Sign in
Sign in
Recover your password.
A password will be e-mailed to you.
୧୦ ତାରିଖ ଯାଏଁ ରାଜ୍ୟରେ କମ୍ ରହିବ ତାତି
ଭୁବନେଶ୍ୱର : ୧୦ ଯାଏଁ କମ୍ ତାତି । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବର୍ଷା ସହ ଜୋରରେ ପବନ ବହିବା ନେଇ ପୂର୍ବାନୁମାନ କରିଛି!-->…
ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ୩ ଜୀବନ୍ତ ଦଗ୍ଧ
ଭୁବନେଶ୍ୱର : ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ । ୩ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଭୋର ୪ଟା ୩୦ରେ ଆପାର୍ଟମେଣ୍ଟର ତଳ ମହଲାରେ ନିଆଁ ଲାଗିଥିଲା । ପରେ ଦ୍ରୁତ ଗତିରେ ବ୍ୟାପିଯାଇଥିଲା ।!-->…
ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ
କଟକ: ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର । ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସମସ୍ତ ଉପ ପରିବହନ ଆୟୁକ୍ତ (ଡିସିଟି), ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ) ଓ ଅତିରିକ୍ତ ଆଞ୍ଚଳିକ!-->…
ନୟାଗଡ଼ ଜିଲ୍ଲାପାଳଙ୍କ ମହାନୀୟତା
ନୟାଗଡ: ବାସ୍ତବତାର ପ୍ରତୀକ ଏ ଫଟୋ କହୁଛି ଅନେକ କଥା… ସବୁ ଉଚ୍ଚ ପଦସ୍ଥ ଅଧିକାରୀ ମାନେ ଯେ ଅହଙ୍କାରୀ ଆଉ ନିଜ ପଦ ମର୍ଯ୍ୟାଦାକୁ ନେଇ କେବଳ ମଉଜ ମଜଲିସରେ ମାତନ୍ତି ତା ନୁହେଁ… ଯେଉଁ କେତେଜଣ ମହା ମାନବିକ ମୂଲ୍ୟବୋଧରେ ଅଭିମନ୍ତ୍ରୀତ ହୋଇ ଜନ ସେବାକୁ କେବଳ ନିଜ ଜୀବନର ବ୍ରତ କରି ବାଟ!-->…
ଦକ୍ଷିଣାଞ୍ଚଳ ରାଜସ୍ବ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ
ବ୍ରହ୍ମପୁର : ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ କାର୍ଯ୍ୟାଳୟସ୍ଥ ସମ୍ମିଳନୀ କକ୍ଷ ରେ ତା ୦୫.୦୫.୨୦୨୬ ରିଖ ଆୟୁକ୍ତ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର, ଭା.ପ୍ର.ସେ, ଙ୍କ ଅଧ୍ୟକ୍ଷତାରେ ରାଜସ୍ୱ ପ୍ରଶାସନିକ ଶାସନ ସଂସ୍କାର ସମ୍ପର୍କିତ ବୈଠକ ଅନଷ୍ଠିତ ହୋଇଛି। ପ୍ରଶାସନିକ ଏବଂ ଶାସନ ସଂସ୍କାର!-->…
ସହରାଞ୍ଚଳରେ ବନ୍ୟା ମୁକାବିଲା ପାଇଁ ସ୍ଥାପନ ହେବ ୨୪ ଘଣ୍ଟିଆ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍
ଭୁବନେଶ୍ୱର:ଆଗାମୀ ମୌସୁମୀ-୨୦୨୬ ପାଇଁ ସହରାଞ୍ଚଳର ସୁରକ୍ଷା ଓ ପ୍ରସ୍ତୁତିକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ଗୁଡ଼ିକୁ ଏହି ନିର୍ଦ୍ଦେଶାବଳୀ ପାଳନ କରିବାକୁ!-->…
ଆସନ୍ତା ୮ରୁ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫର୍ମ ପୂରଣ
କଟକ: ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ । ୧୮ ତାରିଖ ମଧ୍ୟ ରାତ୍ର ସୁଦ୍ଧା ଚାଲିବ ଫର୍ମ ପୂରଣ । ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟ!-->…
ଦେଶୀ ବନ୍ଧୁକ ତିଆରି କାରଖାନା ଠାବ : ୩ଟି ଦେଶୀ ବନ୍ଧୁକ ସହ ବ୍ୟବହୃତ ସାମଗ୍ରୀ ଜବତ, ଜଣେ ଗିରଫ…
ବାଲିଗୁଡା, ତା, ୦୬/୦୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଏକ ଅବୈଧ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି l ଗୁପ୍ତ ସୂଚନା ଆଧାରରେ ପୋଲିସ ଦଳ ତୁମୁଡିବନ୍ଧ ଥାନା ଲାବଣ୍ୟ ନଗର ଠାରେ ଅବୈଧ ଦେଶୀ ବନ୍ଧୁକ କାରଖାନାରେ ବନ୍ଧୁକ ସାମଗ୍ରୀ ତିଆରି ଓ!-->!-->!-->…
ଆସିକା ରେ ଅବକାରୀ ବିଭାଗ ର ଆଶୀର୍ବାଦ ଯୋଗୁଁ ବଢିଚାଲିଛି ଅପମିଶ୍ରଣ ଦେଶୀ ମଦର ବନ୍ୟା…..!
ଜିଲ୍ଲା ବାହାର କୁ ହେଉଛି ଚୋରା ଚାଲାଣ…..! ପ୍ରଶାସନ ନୀରବ ଦ୍ରଷ୍ଟା...ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳରେ ଅପମିଶ୍ରଣ ଦେଶୀ ମଦ ପ୍ରସ୍ତୁତ ହୋଇ ବାହାର ଜିଲ୍ଲା କୁ ଚାଲାଣ ହେଉଛି। ସ୍ୱଳ୍ପ ସମୟ ମଧ୍ୟରେ ପୋଚ ପ୍ରସ୍ତୁତ ପାଇଁ ଗୁଡ ଶିରାରେ ରାଜା ପିଢ଼ିଆ,ୟୁରିଆ, ବିଭିନ୍ନ!-->!-->!-->…
ମୁଁ ଇସ୍ତଫା ଦେବିନି’, ‘ଇଣ୍ଡିଆ’ ମେଣ୍ଟକୁ ଶକ୍ତିଶାଳୀ କରିବି : ମମତା ବାନାର୍ଜୀ
ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗରେ ଟିଏମସିର ପରାଜୟ ପରେ ମମତାଙ୍କ ବଡ଼ ଘୋଷଣା । ମମତା ବାନାର୍ଜୀ ନିର୍ବାଚନ ଆୟୋଗକୁ ମୁଖ୍ୟ ଖଳନାୟକ ବୋଲି କହିଛନ୍ତି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ସତ୍ତ୍ୱେ ପଦ ତ୍ୟାଗ କରିବେ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।!-->…