ଜ୍ଞାନବ୍ୟାପୀ ମାମଲା: ଏଏସଆଇ ସାଇଣ୍ଟିଫିକ ସର୍ଭେକୁ ସୁପ୍ରିମକୋର୍ଟଙ୍କ ଅନୁମତି…

ନୂଆଦିଲ୍ଲୀ : ଉତ୍ତର ପ୍ରଦେଶ ବାରଣାସୀ ଜ୍ଞାନବ୍ୟାପୀ ମସଜିଦରେ ବୈଜ୍ଞାନିକ ସର୍ଭେ ସ୍ଥଗିତ ରଖିବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ। ମସଜିଦରେ ପ୍ରତ୍ନତାତ୍ତ୍ୱିକ ବିଭାଗ ସାଇଣ୍ଟିଫିକ୍ ସର୍ଭେ କରିପାରିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଆଜି ଶୁଣାଣି କରି ସର୍ବୋଚ୍ଚ

ଉପବାଚସ୍ପତିଙ୍କ ଘରେ ସାପ; ଜାଲି କାଟି ବାହାର କଲା ସ୍ନେକ ହେଲ୍ପ ଲାଇନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା  ଉପ ବାଚସ୍ପତି ରଜନୀ କାନ୍ତ ସିଂହଙ୍କ ଭୁବନେଶ୍ୱର ୟୁନିଟ ୧  ସ୍ଥିତ ସରକାରୀ ବାସ ଭବନରେ ସାପ । ଉପବାଚସ୍ପତିଙ୍କ   VIIC 9 ର କାର୍ଯ୍ୟାଳୟ ଭିତରେ ଥିବା ଏକ ବାଥରୁମ ଭିତର ଜାଲିରେ ଏଇ କଉଡ଼ିଆ ସାପ (Common Wolf Snake) ଫସି ଯାଇଥିଲା । ସାପଟି ଜାଲିର କଣା

ମୋଦି ସରନେମ୍‌ ମାମଲା: ରାହୁଲଙ୍କ ଦଣ୍ଡାଦେଶ ଉପରେ ଲାଗିଲା ରୋକ୍‌

ନୂଆଦିଲ୍ଲୀ : ମୋଦି ସରନେମ୍‌ ମାମଲାରେ ରାହୁଲ ଗାନ୍ଧିଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ମାନହାନୀ ମାମଲାରେ ରାହୁଲଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ଗୁଜରାଟର ସୁରଟ ସେସନ କୋର୍ଟ ରାହୁଲଙ୍କୁ ୨ ବର୍ଷର ଦଣ୍ଡାଦେଶ ଶୁଣାଇଥିବା ବେଳେ ଏହା ଉପରେ ରୋକ ଲଗାଇଛନ୍ତି

୬ରୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ସକ୍ରିୟ ରହିଛି । ଆଜି ଓ ଆସନ୍ତକାଲି ଓଡ଼ିଶାରେ ବର୍ଷା ଘଡ଼ଘଡ଼ି ନେଇ କୌଣସି ଚେତାବନୀ ଦେଇ

ବିଶ୍ୱ ଚେସ୍ ପ୍ରତିଯୋଗିତାରେ ଡି ଗୁକେଶଙ୍କ କମାଲ୍: ଭାଙ୍ଗିଲେ ବିଶ୍ୱନାଥ ଆନନ୍ଦଙ୍କ ରେକର୍ଡ

ନିଃସର୍ତ୍ତ ଅଫିସ : ଚେସ୍ ପ୍ରତିଯୋଗିତାରେ କିମ୍ବଦନ୍ତୀ କ୍ରୀଡ଼ାବିତ୍ ବିଶ୍ୱନାଥ ଆନନ୍ଦଙ୍କ ରେକର୍ଡ ଭାଙ୍ଗିଲେ ଡି ଗୁକେଶ। କିଶୋର ଗ୍ରାଣ୍ଡମାଷ୍ଟର ଡି ଗୁକେଶ ଗୁରୁବାର ବାକୁରେ ଚାଲିଥିବା ଚେସ୍ ବିଶ୍ୱକପ୍‌ ଚାମ୍ପିଅନସିପର ଦ୍ୱିତୀୟ ରାଉଣ୍ଡରେ ସ୍ଥାନୀୟ ପ୍ରତିଯୋଗୀ ମିସ୍ରାଦ୍ଦିନ

ନୂଆ ଟିମ ଘୋଷଣା କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କର ନୂଆ ଟିମ ଘୋଷଣା କରିଛନ୍ତି | ଆଜି ବିଜେପି ରାଜ୍ୟ ପଦାଧିକାରୀ ଓ ମୋର୍ଚ୍ଚା ସଭାପତିଙ୍କ ନାମ ଘୋଷଣା କରାଯାଇଛି | ବିଜେପି ରାଜ୍ୟ ସଭାପତି ୩୫ ଜଣିଆ ତାଲିକା ଜାରି କରିଥିବାବେଳେ ଏଥିରେ ୧୦ ଜଣ ଉପସଭାପତି ଓ ୫ ଜଣ ସାଧାରଣ ସମ୍ପାଦକ

ତଲାବିରା କୋଇଲା ଖଣି ଘୋଟାଲା ମାମଲା: ୮ ବର୍ଷ ପରେ ହେବ ପୂର୍ବ ପ୍ରଧାନମନ୍ତ୍ରୀଙ୍କ ଆବେଦନର ଶୁଣାଣି

ନୂଆଦିଲ୍ଲୀ : ୮ ବର୍ଷ ପରେ ଆଜି ହେବ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଆବେଦନ କରିଥିବା ମାମଲାର ଶୁଣାଣି। କୋଇଲା ଘୋଟାଲା ମାମଲାରେ ମାର୍ଚ୍ଚ ୨୦୧୫ରେ ଦିଲ୍ଲୀର ଏକ ଟ୍ରାଏଲ କୋର୍ଟ ଦେଇଥିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଏହି ଆବେଦନ କରିଥିଲେ ମନମୋହନ ସିଂହ। ଶେଷରେ ଦୀର୍ଘ ୮ ବର୍ଷ

ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍, ଡ୍ରାଇଭର ଜୀବନ୍ତ ଦଗ୍ଧ

କେନ୍ଦୁଝର: କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡ଼ିହା ଗାଁ ନିକଟରେ ଅଭାବନୀୟ ଘଟଣା । ଦୁର୍ଘଟଣାରେ ଗୋଟିଏ ଟ୍ରକ ଜଳିବା ସହ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରର ମୃତ ଶରୀରକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ

ସୀମା ଭାରତରେ ପଶିବା ଘଟଣାରେ ୨ ସୁରକ୍ଷା କର୍ମୀ ନିଲମ୍ବିତ

ନେପାଳ ରାସ୍ତା ଦେଇ ଭାରତରେ ପଶିଥିବା ପାକିସ୍ତାନର ସୀମା ହୈଦରଙ୍କୁ ନେଇ ଚର୍ଚ୍ଚା ଥମିବାରେ ନାଁ ଧରୁନି। ସୀମା ଅବୈଧ ରୂପେ ନେପାଳ ନେଇ ଭାରତରେ ପ୍ରବେଶ କରିଥିବା ବେଳେ ଏହି ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଭାରତ ସରକାର। ଭାରତ- ନେପାଳ ବର୍ଡରରେ ନିୟୋଜିତ SSBର ଜଣେ

ବନ୍ୟା ସ୍ଥିତି ପାଇଁ ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସବୁ ସ୍କୁଲ ଛୁଟି

ଭଦ୍ରକ: ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି । ଭଦ୍ରକର ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର, ଚାନ୍ଦବାଲି ବ୍ଲକରେ ସ୍କୁଲ୍‌ ଛୁଟି ଘୋଷଣା ହୋଇଥିବା ବେଳେ ଜଗତସିଂହପୁରର ରଘୁନାଥପୁର, ତିର୍ତ୍ତୋଲ