ଏସଆଇଙ୍କୁ ଆକ୍ରମଣ ଘଟଣା: ୪ ଅଭିଯୁକ୍ତ ଗିରଫ..

ଭୁବନେଶ୍ବର: ଅପରାଧୀଙ୍କ ଆଡ୍ଡା ସ୍ଥଳୀ ପାଲଟିଛି ରାଜଧାନୀ ଭୁବନେଶ୍ଗର । ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଦ୍ୟୁତ ସବଷ୍ଟେସନ ନିକଟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଏକ ପରିତ୍ୟକ୍ତ କୋଠା ଘରେ ଏକ ଅପରାଧୀ ଗ୍ୟାଙ୍ଗ ଅପରାଧ ଘଟାଇବା ପାଇଁ ଆଡ୍ଡା…

ଅଖିଳେଶ ଯାଦବଙ୍କୁ ଭେଟିଲେ ସାଉଥ୍ ସୁପରଷ୍ଟାର ରଜନୀକାନ୍ତ…

ଲକ୍ଷ୍ନୌ: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଉତ୍ତରପ୍ରଦେଶ ଗସ୍ତରେ ଅଛନ୍ତି। ସେ ଶନିବାର ସନ୍ଧ୍ୟାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ରବିବାର ସକାଳେ ଅଭିନେତା ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବଙ୍କୁ ତାଙ୍କ…

ବିବାହିତ ପ୍ରେମିକ ଘର ଆଗରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର : ବିବାହିତ ପ୍ରେମିକ ଘର ଆଗରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଗଞ୍ଜାମ ଭଞ୍ଜନଗର ଗାଙ୍ଗପୁର ଥାନା କ୍ଷତ୍ରିୟବରପୁର ଗାଁର ଘଟଣା । ତେବେ ଯୁବତୀଙ୍କୁ ବିଷ ଦେଇ ବିବାହିତ ପ୍ରେମିକ ହତ୍ୟା କରିଛି । ଏଭଳି ଅଭିଯୋଗ କରି ଥାନାରେ ଏତଲା ଦେଇଛନ୍ତି…

କୁନି ଝିଅ ସମସ୍ୟା ବଖାଣିବା ପରେ ପଦୁଗୁଡ଼ା ଗାଁ ପହଞ୍ଚିଲା ଦଶମନ୍ତପୁର ବ୍ଲକ୍ ପ୍ରଶାସନ

କୋରାପୁଟ: ସଫଳ ହେଲା କୁନି ଝିଅର ନିଆରା ଢଙ୍ଗରେ କରିଥିବା ଅଭିଯୋଗ। କୁନିଝିଅ ନିଜ ଅଞ୍ଚଳର ସମସ୍ୟା ବଖାଣିବା ପରେ ପଦୁଗୁଡ଼ା ଗାଁରେ ପହଞ୍ଚିଛି ଦଶମନ୍ତପୁର ବ୍ଲକ୍ ପ୍ରଶାସନ। ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ଦଶମନ୍ତପୁର ଅଞ୍ଚଳବାସୀଙ୍କ ସମସ୍ୟାକୁ ଅଗଷ୍ଟ…

‘ହିନ୍ଦୀରେ ନାଁ, ଇଂରାଜୀରେ ଡ୍ରାଫ୍ଟ’ କହି କେନ୍ଦ୍ର ସରକାରଙ୍କୁ ପି.ଚିଦାମ୍ବରମଙ୍କ ସମାଲୋଚନା

ନୂଆଦିଲ୍ଲୀ: ଦେଶର ଅପରାଧିକ ନ୍ୟାୟ ବ୍ୟବସ୍ଥାର ସୁଧାର ପାଇଁ ଲୋକସଭାରେ ଉପସ୍ଥାପିତ ହୋଇଥିବା କେନ୍ଦ୍ରର ତିନୋଟି ବିଲ୍ ଉପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ପି ଚିଦାମ୍ବରମ୍ ମନ୍ତବ୍ୟ…

ତୀର୍ଥଯାତ୍ରୀ ବସକୁ ଧକ୍କା ଦେଲା ବସ୍, ଦୁର୍ଘଟଣାରେ ୧୦ ଗୁରୁତର

ଜଳେଶ୍ୱର: ତୀର୍ଥଯାତ୍ରୀ ବସକୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ୧୦ ଗୁରୁତର। ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥ ଭେଲୋରା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁଯାୟୀ ଜ୍ୟୋତି ଟ୍ରାଭେଲସ…

ଝାରସୁଗୁଡାରେ ଦୁଇଟି ବର୍ଜ୍ୟବସ୍ତୁ ବିଶୋଧନ ବ୍ୟବସ୍ଥା ଆବଶ୍ୟକ ଅଛି କି ନାହିଁ ଜଣାଅ : ହାଇକୋର୍ଟ

କଟକ: ଝାରସୁଗୁଡ଼ା ଜିଲ୍ଲାରେ ବର୍ଜ୍ୟବସ୍ତୁ ବିଶୋଧନ, ସଂରକ୍ଷଣ ଓ ନିଷ୍କାସନ ବ୍ୟବସ୍ଥାକୁ ନେଇ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ଇନଫ୍ରାଷ୍ଟ୍ରକଚର୍ ଡେଭଲପମେଣ୍ଟ୍ କର୍ପୋରେସନ୍ (ଆଇଡିସିଓ)କୁ ହାଇକୋର୍ଟ ନିର୍ଦ୍ଦେଶ…

ପିଆଜ ରପ୍ତାନି ଉପରେ ୪୦% ଶୁଳ୍କ ଲାଗୁ

ନୂଆଦିଲ୍ଲୀ: ସରକାରଙ୍କୁ ଘାରିଲା ପିଆଜ ଦର ବୃଦ୍ଧି ଚିନ୍ତା। ଦର ବୃଦ୍ଧିକୁ ରୋକିବା ଏବଂ ଘରୋଇ ବଜାରରେ ଯୋଗାଣରେ ସୁଧାର ଆଣିବା ପାଇଁ ଭାରତ ସରକାର ଶନିବାର ପିଆଜ ରପ୍ତାନି ଉପରେ ୪୦% ଶୁଳ୍କ ଲାଗୁ କରିଛନ୍ତି।…

ଆସନ୍ତା ୩ ଦିନ ରହିବ ଶୁଖିଲା ପାଗ

ଭୁବନେଶ୍ୱର: ରାଜ୍ୟରେ ଆଉ ନାହିଁ ଲଘୁଚାପର ପ୍ରଭାବ। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଫଳରେ ଆସନ୍ତା ୩ ଦିନ ଯାଏ…

ପାକିସ୍ତାନରେ ବୋମା ବିସ୍ଫୋରଣ, ୧୧ ଶ୍ରମିକ ମୃତ

ଇସ୍‌ଲାମାବାଦ: ପାକିସ୍ତାନର ଉତ୍ତର ୱାଜିରିସ୍ତାନର ଗୁଲମିର କୋଟ ଅଞ୍ଚଳରେ ବୋମା ବିସ୍ଫୋରଣ। ଏହି ବିସ୍ଫୋରଣରେ ୧୧ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପୋଲିସର ମୁଖପାତ୍ର…