ମେଟ୍ରୋ ପ୍ରକଳ୍ପକୁ ନେଇ ମିଛ କହୁଛନ୍ତି ସରକାର ! ବିରୋଧୀଙ୍କ ଟାର୍ଗେଟରେ ‘ଡବଲ ଇଞ୍ଜିନ’

ଭୁବନେଶ୍ୱର: ଟ୍ୱିନସିଟିରେ ମେଟ୍ରୋ ଚାଲିବାକୁ ନେଇ ଦେଖାଯାଇଥିବା ସ୍ୱପ୍ନ ଏବେ ଏକ ବଡ଼ ରାଜନୈତିକ ବିବାଦର ରୂପ ନେଇଛି। ରାଜ୍ୟରେ ଶାସନ ପରିବର୍ତ୍ତନ ପରେ ମେଟ୍ରୋ ପ୍ରକଳ୍ପର ଭବିଷ୍ୟତକୁ ନେଇ ଅନିଶ୍ଚିତତା ବଢ଼ୁଥିବା ବେଳେ, କେନ୍ଦ୍ର ସରକାରଙ୍କ ସ୍ପଷ୍ଟୋକ୍ତି ରାଜ୍ୟର ବିଜେପି ସରକାରଙ୍କୁ

ମାନ୍ୟବର ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ନବରଙ୍ଗପୁର ଜିଲ୍ଲା…

ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଶୁଭ ଉଦଘାଟନନବରଙ୍ଗପୁର : ଆଜି ମାନ୍ୟବର ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ର ଲମ୍ତାଗୁଡ଼ା ଠାରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଓ

ସରକାର ଗଠନ ପାଇଁ ଦାବି କରି ରାଜ୍ୟପାଳଙ୍କୁ ଭେଟିଲେ ବିଜୟ

ତାମିଲନାଡୁ : ତାମିଲନାଡ଼ୁରେ ସରକାର ଗଠନ ପାଇଁ କସରତ ଆରମ୍ଭ ହୋଇଛି । ରାଜ୍ୟପାଳ ରାଜେନ୍ଦ୍ର ବିଶ୍ବନାଥ ଆର୍ଲେକରଙ୍କୁ ଭେଟିଛନ୍ତି ଟିଭିକେ ମୁଖ୍ୟ ଥାଲାପତି ବିଜୟ । ରାଜ୍ୟପାଳଙ୍କୁ ଭେଟି ସରକାର କଂଗ୍ରେସ ସହ ଟିଭିକେ ମିଶି ସରକାର ଗଠନ ପାଇଁ ଦାବି ରଖିଛନ୍ତି ବିଜୟ । ଟିଭିକେକୁ

ପଞ୍ଜାବରେ ୩ ଘଣ୍ଟା ମଧ୍ୟରେ ୨ ବିସ୍ଫୋରଣ: ଅମୃତସର-ଜଳନ୍ଧରରେ ଆତଙ୍କ

ଚଣ୍ଡିଗଡ଼: ମଙ୍ଗଳବାର ବିଳମ୍ବିତ ରାତିରେ ପଞ୍ଜାବରେ ତିନି ଘଣ୍ଟା ମଧ୍ୟରେ ଦୁଇଟି ବଡ଼ ବିସ୍ଫୋରଣ ଘଟିଛି। ଅମୃତସର ଏବଂ ଜଳନ୍ଧରରେ ଘଟିଥିବା ବିସ୍ଫୋରଣ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଅମୃତସରର ଖାସା ଆର୍ମି କ୍ୟାଣ୍ଟନମେଣ୍ଟ ଅଞ୍ଚଳର ବାହାରେ ବିଳମ୍ବିତ ରାତିରେ ଏକ ବିସ୍ଫୋରଣ

ମେ’ ୭ରେ ବନ୍ଦ ରହିବ ମୁମ୍ବାଇ ବିମାନ ବନ୍ଦର

ମୁମ୍ବାଇ : ମୁମ୍ବାଇ ଛତ୍ରପତି ଶିବାଜୀ ମହାରାଜା ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ୭ ମଇକୁ କିଛି ଘଣ୍ଟା ପାଇଁ ବନ୍ଦ ରହିବ । ଏହି ସମୟରେ ରନଓେ୍ବରେ ପ୍ରି-ମନସୁନ୍ ମେଣ୍ଟେନାନ୍ସ କାମ କରାଯିବ । ଏୟାରପୋର୍ଟ ପ୍ରଶାସନ ମୁତାବକ, ଗୁରୁବାର ସକାଳ ୧୧ଟାରୁ ସନ୍ଧ୍ୟା ୫ଟା ଯାଏଁ ୬ ଘଣ୍ଟା ପାଇଁ

ଇରାନର ସପିଂ ସେଣ୍ଟରରେ ଅଗ୍ନିକାଣ୍ଡ, ୮ ମୃତ, ୩୬ ଆହତ

ତେହରାନ : ଇରାନର ରାଜଧାନୀ ତେହରାନ ନିକଟରେ ଥିବା ଏକ ସପିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୮ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୩୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ଆହତଙ୍କ ଚିକିତ୍ସା ଚାଲିଛି । ତେହରାନ ନିକଟରେ

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଆସନ୍ତା ୧୧ରେ ଆସାମରେ ନୂଆ ସରକାର

ନୂଆଦିଲ୍ଲୀ : ଆସାମ ବିଧାନସଭା ନିର୍ବାଚନର ଫଳାଫଳ ପାଇବା ପରେ ରାଜ୍ୟରେ ନୂତନ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଆଜି ତାଙ୍କ ମନ୍ତ୍ରୀ ପରିଷଦ ସହିତ ପଦରୁ ଇସ୍ତଫା ଦେଇଛନ୍ତି । ଆସନ୍ତା ୧୧ ତାରିଖରେ ଆସାମରେ ନୂଆ ସରକାର ଶପଥ ନେବେ । ଏନେଇ

ବିଜୟଙ୍କ ପାର୍ଟିକୁ ସମର୍ଥନ ଦେଲା କଂଗ୍ରେସ

ତାମିଲନାଡୁ : ତାମିଲନାଡୁ ବିଧାନସଭା ନିର୍ବାଚନରେ ଟିଭିକେ ବାଜିମାତ କରିଛି । ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୧୧୮ ଆସନ ହାସଲ ପାଇଁ ଟିଭିକେ ବିଭିନ୍ନ ଦଳ ସହିତ ମେଣ୍ଟ କରିବାକୁ ଚାହୁଁଥିଲା । ଟିଭିକେ କଂଗ୍ରେସ ସମର୍ଥନ ଲୋଡିଥିଲା । ଏବେ କଂଗ୍ରେସ ଟିଭିକେକୁ ସମର୍ଥନ କରିବାକୁ

ପଶ୍ଚିମବଙ୍ଗରେ ହିଂସା : ୨ ବିଜେପି ଓ ଜଣେ ଟିଏମସି କର୍ମୀଙ୍କ ମୃତ୍ୟୁ, ଅନେକ ସ୍ଥାନରେ ଭଙ୍ଗାରୁଜା

କୋଲକାତା: ନିର୍ବାଚନ ଫଳାଫଳ ଘୋଷଣା ହେବା ପରଠାରୁ ରାଜ୍ୟର ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ସୋମବାରଠାରୁ ରାଜ୍ୟରେ ଲଗାତାର ଭଙ୍ଗାରୁଜା ଏବଂ ହିଂସା ଘଟଣା ରିପୋର୍ଟ ହେଉଛି। ସାଧାରଣ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଘରୁ ବାହାରକୁ ଯିବାକୁ ଭୟ କରୁଛନ୍ତି। ପ୍ରଶାସନ ପକ୍ଷରୁ

ହର୍ମୁଜ ପ୍ରଣାଳୀରେ”ପ୍ରୋଜେକ୍ଟ ଫ୍ରିଡମ୍”କୁ ବନ୍ଦ କଲା ଆମେରିକା

ଆମେରିକା : ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନାର ଅନ୍ତ ପାଇଁ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହାରି ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ସେ ନୌସେନା ଅଭିଯାନ “ପ୍ରୋଜେକ୍ଟ