୟାଣ୍ଡିଂର ମାତ୍ର କେଇ ଘଣ୍ଟା ମଧ୍ୟରେ ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ-1 ଲଞ୍ଚ କରାଯିବା ନେଇ ସମ୍ଭାବିତ ସମୟ…
ବିଜୁ ଜନତା ଦଳର କର୍ମକର୍ତ୍ତା ବୈଠକ
ଫୁଲବାଣୀ :ଜିଲ୍ଳା ସଭାପତି ସରୋଜ କର୍ଣ୍ଣଙ୍କ ସଭାପତିତ୍ବରେ ବିଜୁ ଜନତା ଦଳର ବ୍ଳକ ସ୍ତରୀୟ କର୍ମକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ,ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜି ଉଦୟଗିରି ବିଧାୟକ ସାଲୁଗା!-->!-->!-->…
ଯୋଗାଣ ବିଭାଗ ଦ୍ଵାରା ଚଢଉ ଓ ଗ୍ଯାସ ସିଲିଣ୍ଡର ଜବତ
ଫୁଲବାଣୀ : ଜିଲ୍ଳାପାଳଙ୍କ ନିର୍ଦ୍ଦେଶ କ୍ରମେ କନ୍ଧମାଳ ଜିଲ୍ଲାର ଯୋଗାଣ ବିଭାଗର ଅଧିକାରୀ ମାନେ ଅଭିଯୋଗ ପାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ l ଚଢାଉ ସମୟରେ ଯୋଗାଣ ବିଭାଗ କର୍ମଚାରୀ ମାନେ ସ୍ଥାନୀୟ ହିନ୍ଦୁସ୍ଥାନ ପେଟ୍ରୋଲିୟମ ଗ୍ୟାସ ଏଜେନ୍ସୀର ହାଟପଦା ଠାରେ ଥିବା ଏସିଆନ ଗ୍ୟାସ!-->…
ଚନ୍ଦ୍ରଯାନ-୩: ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚନ୍ଦ୍ରର ଦକ୍ଷିଣମେରୁରେ ସଫଳତାର ସହିତ ଅବତରଣ କରି ଚନ୍ଦ୍ରଯାନ-୩ ଇତିହାସ ରଚିବାକୁ ଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ବୁଧବାର ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ବିଜ୍ଞାନ ପାଇଁ ଏହି ସମୟ!-->…
ଇସ୍ରୋର ଚନ୍ଦ୍ରଯାନ-୩ ସଫଳତା ପଛରେ ଥିବା ବୈଜ୍ଞାନିକଙ୍କ ବାବଦରେ ଜାଣନ୍ତୁ…
ନିଃସର୍ତ୍ତ ଅଫିସ : ବହୁଦିନର ସ୍ୱପ୍ନ ଶେଷରେ ସାକାର ହୋଇଛି। ଚନ୍ଦ୍ରମାରେ ପଡିଛି ଭାରତର ପାଦ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଆଜି ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ କରିଛି ଚନ୍ଦ୍ରଯାନ-3। ଏହି ସଫଳତା ପରେ ଇସ୍ରୋ ବାଜ୍ଞାନିକଙ୍କ ସମେତ ପୂରା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି!-->…
ଇତିହାସ ରଚିଲା ଭାରତ : ଚନ୍ଦ୍ରପୃଷ୍ଠରେ ଓହ୍ଲାଇଲା ଚନ୍ଦ୍ରଯାନ-୩
ନୂଆଦିଲ୍ଲୀ: ଭାରତର ମହାକାଶ ଅଭିଯାନ ଇତିହାସରେ ଚନ୍ଦ୍ରଯାନ-୩ ଏକ ସ୍ମରଣୀୟ ଅଭିଯାନ ହୋଇଛି। ଆମେରିକା, ଚୀନ୍ ଓ ପୂର୍ବତନ ସୋଭିଏତ ସଙ୍ଘ ପରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାରେ ଭାରତ ବିଶ୍ୱର ଚତୁର୍ଥ ଦେଶ ହେଇଛି।
ସଫ୍ଟ ଲ୍ୟାଣ୍ଡିଂ ହାସଲ କରିବା କେବଳ ଯୋଜନାର ଏକ ଅଂଶ ମାତ୍ର।!-->!-->!-->…
ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ନେଇ ବିଜେପି ମନାଇଲା ବିଜୟ ଉତ୍ସବ
ଫୁଲବାଣୀ : ଇସ୍ରୋ ରଚିଥିବା ଇତିହାସ ଯାହା ଆଜି ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ କରିଛି ସଫ୍ଟ ଲ୍ୟାଣ୍ଡିଂ। ଏହି ସଫଳତା ପରେ ଭାରତର ଚନ୍ଦ୍ରଯାତ୍ରା ସ୍ଵପ୍ନ ସାକାର ହୋଇଛି। ଆଉ ବିଶ୍ବର ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିଛି ଭାରତ । ଏ ନେଇ ଆଜି ସନ୍ଧ୍ୟାରେ ବିଜେପି ପକ୍ଷରୁ!-->…
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୫ ତମ ଶ୍ରାଦ୍ଧବାର୍ଷିକୀ ସଭା
ଫୁଲବାଣୀ : କନ୍ଧମାଳ ଜିଲ୍ଲା ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ପନ୍ଦର ତମ ଶ୍ରଦ୍ଧାଞ୍ଜଳି ସଭା ଏକ ଭକ୍ତିପୁତ ପରିବେଶ ମଧ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆୟୋଜିତ ସଭାରେ ବିଶ୍ୱହିନ୍ଦୁ ପରିଷଦ ର ବିଶ୍ୱହିନ୍ଦୁ ପରିଷଦର!-->…