Sign in
Sign in
Recover your password.
A password will be e-mailed to you.
ଦେବଦୂତ ସାଜିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିବା ସ୍ଥାନୀୟ ଲୋକ ଓ ଉଦ୍ଧାରାକାରୀ ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଲୋକସେବା ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉଦ୍ଧାର…
କିସରେ ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍ଯାପିତ: ଜନଜାତିମାନେ ନିଜ ଉପରେ ଗବେଷଣା କରନ୍ତୁ: ଅର୍ଜୁନ ମୁଣ୍ଡା
ଭୁବନେଶ୍ୱର : କିସ୍ ବିଶ୍ୱବିଦ୍ୟାଳୟରେ ୯ତାରିଖରୁ ଚାଲିଥିବା ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଆଜି ଉଦ୍ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଯୋଗଦେଇ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେବା କ୍ଷେତ୍ରରେ ସମ୍ରାଟ…
ଆଗାମୀ ନିର୍ବାଚନରେ ବିଜେପି-ବିଜେଡି ମେଣ୍ଟକୁ ଖଣ୍ଡନ କଲେ ଆଉ ଜଣେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ତେଜିଛି ରାଜନୀତି । ଭୁବନେଶ୍ୱରରୁ ଦିଲ୍ଲୀ ସବୁଠି ବିଜେଡି-ବିଜେପି ମେଳି ଦେଖିବା ପରେ ଆଗାମୀ ନିର୍ବାଚନରେ ଦୁଇଦଳ ମେଣ୍ଟ କରିବା ଚର୍ଚ୍ଚା ଜୋର ଧରିଛି । ତେବେ ଏହାକୁ ବିଜେପି ପକ୍ଷରୁ ବାରମ୍ବାର ଖଣ୍ଡନ କରାଯାଉଛି । ପୂର୍ବରୁ…
ଭୁବନେଶ୍ୱରକୁ ଆବର୍ଜନାମୁକ୍ତ କରିବ “ଟିମ୍ ସାଇନ୍”, ବିଏମସି ଗଠନ କଲା ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ସ୍କ୍ୱାଡ
ଭୁବନେଶ୍ୱର: ସ୍ମାର୍ଟସିଟି ଭୁବନେଶ୍ୱରରେ ଅଳିଆ ଆବର୍ଜନା ନେଇ ନାନାଦି ସମସ୍ୟା ଦେଖାଯାଉଛି । ଏନେଇ ବାରମ୍ବାର ସଚେତନ କରାଯିବା ପରେ ଲୋକଙ୍କୁ ତାଗିଦ୍ କରିବା ପାଇଁ ବିଏମ୍ସି ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି ।…
୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା, ୧୫ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି…
ଭୁବନେଶ୍ୱର: ରାଜ୍ୟରେ ଏବେ ନିଷ୍କ୍ରିୟ ରହିଛି ମୌସୁମୀ । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସମୁଦ୍ରରୁ ୫.୮ କିଲୋମିଟର ଉପରେ ରହିଛି ଏହାର ଅବସ୍ଥିତ । ପ୍ରଭାବରେ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଗାମୀ…
ଉଭୟ ଭାରତ ଓ ପାକିସ୍ତାନ ମୋ ପାଇଁ ସୁନ୍ଦର; ମୁଁ ମୋ ଦେଶକୁ ଖୁବ୍ ଭଲପାଏ: ଅଞ୍ଜୁ
ଇସଲାମାବାଦ: ଭାରତରୁ ନିଜ ପ୍ରେମିକ ନସରୁଲ୍ଲାଙ୍କୁ ଭେଟିବା ପାଇଁ ପାକିସ୍ତାନ ଯାଇଥିବା ଅଞ୍ଜୁ ସେଠାରୁ ନିଜ ଦେଶ ପାଇଁ ଏକ ବାର୍ତ୍ତା ପଠାଇଛନ୍ତି। ଅଞ୍ଜୁ ନିକଟରେ ଏକ ଭିଡିଓ ଜାରି କରି ସେ ଭାରତ ଆସିବା ବିଷୟରେ କହିଛନ୍ତି। ଅଞ୍ଜୁଙ୍କ ସହ ଏହି ଭିଡିଓରେ ନାସରୁଲ୍ଲା ମଧ୍ୟ ନଜର…
ଚଳିତ ସପ୍ତାହରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ
ଭୁବନେଶ୍ୱର : କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତା ସପ୍ତାହରେ ଓଡ଼ିଶା ଗସ୍ତରେ ଆସିବେ । ଅଗଷ୍ଟ ୧୭ ତାରିଖ କେନ୍ଦ୍ରମନ୍ତ୍ରୀ ନିର୍ମଳା ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଭୁବନେଶ୍ୱରରେ ଆୟୋଜିତ ନାସନାଲ ଚାଟାର୍ଡ ଆକାଉଣ୍ଟସ କନଫରେନ୍ସକୁ…
ଏଣିକି ଟ୍ରାଫିକ ପୁଲିସଙ୍କୁ ମିଳିବ ଏସି ହେଲମେଟ – I Odisha
ଅହମଦାବାଦ: ଆପଣ ଅନେକ ସମୟରେ ଦେଖିଥିବେ ଯେ ପ୍ରବଳ ଖରା ସତ୍ତ୍ୱେ ଟୋପିଟିଏ ପିନ୍ଧି ଟ୍ରାଫିକ ଛକମାନଙ୍କରେ ଟ୍ରାଫିକ ପୁଲିସମାନେ ଡ୍ୟୁଟି କରିଥାନ୍ତି | ପ୍ରବଳ ଗରମ ସତ୍ତ୍ୱେ ଟ୍ରାଫିକ ପୁଲିସମାନେ ବହୁ କଷ୍ଟରେ…
ପୁଅକୁ ଲୁହା ରଡରେ ଚେଙ୍କ ଦେଲା ବାପା – I Odisha
ଅନୁଗୁଳ : ସାବତ ମାଆ ସିଖାଇଦେଲା ତାପରେ ବାପା ଦେଇଦେଲା ଚେଙ୍କ । କିଛି ଶୁଣିଲେନି କଣ ହେଇଛି ବି ବୁଝିଲେନି ସାବତ ମାଆର ପ୍ରରୋଚନାରେ ପଡି ବାପା ଦେଲା ପୁଅକୁ ଚେଙ୍କ । ହଁ ଆଜ୍ଞା ସ୍କୁଲ ଗଲା ନାହିଁ ବୋଲି…
କମିଶନରେଟ୍ ପୋଲିସର ରାତିଅଧରେ ବିଭିନ୍ନ ବାରରେ ରେଡ୍
ଭୁବନେଶ୍ବର: ଆକ୍ସନ ମୋଡରେ କମିଶନରେଟ୍ ପୋଲିସ୍ । ରାତିଅଧରେ ବିଭିନ୍ନ ବାରରେ ରେଡ୍ କରିଛି କମିଶନରେଟ୍ ପୋଲିସ । କଟକ ରୋଡରେ ଥିବା ୭ଟି ବାରରେ ଏକକାଳୀନ ଭାବେ ଚଢାଉ କରାଯାଇଛି । ରେଡ୍ ହୋଇଥିବା ବାର୍ ଗୁଡିକ ମଧ୍ୟରେ ରହିଛି ରେନ୍ ବାର୍ , ଜେଏଲପି ବାର୍, ପେଣ୍ଟାଗନ୍ ବାର୍,…