ବାଟାଲିୟନ କ୍ୟାମ୍ପରେ ରକ୍ତଦାନ ଶିବିର

ମାଲକାନଗିରି //ସୁକମା : ବୁଧବାର ଦିନ ସୁକମାର F2 coy Ramaram କ୍ୟାମ୍ପ ଠାରେ ୦୨ ବାଟାଲିୟନ କମାଣ୍ଡାଣ୍ଟ ଶ୍ରୀ ରତିକାନ୍ତ ବେହେରାଙ୍କ ନିର୍ଦ୍ଦେଶ ଏବଂ ଜିଲ୍ଲା ଡାକ୍ତରଖାନା ଡାକ୍ତରଟିମ ସହଯୋଗରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା।ବାଟାଲିୟନ ଅଫିସର ଏବଂ ଯବାନମାନେ ମିଶି

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦ୍ବିତୀୟ ପର୍ଯ୍ୟାୟ ଆମ ବସ୍ ଷ୍ଟାଣ୍ଡ ଭିତ୍ତିପ୍ରସ୍ତର ସ୍ଥାପନ

ଛତ୍ରପୁର (୨୩.୦୮) ପରିବହନ କ୍ଷେତ୍ରରେ ସୁଧାର ଆଣିବା ନିମନ୍ତେ ଆମ ବସଷ୍ଟାଣ୍ଡ ନିର୍ମାଣ କରାଯାଉଛି । ସାଧାରଣ ଲୋକଙ୍କ ଯୋଗାଯୋଗ ପାଇଁ ଏହା ଏକ ପ୍ରମୁଖ ମାଧ୍ୟମ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ 55ଟି ଆମ ବସଷ୍ଟାଣ୍ଡ ନିର୍ମାଣ ହୋଇଥିବା ବେଳେ ସେଥି ମଧ୍ୟରୁ ୨୧ ଟିର କାର୍ଯ୍ୟ ସମ୍ପୂର୍ଣ୍ଣ

ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟର ରାତ୍ର ଜଗୁଆଳି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ରାତ୍ର ଜଗୁଆଳି ଭାବରେ କାର୍ଯ୍ୟରତ ଅଜୟ କୁମାର ମଲ୍ଲିକଙ୍କୁ ଭିଜିଲାନ୍ସ କାବୁ କରିବାରେ ସଫଳ ହୋଇଛି । ତେବେ ସୂଚନା ମୁତାବକ ସମ୍ପୃକ୍ତ ରାତ୍ର ଜଗୁଆଳି ଜଣକ ଫିରିଙ୍ଗିଆ ତହସିଲ ଅନ୍ତର୍ଗତ ପଳାବୃଡି ପଞ୍ଚାୟତ ଅଧୀନରେ ଥିବା

ଗାଁ କୁ ରାସ୍ତା ନାହିଁ, ଦୋଳାରେ ମେଡିକାଲ ଗଲେ ଗର୍ଭବତୀ

କନ୍ଧମାଳ : ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଘାଟ ନିର୍ମାଣ କରୁଛନ୍ତି। ହେଲେ ଏବେ ବି ଅନେକ ସ୍ଥାନରେ ରାସ୍ତା ନ ଥିବାରୁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୋଳାରେ ବୁହା ହେଉଛନ୍ତି ଗର୍ଭବତୀ। ଏହା ଦେଖିବାକୁ ମିଳିଛି କନ୍ଧମାଳ

ଅବ୍ୟବସ୍ଥା ଘେରରେ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ : ସମସ୍ତ ମୌଳିକ ସୁବିଧା ପାଇଁ ଦାବୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗିରହିଥିବା ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ମିଳିବା କଷ୍ଟ କର ହୋଇପଡିଛି। ବିଦ୍ୟାଳୟରେ ୨୦୦୩ରୁ କମ୍ପ୍ୟୁଟର ଶିକ୍ଷା ବ୍ୟବସ୍ଥା

ବିଜୁ ମହିଳା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଫୁଲବାଣୀ : ବିଜୁ ମହିଳା ଜନତା ଦଳ କନ୍ଧମାଳ ପକ୍ଷରୁ ସଭାନେତ୍ରୀ ପୁନମ କହଁରଙ୍କ ସଭାପତିତ୍ବରେ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ପାରିଜାତ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ମୂଖ୍ୟ ଅତିଥି ବିଜୁ ଜନତା ଦଳ କାର୍ଯ୍ୟାଳୟ ପରିଦର୍ଶନ କରି ବିଜୁ ପଟ୍ଟନାୟକଙ୍କ

ଉତ୍ତରପୂର୍ବ ରାଜ୍ୟ ପାଇଁ ଥିବା ସ୍ୱତନ୍ତ୍ର ବ୍ୟବସ୍ଥାରେ ହାତ ମାରିବେନି କେନ୍ଦ୍ର ସରକାର

ଭାରତର ଉତ୍ତପୂର୍ବ ରାଜ୍ୟଗୁଡ଼ିକ ପାଇଁ ଥିବା ସ୍ୱତନ୍ତ୍ର ବ୍ୟବସ୍ଥା ଓ ଲାଗୁ ହେଉଥିବା ନିୟମରେ ହାତ ମାରିବାକୁ କେନ୍ଦ୍ର ସରକାର କୌଣସି ପ୍ରକାରର ଯୋଜନା ରଖି ନାହାନ୍ତି। ଆଜି ଏ ସମ୍ପର୍କରେ କେନ୍ଦ୍ର ସରକାର…

ସହାୟକ ଅଧ୍ୟାପକ ଦିପକ କୁମାର ସାହୁଙ୍କୁ ଡକ୍ଟରେଟ ଉପାଧି

ହିଞ୍ଜିଳିକାଟୁ (୨୩/୮) : ସହାୟକ ଅଧ୍ୟାପକ ଦିପକ କୁମାର ସାହୁ ଡକ୍ଟରେଟ ଉପାଧି ହାସଲ କରିଛନ୍ତି । ସେ ସର୍ବସାଧାରଣ ବ୍ୟବହାରଯୋଗ୍ୟ କୋଠାଵାଡି ନିର୍ମାଣ ଓ ସଂରକ୍ଷଣ ନେଇ ଯନ୍ତ୍ରୀ (ସିଭିଲ ଇଂଜିନିୟର)ରେ ଉଚ୍ଚତର ଅଧ୍ୟୟନ ସହ ଗବେଷଣା କରି ନେସନାଲ ଇନଷ୍ଟିଚୁ୍ୟଟ ଅଫ ଟେକନୋଲୋଜି ରାଉରକେଲା ରୁ

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଜୋହାନ୍ସବର୍ଗ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସେରେ ବୁଧବାର ଜୋହାନ୍ସବର୍ଗଠାରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି। ଉଭୟ…

ବିନା ବସ୍ ଭଡ଼ାରେ ଭାଇ ହାତରେ ରାକ୍ଷୀ ବାନ୍ଧିବାକୁ ଯିବେ ଭଉଣୀ

ଲକ୍ଷ୍ନୌ: ରାକ୍ଷୀ ପୂର୍ଣ୍ଣିମା ପାଇଁ ସରକାରଙ୍କ ବଡ଼ ଉପହାର। ବିନା ବସ୍ ଭଡ଼ାରେ ଭଉଣୀ ଯିବେ ଭାଇ ହାତରେ ରାକ୍ଷୀ ବାନ୍ଧିବାକୁ । ଚଳିତ ରାକ୍ଷୀ ପୂର୍ଣ୍ଣିମାରେ ଭଉଣୀମାନଙ୍କୁ ଯାତାୟତରେ ଯେପରି କୌଣସି ପ୍ରକାର…