ଫିରିଙ୍ଗିଆ ସମସ୍ୟା ପାଇଁ ଗଠନ ହେଲା ନୂଆ କମିଟି

ଫୁଲବାଣୀ : କନ୍ଧମାଳ ଜ଼ିଲ୍ଲା ବାସି ବିଭିନ୍ନ ସମୟରେ ପ୍ରଶାସନ ଦ୍ୱାରା ହେଉ କି କୌଣସି ବାହ୍ୟ ଶକ୍ତି ଦ୍ୱାରା ସମସ୍ୟା ରେ ପଡି ପୀଡିତ ହୋଇଥାନ୍ତି ଠିକ ସେହିପରି ବର୍ତମାନ ପୋଲିସ ପ୍ରଶାସନ ଦ୍ୱାରା ଫିରିଙ୍ଗିଆ ଅଂଚଳ ରେ ଖେଳି ଯାଇଛି ଅଶାନ୍ତ ପରିବେଶ. ଫିରିଙ୍ଗିଆ ଥାନା ଅଧିକାରୀ ଓ ହୋମ

ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତା ବୈଠକ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଛାତ୍ର ସଭାପତି ସୁନୀଲ ସେଠୀଙ୍କ ସଭାପତିତ୍ବରେ ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତା ବୈଠକ ସ୍ଥାନୀୟ ବିଜେଡି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା l ଏହି ବୈଠକରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଯୋଗଦେଇ ଯୁବ ଛାତ୍ର

ବ୍ରହ୍ମପୁର ରେଳଷ୍ଟେସନରୁ ଜବତ ହେଲା୨୧କିଲୋ ୬୦୦ଗ୍ରାମ ଗଞ୍ଜେଇ

୨୦ଟି ମୋବାଇଲ୍ ଜବତ କୁ ମଧ୍ୟ ଜବତ କରିଛି ଜିଆରପି ଥାନା ପୋଲିସ ବ୍ରହ୍ମପୁର : ବ୍ରହ୍ମପୁର ରେଳ ଷ୍ଟେସନରୁ ଗଞ୍ଜେଇ ଚାଲାଣ ବେଳେ ଜଣେ ଗିରଫ କରିଛି ଜିଆରପି ଥାନା ପୋଲିସ। ଅଭିଯୁକ୍ତ ନିକଟରୁ ଜି.ଆର.ପି ପୋଲିସ ୨୧ କେଜି ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ

ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ, ଆସନ୍ତା ୧୬ ତାରିଖରେ ପ୍ଲାଣ୍ଟ ଫାଟକ ସମ୍ମୁଖରେ ଶ୍ରମିକମାନେ ଧାରଣା ଦେବାକୁ ନିଷ୍ପତି

ଛତ୍ରପୁର : ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା ବଦଳରେ ଛଟେଇ କରିବାକୁ ଧମକ ଦେଉଥିବା ଶ୍ରମିକମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦ ସହ ସମସ୍ୟାର ସମାଧାନ

ଛତ୍ରପୁର ତାଲୁକ ଆଇନ ସେବା କମିଟି ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଛତ୍ରପୁର : ଛତ୍ରପୁର ତାଲୁକ ଆଇନ ସେବା କମିଟି ପକ୍ଷରୁ ସ୍ଥାନୀୟ ବିରେଶ୍ଵର ମନ୍ଦିର ନିକଟ ଦାମିୟାନ ନଗର ଠାରେ ଏକ ସଚେତନତା କାର୍ଯ୍ୟକ୍ରମ କମିଟିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ ମନୋରଞ୍ଜନ ଦାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଛତ୍ରପୁର ଏସଡ଼ି ଜେଏମ ପ୍ରିତିଶ

୪ ପାରିତ ବିଲ୍‌ ଉପରେ ମୋହର ମାରିଲେ ରାଷ୍ଟ୍ରପତି, ୨ଟିକୁ ନେଇ ରହିଛି ବିବାଦ

ନୂଆଦିଲ୍ଲୀ : ଚଳିତ ମୌସୁମୀ ଅଧିବେଶନ ବେଳେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୪ଟି ବିଲ୍‌ ଉପରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୋହର ମାରିଛନ୍ତି। ଏହାର ଅର୍ଥ ଏହି ବିଲ୍‌ଗୁଡ଼ିକ ଆଇନରେ ପରିଣତ ହୋଇଛି।ଡିଜିଟାଲ ପର୍ସନାଲ ଡାଟା ପ୍ରୋଟେକସନ ବିଲ୍‌, ଜନ୍ମ ଓ ମୃତ୍ୟୁ

ପ୍ରିୟଙ୍କା ଗାନ୍ଧିଙ୍କ ‘୫୦% କମିସିନ’ ଦାବିକୁ ବିଜେପିର ବିରୋଧ, କାର୍ଯ୍ୟାନୁଷ୍ଠାନ ଧମକ

ଭୋପାଳ : ମଧ୍ୟପ୍ରଦେଶର କ୍ଷମତାସୀନ ବିଜେପି ସରକାର ବିରୋଧରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ରାଜ୍ୟ ସରକାର ୫୦% କମିସିନରେ ଲିପ୍ତ ଥିବା ପ୍ରିୟଙ୍କା କହିବା ପରେ ଚିହିଁକି ଉଠିଛି ବିଜେପି। ଏଥିସହ ପ୍ରିୟଙ୍କାଙ୍କ ବିରୋଧରେ ଆଇନଗତ

ଅତିକ ଅହମଦ ହତ୍ୟା ଘଟଣା: କେହି ଜଣେ ସାମିଲ ଥିବା କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଗ୍ୟାଙ୍ଗଷ୍ଟରରୁ ରାଜନେତା ବିନିଥିବା ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ପୁଲିସ୍‌ ହେପାଜତରେ ହତ୍ୟା କରାଯିବା ଘଟଣାକୁ ନେଇ ସୁପ୍ରିମକୋର୍ଟ ଉତ୍ତର ପ୍ରଦେଶ ସରକାରଙ୍କୁ ଜବାବ ମାଗିଛନ୍ତି। ଏପ୍ରିଲ ୧୫ରେ ଅତିକ ଓ ଅଶରଫଙ୍କୁ ପ୍ରୟାଗରାଜର ଗୋଟିଏ ହସ୍ପିଟାଲ ପରିସରରେ ୩ ଜଣ ଯୁବକ

ଅନଓ୍ବର-ଉଲ୍-ହକ୍ କକର୍ ହେଲେ ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ

ଇସଲାମାବାଦ: ପାକିସ୍ତାନର ନ୍ୟାସନାଲ ଆସେମ୍ବ୍ଲି ଭଙ୍ଗ ହେବା ପରେ ସେଠାକାର ରାଜନୈତିକ ବାତାବରଣ ଗରମ ହୋଇଛି। ଅନ୍ୟପକ୍ଷରେ ନ୍ୟାସନାଲ ଆସେମ୍ବ୍ଲିରେ ବିଦାୟୀ ବିରୋଧୀ ଦଳ ନେତା ରାଜା ରିୟାଜ୍ କହିଛନ୍ତି ଯେ ଅନୱର-ଉଲ-ହକ୍ କକର୍ ପାକିସ୍ତାନର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ

ଭାରତରେ ଦର ଆକାଶଛୁଆଁ, କିନ୍ତୁ ନେପାଳରେ ଚାଷୀ ରାସ୍ତାରେ ଫିଙ୍ଗୁଛନ୍ତି ଟମାଟୋ

ନୂଆଦିଲ୍ଲୀ : ଦେଶରେ ଏବେ ଟମାଟୋ ଦର ଆକାଶଛୁଆଁ ହୋଇଛି । ଦେଶର ଅଧିକାଂଶ ସ୍ଥାନରେ ଟମାଟୋ ଦର ୧୦୦ ଟଙ୍କାରୁ ଅଧିକ ଥିବାବେଳେ କେତେକ ସ୍ଥାନରେ ୨୦୦ ଟଙ୍କା ଟପିଯାଇଛି । ଏପରିସ୍ଥିତିରେ ଭାରତର କ୍ଷୁଦ୍ର ପଡ଼ୋଶୀ ଦେଶ ନେପାଳ ଟମାଟୋ ଯୋଗାଇବାକୁ ପ୍ରସ୍ତାବ ଦେଇଛି ।ନେପାଳ ପକ୍ଷରୁ କୁହାଯାଇଛି