Sign in
Sign in
Recover your password.
A password will be e-mailed to you.
୨୦୧୪ ପୂର୍ବରୁ ଠକେଇ ଓ ଦୁର୍ନୀତିର ଯୁଗ ଥିଲା : ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ପୁଣିଥରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୨୦୧୪ ପୂର୍ବରୁ ବିରୋଧୀ ଗରିବଙ୍କ ଅଧିକାରକୁ ଲୁଟ କରୁଥିଲେ ବୋଲି ସେ କହିଛନ୍ତି। ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ମଧ୍ୟପ୍ରଦେଶରେ ଆୟୋଜିତ ଗୋଟିଏ କାର୍ଯ୍ୟକ୍ରମରେ ମୋଦି ଭିଡିଓ କନଫରେନ୍ସିଂ…
ରାଜ୍ୟରେ ଫସଲ ବୀମା ପଞ୍ଜିକରଣ ୨୩.୫୦ ଲକ୍ଷକୁ ବୃଦ୍ଧି…
ଭୁବନେଶ୍ୱର: ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମଏଫ୍ବିୱାଇ) ଅନ୍ତର୍ଗତ ପଞ୍ଜିକରଣ ପୂର୍ବ ବର୍ଷଗୁଡିକରେ ପ୍ରାୟ ୧୦/୧୧ ଲକ୍ଷ ହୋଉଥିବା ବେଳେ ଚଳିତବର୍ଷ ଖରିଫରେ ଏହା ୨୩.୫୦ ଲକ୍ଷକୁ ଟପି ଯାଇଛି। ୨୦୧୬ ଖରିଫ ଠାରୁ ରାଜ୍ୟରେ ପିଏମଏଫ୍ବିୱାଇ କାର୍ଯ୍ୟ…
ଏନଏମସିର କଡ଼ା ନିର୍ଦ୍ଦେଶ, ଫାର୍ମା କମ୍ପାନୀ ଟଙ୍କାରେ ସଭା କରିପାରିବେନି ଡାକ୍ତର…
ଏଣିକି ଆଉ ଫାର୍ମାସ୍ୟୁଟିକାଲ୍ କମ୍ପାନୀଗୁଡିକ ଦ୍ୱାରା ପ୍ରାୟୋଜିତ ବୈଠକରେ ଯୋଗ ଦେଇପାରିବେନି ଡାକ୍ତର। ପ୍ରତ୍ୟକ୍ଷ ବା ପରୋକ୍ଷ ଭାବେ ଫାର୍ମାସ୍ୟୁଟିକାଲ୍ କମ୍ପାନୀଗୁଡ଼ିକ ଆୟୋଜନ କରୁଥିବା କର୍ମଶାଳା କିମ୍ୱା ସମ୍ମିଳନୀରେ ଡାକ୍ତରମାନଙ୍କ ଯୋଗଦାନକୁ ବାରଣ…
ପୁଅକୁ ନେଇ ସ୍କୁଲ ଛାଡ଼ିବାକୁ ଯାଉଥିଲେ ବାପାମା’; ମାଡ଼ିଗଲା କାର୍…
କୁଜଙ୍ଗ:କୁନି ପୁଅ ସ୍କୁଲ ଯିବ । ବାପା-ମା’ ପୁଅକୁ ନେଇ ସ୍କୁଲରେ ଛାଡିବା ପାଇଁ ତତ୍ପର ଥିଲେ । ଏକାଠି ଯାଇଥିଲେ ପୁଅକୁ ଛାଡିବା ପାଇଁ । ହେଲେ ପୁଅକୁ ସ୍କୁଲରେ ଛାଡି ଯାଇଥିବା ମା’ ଯେ ଏମିତି ଦୁନିଆ ଛାଡି ଚାଲିଯିବେ କିଏ ଜାଣିଥିଲା ? କଟକ-ପାରାଦୀପ ରାସ୍ତାର ପଙ୍କପାଳ ନିକଟରେ ଏକ…
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ରଜନୀକାନ୍ତ…
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି ସାଉଥ୍ ସୁପରଷ୍ଟାର ରଜନୀକାନ୍ତ। ୟୁପିର ଲକ୍ଷ୍ନୌରେ ପତ୍ନୀ ଲତା ରଜନୀକାନ୍ତଙ୍କ ସହ ପହଞ୍ଚିଥିଲେ ‘ଥଲାଇଭି’। ବର୍ତ୍ତମାନ ରଜନୀକାନ୍ତଙ୍କ ଫିଲ୍ମ ‘ଜେଲର୍’ ବକ୍ସ ଅଫିସରେ ଜବରଦସ୍ତ ଆୟ କରୁଛି।…
ଘୁଞ୍ଚିଲା ଗୋପାଳ ଦାସ ଡିସଚାର୍ଜ ପିଟିସନ୍ ଶୁଣାଣି
ଝାରସୁଗୁଡା: ମନ୍ତ୍ରୀ ନବଦାସ ହତ୍ୟା ମାମଲା । ଆସନ୍ତା ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚିଲା ଅଭିଯୁକ୍ତ ଗୋପାଳ ଦାସର ଡିସଚାର୍ଜ ପିଟିସନ୍ ଶୁଣାଣି । ଝାରସୁଗୁଡା ଅତିରିକ୍ତ ଜିଲ୍ଲା ଦୌରା ଜଜ ଛୁଟିରେ ଥିବାରୁ ଡିସଚାର୍ଜ ପିଟିସନର ଶୁଣାଣିକୁ ଘୁଞ୍ଚାଇ ଦିଆଯାଇଛି । ତେବେ ଡିସଚାର୍ଜ…
ଶରଦ ଖୋଲିଲେ ଅଜିତଙ୍କ ଗୁମର…
ଏନସିପି ବିରୋଧରେ ବିଦ୍ରୋହ ଘୋଷଣା କରି ରାଜ୍ୟର କ୍ଷମତାସୀନ ବିଜେପି ସରକାରକୁ ଅଜିତ ପାୱାର ସମର୍ଥନ କରିଥିବା ଘଟଣାକୁ ଦୀର୍ଘ ଦିନ ବିତି ଗଲାଣି। ମାତ୍ର ଏବେ ଶରଦ ପାୱାର ଖୋଲିଛନ୍ତି ଗୁମର। କାହିଁକି ଅଜିତ ପାୱାର ଏନସିପି ଶିବିର ଛାଡ଼ିଛନ୍ତି ତାହାର ଖୁଲାସା…
୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍ ଲାଇନ୍ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି।
ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା…
ଫାଇଭ-ଟି ଅନ୍ତର୍ଭୁକ୍ତ ହେବ ଖୋର୍ଦ୍ଧା ଜିଲ୍ଲାର ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଯୁକ୍ତ ୩ କଲେଜ…
ଭୁବନେଶ୍ବର : ଭୁବନେଶ୍ୱର ଜନତା ମୈଦାନରେ ହେଉଥିବା କାର୍ଯ୍ୟକ୍ରମରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ଏକ ବଡ ଘୋଷଣା କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାର ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଯୁକ୍ତ-୩ କଲେଜ ଫାଇଭ-ଟି ଅନ୍ତର୍ଭୁକ୍ତ ହେବ । ଏନେଇ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ନେଇ…
ଦେଶରେ ଆସୁଛି ନୂଆ ସିଆରପିସି ଆଇନ, କ୍ରିମନାଲ ଜଷ୍ଟିସ ଡେଲିଭରି ସିଷ୍ଟମରେ ଆସିବ ବ୍ୟାପକ ପରିବର୍ତ୍ତନ
କଟକ ଦେଶରେ ଆସୁଛି ନୂଆ ସିଆରପିସି ଆଇନ। କ୍ରିମିନାଲ ପ୍ରୋସିଡ଼ିଅର କୋଡ଼ ବଦଳରେ ଆସୁଛି ଭାରତୀୟ ନାଗରିକ ସୁରକ୍ଷା ସଂହିତା।ଏହାଦ୍ବାରା କ୍ରିମନାଲ ଜଷ୍ଟିସ ଡେଲିଭରି ସିଷ୍ଟମରେ ଆସିବ ବ୍ୟାପକ ପରିବର୍ତ୍ତନ। ନୂଆ ଆଇନ ବଳରେ ଫେରିବ ହ୍ୟାଣ୍ଡକଫ। ଅପରାଧୀଙ୍କୁ…