Sign in
Sign in
Recover your password.
A password will be e-mailed to you.
ଗାଧୋଉଥିବା ବେଳେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର, ମୁଣ୍ଡ ଓ ଗୋଡ଼ ବିହୀନ ମୃତଦେହ ଉଦ୍ଧାର
ଯାଜପୁର: କୁମ୍ଭୀର ଆକ୍ରମଣରେ ମହିଳା ମୃତ। ଯାଜପୁର ବରୀ ବ୍ଲକ୍ ଅମଠପୁରରେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର। ବିରୂପା ନଦୀରେ ଗାଧୋଉଥିବାବେଳେ କୁମ୍ଭୀର ଆକ୍ରମଣ କରିଥିଲା। ମୃତ ମହିଳା ପାଲଟପୁର ଗାଁର ଅନାମ ଜେନାଙ୍କ ସ୍ତ୍ର। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…
ସ୍ତ୍ରୀର ପ୍ରେମିକକୁ ଗୁଳି ମାରିଦେଲା ସ୍ଵାମୀ…
ସମ୍ବଲପୁର: ସ୍ତ୍ରୀର ପ୍ରେମିକକୁ ଗୁଳି କଲା ସ୍ଵାମୀ। ସମ୍ବଲପୁର ରେଢାଖୋଲ ବଡ଼ନୂଆପଡ଼ା ସ୍ଥିତ ଖେତୀନାଳି ଗାଁରେ ଘଟିଛି ଏହି ଗୁଳିକାଣ୍ଡ । ଗୁରୁତର ଅବସ୍ଥାରେ ପ୍ରେମିକକୁ ପ୍ରଥମେ ବୁର୍ଲା ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାସ୍ଥଳରୁ…
ଚୋରା ମଦ ବ୍ୟବସାୟୀଙ୍କୁ କାନ ଧରି ବସ ଉଠ କରାଇଲେ ସାଂସଦ ପ୍ରତାପ ଷଡଙ୍ଗୀ
ବାଲେଶ୍ବର : ଚୋରା ମଦ ବ୍ୟବସାୟୀଙ୍କୁ ସାବଡ କଲେ ସାଂସଦ । କାନ ଧରି ବସ ଉଠ କରାଇଲେ ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ । ନୀଳଗିରି ଅଞ୍ଚଳରେ ଚୋରା ମଦ କାରବାର ବଢୁଛି । ଗୋପୀନାଥପୁର ଷ୍ଟେସନ ଏବେ ଚୋରା ବେପାରୀଙ୍କ ଆଡ୍ଡା ପାଲଟିଛି । ଖୁଲମଖୁଲା ଦେଶୀ ଓ ବିଦେଶୀ ମଦ…
ବାଲେଶ୍ଵରରୁ ୨୫ ନାଗ ସାପ ଉଦ୍ଧାର, ୩ ଗିରଫ…
ବାଲେଶ୍ଵର: ବାଲେଶ୍ଵର ବନବିଭାଗକୁ ବଡ ସଫଳତା । ସାପ ବିଷ ରାକେଟର କଲା ପର୍ଦ୍ଦାଫାସ । ୨୫ଟି ନାଗ ସାପ ଉଦ୍ଧାର ସହ ୩ଜଣଙ୍କୁ ବାନ୍ଧିଲା ପୋଲିସ । ବାଲେଶ୍ଵର ବନଖଣ୍ଡ ବାଲିଆପାଳ ବ୍ଲକ୍ ପଞ୍ଚପଲ୍ଲୀରୁ ରେଡ୍ ବେଳେ ଉଦ୍ଧାର ।
ସୂଚନା ଅନୁସାରେ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସ୍ନେକ ହେଲ୍ପ…
କେମ୍ବ୍ରିଜକୁ ବ୍ରିଟିଶ ପ୍ରଧାନମନ୍ତ୍ରୀ ନୁହେଁ, ହିନ୍ଦୁ ହୋଇ ଆସିଛି: ଋଷି ସୁନକ…
ଲଣ୍ଡନ : ବ୍ରିଟେନରେ ‘ଜୟ ସିଆରାମ’ ନାରା ଦେଇ ହିନ୍ଦୁ ଭାବେ ଗର୍ବ ଅନୁଭବ କଲେ ଇଂଲଣ୍ଡ ପ୍ରଧାନମନ୍ତ୍ରୀ ଋଷି ସୁନକ। କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ରାମ କଥା କାର୍ଯ୍ୟକ୍ରମରେ ଯୋଗ ଦେଇ ‘ମୁଁ ଏଠାକୁ ବ୍ରିଟେନ ପ୍ରଧାନମନ୍ତ୍ରୀ ନୁହେଁ, ବରଂ ଜଣେ ହିନ୍ଦୁ ହୋଇ ଆସିଛି’ ବୋଲି ସେ…
ମାଲକାନଗିରି ୭୭ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ…
ମାଲକାନଗିରି : ଡିଏନକେ ପଡ଼ିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ୭୭ ତମ ସ୍ବାଧିନତା ଦିବସରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବ ସେବା ଓ ସ୍ଵରାଷ୍ଟ୍ର ମନ୍ତ୍ରୀ, ଶ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ!-->!-->!-->!-->!-->…
ପ୍ରଧାନମନ୍ତ୍ରୀ ଇ-ବସ୍ ସେବାକୁ ଗ୍ରୀନ ସିଗ୍ନାଲ, ଚାଲିବ ୧୦ ହଜାର ଇଲେକ୍ଟ୍ରିକ ବସ୍…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଇ-ବସ୍ ସେବାକୁ ଆଜି କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ସିସିଇଏମ ଏହି ଯୋଜନାକୁ ଅନୁମୋଦନ କରିଛି।
ଏହି ଯୋଜନା ଅଧୀନରେ ଦେଶରେ ୧୦ ହଜାର ବିଦ୍ୟୁତ ଚାଳିତ ବସ୍ ଲଞ୍ଚ କରାଯିବ। ଏହି…
ହିନ୍ଦୁ ଯୁବତୀଙ୍କ ସହ ଛିଡ଼ା ହୋଇଥିବା ମୁସଲିମ ଯୁବକଙ୍କୁ ପ୍ରବଳ ମାଡ଼, ଶୁଭିଲା ଜୟ ଶ୍ରୀରାମ ନାରା…
ମୁମ୍ବାଇ : ମୁମ୍ବାଇର ବାନ୍ଦ୍ରା ଟମ୍ରିନସ ରେଳ ଷ୍ଟେସନରେ ଜଣେ ମୁସଲିମ ଯୁବକଙ୍କୁ ହୋଇଛି ପ୍ରବଳ ମାଡ଼। ଯୁବକ ଜଣଙ୍କ ଜଣେ ହିନ୍ଦୁ ଯୁବତୀଙ୍କ ସହ ଛିଡ଼ା ହୋଇଥିବା ବେଳେ କିଛି ଲୋକ ତାଙ୍କୁ ଭିଡ଼ା ଓଟରା କରିବା ସହ ମନଇଚ୍ଛା ପିଟିଛନ୍ତି। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି।
ଭିଡିଓରେ…
୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର
ନୂଆଦିଲ୍ଲୀ: ଅଗଷ୍ଟ ୧୮ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କଥା ଆଜି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।
ଜାରି କରିଥିବା ସତର୍କ ସୂଚନାରେ ଭାରତୀୟ ପାଣିପାଗ ବିଭାଗ କହିଛି, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଅଞ୍ଚଳରର ୪.୫ ଓ…
ହିମାଚଳ ଓ ଉତ୍ତରାଖଣ୍ଡରେ ବର୍ଷା ପ୍ରଳୟ, ଗଲାଣି ୬୬ ଜୀବନ…
ନୂଆଦିଲ୍ଲୀ: ହିମାଚଳ ଓ ଉତ୍ତରାଖଣ୍ଡକୁ କଲବଲ କଲାଣି ବର୍ଷା। ଗଲାଣି ୬୬ରୁ ଉର୍ଦ୍ଧ୍ବ ଲୋକଙ୍କ ଜୀବନ। ଗତ କିଛି ଦିନ ହେଲାଣି ଲଗାଣ ବର୍ଷା ପାଇଁ ହିମାଚଳ ଓ ଉତ୍ତରାଖଣ୍ଡରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଶହ ଶହ ଘର ଭୁଶୁଡିବା ସହ ଚାପି ହୋଇ ରହିଛନ୍ତି ଲୋକେ। ଏପର୍ଯ୍ୟନ୍ତ ମଧ୍ୟ…