Sign in
Sign in
Recover your password.
A password will be e-mailed to you.
ଟ୍ରାକ୍ଟର ଓ ଡମ୍ଫର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଚାଲିଗଲା ୫ ଜୀବନ
ଉତ୍ତରପ୍ରଦେଶ: ହାଥରସ ଜିଲ୍ଲାର ସହପଉ ଥାନା ଅଞ୍ଚଳରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଓ ଡମ୍ଫର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଚାଲିଗଲା ୫ ଜୀବନ । ଏହି ଦୁର୍ଘଟଣାରେ ୧୨ରୁ ଅଧିକ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ!-->…
ଛତିଶଗଡ଼ ଖୋଲିଦେଲା କଲମା ବ୍ୟାରେଜର ସମସ୍ତ ଗେଟ୍, ବଢୁଛି ହୀରାକୁଦ ଜଳସ୍ତର
ସମ୍ବଲପୁର : ଗେଟ୍ ଖୋଲିଲା ଛତିଶଗଡ଼ । ବଢ଼ାଇଲା ଓଡ଼ିଶାର ଟେନସନ୍ । ହୀରାକୁଦରେ ବଢୁଛି ଜଳସ୍ତର । କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ୍ ଖୋଲିଛି ଛତିଶଗଡ଼ । ଏହାପରେ ମହାନଦୀରେ କ୍ରମାଗତ ଜଳସ୍ତର ବଢୁଛି । ଏବେ ହୀରାକୁଦର ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି ।!-->…
ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି
‘ମୁମ୍ବାଇ : ମୁଁ ମୋ ଆତ୍ମସମ୍ମାନ ବିରୋଧରେ କାମ କରି ପାରିବିନି । ତେଣୁ ନିଜ ପଦରୁ ଇସ୍ତଫା ଦେଉଛି।’ ଗତକାଲି ଏପରି କହି ନିଜ ପଦରୁ ଇସ୍ତଫା ଦେଇଛନ୍ତି ବମ୍ବେ ହାଇକୋର୍ଟର ବିଚାରପତି ରୋହିତ ଦେଓ ।
ରୋହିତ ଦେଓ ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚରେ କାର୍ଯ୍ୟରତ ଥିଲେ। ଏନେଇ ସେ ଗତକାଲି!-->!-->!-->…
ସୁବ୍ରତୋ ବାଗଚୀଙ୍କୁ ନବୀନ ଦେଲେ ନୂଆ ଦାୟିତ୍ୱ
ଭୁବନେଶ୍ୱର: ରାଜ୍ୟର ସମସ୍ତ ସିଭିଲ ସର୍ଭିସ ଟ୍ରେନିଂ ଇନଷ୍ଟିଚ୍ୟୁସନରେ ଦକ୍ଷତା ବିକାଶ ବା ବୃଦ୍ଧି ପାଇଁ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ସୁବ୍ରତୋ ବାଗଚୀ ଏଣିକି କାମ କରିବେ। ଏଥିପାଇଁ ଶୁକ୍ରବାର ନବୀନ ପଟ୍ଟନାୟକ ତାଙ୍କୁ ନିଯୁକ୍ତି ଦେଇଛନ୍ତି।
ଗତ ୨୯ ତାରିଖରେ ଓଡ଼ିଶା ଦକ୍ଷତା!-->!-->!-->…
ସର୍ଚ୍ଚ ଅପରେସନ ବେଳେ ଆଖିବୁଜା ଗୁଳିମାଡ଼, ୩ ଯବାନ ଶହୀଦ
ଜାମୁ : ନକ୍ସଲଙ୍କ ଗୁଳିରେ ଶହୀଦ ହେଲେ ୩ ଯବାନ । ଏପରି ଏକ ଘଟଣା ଜମ୍ମୁ କଶ୍ମୀରର କୁଲଗାମ ଜିଲ୍ଲାରେ ଗତକାଲି ଘଟିଛି। ନକ୍ସଲ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ବେଳେ ଏହି ଘଟଣା ଘଟିଥିବା ଜଣାଯାଇଛି।
ଦକ୍ଷିଣ କଶ୍ମୀରର କୁଲଗାମ ଜିଲ୍ଲାର ହଲାଣ ଜଙ୍ଗଲରେ ଥିବା ପର୍ବତ!-->!-->!-->…
ବିଧାୟକ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା
କଟକ : ଏକ ମିଥ୍ୟା ସତ୍ୟପାଠ ମାମଲାରେ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ସମୟରେ ହାଜର ନ ହେବାରୁ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଶୁକ୍ରବାର ଓଡ଼ିଶା ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।
ବିଧାୟକ ହାଜର ହେବା ପାଇଁ ଅଧିକ ସମୟ ମାଗିଥିଲେ। ଏଥିରେ ଅସନ୍ତୋଷ ପ୍ରକାଶ କରି!-->!-->!-->…
ପୁଣି ଥରେ ମଣିପୁରରେ ଫୁଟିଲା ଗୁଳି, ଗଡ଼ିଲା ୩ ମୁଣ୍ଡ
ମଣିପୁର :ପୁଣି ଥରେ ମଣିପୁରରେ ବ୍ୟାପିଲା ହିଂସାର ନିଆଁ। ମୁହାଁମୁହିଁ ହେଲେ ମୈତୀ ଓ କୁକୀ ସମ୍ପ୍ରଦାୟ ଲୋକେ। ଫୁଟିଲା ଗୁଳି, ଆଉ ଅକାଳରେ ଚାଲିଗଲା ୩ ଜୀବନ । ବିକ୍ଷୋଭକାରୀ ବହୁ ଲୋକଙ୍କ ଘରେ ନିଆଁ ଲଗାଇ ଦେଇଥିବା ଜଣାଯାଇଛି।
ବିଷ୍ଣୁପୁର ପୁଲିସ୍ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,!-->!-->!-->…
ଭୁବନେଶ୍ୱରରେ ଅମିତ ଶାହ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଁଚିଲେ ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ଶାହ ପାଖାପାଖି ରାତି 12ଟା ସମୟରେ ବିମାନ ବନ୍ଦରରେ ଭାରତୀୟ ବାୟୁସେନାର ବିମାନ ଯୋଗେ ଆସି ଅବତରଣ କରିଛନ୍ତି। ସ୍ବାଗତ କରିବାକୁ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ!-->…
ଛାତ୍ର ଓ ସମାଜ କଲ୍ୟାଣ ଫାଉଣ୍ଡେସନ ଦ୍ବାରା ବୃକ୍ଷରୋପଣ କାର୍ଯ୍ଯକ୍ରମ
ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ପବ୍ଲିକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଛାତ୍ର ଓ ସମାଜ କଲ୍ୟାଣ ଫାଉଣ୍ଡେସନ ଦ୍ବାରା ବୃକ୍ଷରୋପଣ କାର୍ୟ୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବନାଞ୍ଚଳ ଅଧିକାରୀ ଶିବାନନ୍ଦ ଲେଙ୍କାଙ୍କ ସହଯୋଗରେ ବୃକ୍ଷରୋପଣ!-->!-->!-->…
ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ସୁନ୍ଦରଗଡ଼,: ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳ ଡ଼ା. ପରାଗ ଗଭାଲି ଙ୍କ ଅଧ୍ୟକ୍ଷତାରେ ଆଜି ସ୍ଥାନୀୟ ସଦଭାବନା ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକ ର ନିଷ୍ପତି ଅନୁଯାୟୀ ଚଳିତ ବର୍ଷ ମଧ୍ୟ ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ!-->!-->!-->!-->!-->…