ପାଣିରେ ଭାସିଗଲେ ଯୁବକ: ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ନୌରଙ୍ଗପୁର ଗ୍ରାମର ଅରୁଣ ରାଉତଙ୍କ ପୁଅ ନିରୋଜ ନିକଟ ମାଳଦା ବଜାରକୁ ସଉଦା ଆଣିବାକୁ ଯାଉଥିବା ବେଳେ ପାଣି ସୁଅରେ ଭାସିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପ୍ରାୟ ୫୦ ମିଟର ଦୂର ମଧ୍ୟରୁ ଉଦ୍ଧାର କରି ଯାଜପୁର ମେଡିକାଲକୁ

ସର୍ବସାଧାରଣଙ୍କ ପାଇଁ ଅଗଷ୍ଟ ୧୬ରୁ ପୁଣି ଖୋଲିବ ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ: ଅଗଷ୍ଟ ୧୬ରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନରେ ଅବସ୍ଥିତ ପ୍ରସିଦ୍ଧ ‘ଅମୃତ ଉଦ୍ୟାନ’। ବର୍ଷକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଅମୃତ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉଦ୍ୟାନ ଉତ୍ସବ-୧ ଅଧୀନରେ ଚଳିତ ବର୍ଷ ଜାନୁୟାରୀ ୨୯

ଦଶମନ୍ତପୁର ଥାନା ଅଧିକାରୀଙ୍କୁ ନିଲମ୍ବନ କଲେ ପୁଲିସ ଡିଜି

ଭୁବନେଶ୍ୱର: ଏକ ମାମଲାର ରଫାଦଫା କରିବାକୁ ୮ ହଜାର ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଦଶମନ୍ତପୁର ଥାନା ଅଧିକାରୀ ଚନ୍ଦ୍ରଭାନୁ ମହାନ୍ତିଙ୍କୁ ଆଜି ପୁଲିସ ଡିଜି ନିଲମ୍ବନ କରିଛନ୍ତି | ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ଆଜି ପୁଲିସ ଡିଜି ଏହି କାର୍ଯ୍ୟାନୁଷ୍ଠାନ

ଏଏସଓ ପରୀକ୍ଷାରେ ଅନିୟମିତତା: ୬ ସପ୍ତାହରେ ଚୟନ ପ୍ରକ୍ରିୟା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ୬ ସପ୍ତାହ ମଧ୍ୟରେ ପୂର୍ବରୁ ପ୍ରକାଶ ପାଇଥିବା ମେଧା ତାଲିକାକୁ ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ନିଦ୍ଦେର୍ଶ ଦେଇଛନ୍ତି ହାଇକୋର୍ଟ । ମେ ୧୯ ତାରିଖରେ

NCC କ୍ୟାଡେଟଙ୍କୁ ସିନିୟର ଛାତ୍ରଙ୍କ ନିସ୍ତୁକ ମାଡ

ମୁମ୍ବାଇ : NCC କ୍ୟାଡେଟଙ୍କୁ ସିନିୟର ଛାତ୍ରଙ୍କ ନିସ୍ତୁକ ମାଡ । କାଦୁଅ ମଧ୍ୟରେ NCC କ୍ୟାଡେଟକୁ ନୁଆଇଁ ବାଡିରେ ପିଟୁଛନ୍ତି ଜଣେ ଯୁବକ । ଜଣଙ୍କ ପରେ ଜଣଙ୍କୁ ପିଟୁଛନ୍ତି ଯୁବକ । ମହାରାଷ୍ଟ୍ର ଥାନେ ଜୋଷୀ ବେଦକର କଲେଜରେ ଏପରି ଘଟଣା ସାମ୍ନାକୁ ଆସିଛି । ଏହାର ଭିଡିଓ ସୋସିଆଲ

ଓଡ଼ିଶାର ୨୫ଟି ରେଲୱେ ଷ୍ଟେସନର ନବୀକରଣ ପାଇଁ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଦେଶର ୫୦୮ଟି ରେଲୱେ ଷ୍ଟେସନର ନବୀକରଣ ପାଇଁ ଅଗଷ୍ଟ ୬ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଶିଳାନ୍ୟାସ କରିବେ । ଭିଡିଓ କନଫରେନ୍ସିଂ ଯୋଗେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ୨୫ ରେଲୱେ ଷ୍ଟେସନର ନବୀକରଣ ପାଇଁ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବେ ।

ହାଇଦ୍ରାବାଦରେ ଦୃଶ୍ୟମାନ ହେଲା ଶୂନ୍ୟ ଛାୟା..

ହାଇଦ୍ରାବାଦ :ଶୂନ୍ୟ ଛାୟା ଦିବସ ଅର୍ଥାତ୍‌ ବିନା ଛାଇର ଦିନ। ଇଂରାଜୀରେ ଏହାକୁ ‘ଜିରୋ ସ୍ୟାଡୋ ଡେ’ କୁହନ୍ତି। ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଅଗଷ୍ଟ ୩ ତାରିଖ ଗୁରୁବାର ଆକାଶରେ ଏହି ବିରଳ ଦୃଶ୍ୟ ଦେଖିବାକୁ ମିଳିଥିଲା। ଅପରାହ୍ନ ୧୨ଟା ୨୩ ମିନିଟ୍‌ରେ ଲୋକେ ନିଜର କୌଣସି ଛାଇ

ବନ୍ୟା ଓ ପରବର୍ତ୍ତୀ ସ୍ଥିତି ନେଇ ଆଲର୍ଟ ରହିବାକୁ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ହୀରାକୁଦ ବନ୍ୟା ଜଳ ଛାଡ଼ିବା ପରେ ଅନେକ ଅଞ୍ଚଳ ଜଳମଗ୍ନ ହୋଇ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ । ଏହି ସମୟରେ ଅନେକ ଜଳବାହିତ ରୋଗ ଦେଖା ଦେଇଥାଏ । ଯାହାକୁ ନେଇ କ୍ଷେତ୍ର ସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଆଲର୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ । ଏନେଇ ଜନସ୍ୱାସ୍ଥ୍ୟ

କେଦାରନାଥରେ ବଡ଼ ଧରଣର ଭୂସ୍ଖଳନ: ୧୨ ନିଖୋଜ

ନୂଆଦିଲ୍ଲୀ : ଭୀଷଣ ବର୍ଷା ଯୋଗୁଁ ପ୍ରସିଦ୍ଧ ଶୈବ ପୀଠ କେଦାରନାଥ ରାସ୍ତାରେ ବଡ଼ ଧରଣର ଭୂସ୍ଖଳନ । ପ୍ରାୟ ୧୨ ଜଣ ଲୋକ ନିଖୋଜ ଥିବା ସୂଚନା ମିଳିଛି । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲା ଗୌରୀକୁଣ୍ଡ ନିକଟରେ ଏହି ଘଟଣା ଘଟିଛି । କେଦାରନାଥ ଯିବା ରାସ୍ତା ଦତ୍ତ ପୁଲିୟା ଠାରେ ଆଜି

ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ସୁପାରିସ୍

ପୁରୀ: ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ପରେ ରାଜ୍ୟ ସରକାରଙ୍କୁ ସୁପାରିସ୍ କରାଯାଇଛି । ଆଗାମୀ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ସୁପାରିସ୍ କରିଥିବା ବୈଠକ ପରେ