ବିଜେଡିର ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷିତ

ଭୁବନେଶ୍ୱର : ବିଜୁ ଜନତା ଦଳ ପକ୍ଷରୁ ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ମଙ୍ଗଳବାର ଘୋଷଣା କଲା ବିଜେଡିା ଏମାନଙ୍କୁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟିତ୍ୱ ଦେଇଛନ୍ତି। ଉପସଭାପତି ଭାବେ ବାଲେଶ୍ୱରରୁ ରଘୁନାଥ ମହାନ୍ତି। ରଘୁନାଥ ଦାସ ଜଗତସିଂହପୁରରୁ ବରିଷ୍ଠ ସାଧାରଣ ସମ୍ପାଦକ,

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ବାସୁଦେବପୁର : ପ୍ରେମ ବ୍ୟାପାରକୁ ନେଇ ବାପଘର ଆଗରେ ବିବାହିତା ମହିଳା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ପ୍ରଥମେ ବାସୁଦେବପୁର ପରେ ଜିଲା ଚିକିତ୍ସାଳୟକକୁ ସ୍ଥାନାନ୍ତର କରାଯାଇଛି ତାଙ୍କୁ। ଗୁରୁତର ଆହତ ମହିଳା ବାସୁଦେବାପୁର ଥାନା ପଢୁଆଁ ଗ୍ରାମର

ପାଣି ପାଇଁ ରାସ୍ତା ଅବରୋଧ

ଭବାନୀପାଟଣା : ପାନୀୟ ଜଳ ସମସ୍ୟାକୁ ନେଇ ଧର୍ମଗଡ଼ ଶ୍ରୀରାମପୁର ର ଶତାଧିକ ମହିଳା ଆଜି ସକାଳୁ ଧର୍ମଗଡ଼ ଗୋଲାମୁଣ୍ଡା ମୁଖ୍ୟ ରାସ୍ତାକୁ ଅବରୋଧ  କରିଥିଲେ। ଫଳରେ ସେହି ରାସ୍ତାରେ  ପ୍ରାୟ ୩ ଘଣ୍ଟା ଧରି ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଅଭିଯୋଗ ଅନୁଯାୟୀ ଗାଁରେ ଥିବା ନଳକୂପରୁ

ବିଜେଡିର ମିସନ -୨୦୨୭, ସଙ୍ଗଠନରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର : ବିଜେଡିର ମିସନ -୨୦୨୭ । ନୂଆ ମିସନ ପାଇଁ ନୂଆ ସେନା ପ୍ରସ୍ତୁତ । ଗ୍ରାସରୁଟକୁ ଫେରୁଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଜିଲ୍ଲାରୁ ରାଜ୍ୟ ପର୍ଯ୍ୟନ୍ତ ସଙ୍ଗଠନରେ ବଡ଼ ହେବ ପରିବର୍ତ୍ତନ । ୨୦୨୪ ନିର୍ବାଚନ ପରବର୍ତ୍ତୀ ସ୍ଥିତିକୁ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପଶ୍ଚିମବଙ୍ଗ ପାଇଁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର : ଏକ ରାଜନୈତିକ ଘଟଣାକ୍ରମେ, ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଦିନ ପଶ୍ଚିମ ବଙ୍ଗରେ ଦଳର ବିଧାୟକ ଦଳ ନେତାଙ୍କ ନିର୍ବାଚନ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି ଯାହା ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ଏବଂ

କୋଟିଆରେ ରାଜସ୍ୱ ଓ ଆଇନ ମନ୍ତ୍ରୀଙ୍କ ଗସ୍ତ : ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ

କୋରାପୁଟ/ପୋଟାଙ୍ଗୀ, ୦୫/୦୫ (ବସନ୍ତ ପେଗଡ଼): ପୋଟାଙ୍ଗୀ ବ୍ଲକ ଅନ୍ତର୍ଗତ ସୀମାନ୍ତ କୋଟିଆ ପଞ୍ଚାୟତରେ ରାଜ୍ୟର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗସ୍ତ କରିଛନ୍ତି। ମନ୍ତ୍ରୀଦ୍ୱୟ ଗଞ୍ଜେଇପଦର ନିକଟରେ ପହଞ୍ଚିବା ପରେ ସେମାନଙ୍କୁ ସ୍ଥାନୀୟ ଲୋକଙ୍କ

ଭିଜିଲାନ୍ସ ଜାଲରେ ଅମିନ ଓ ଆକାଉଣ୍ଟାଣ୍ଟ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅମିନ। ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ତହସିଲ ଅଫିସର ଅମିନ ନିର୍ମଳେନ୍ଦୁ କବିଙ୍କୁ ଧରିଲା ଭିଜିଲାନ୍ସ । ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡିଛନ୍ତି । ପାର୍ଟିସନ୍ ସୁଟକେଶ୍ ଲାଗି ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ନିର୍ମଳେନ୍ଦୁ ।

ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

ସୋର : ଯୁବକକୁ ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ପୁରୁଷୋତ୍ତମପୁର ପଞ୍ଚାୟତରେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି । ମୃତ ଯୁବକ ହେଲେ ସୁଦର୍ଶନ ସୂତାରଙ୍କ ପୁଅ ସୁବାସ । ସେ ଜଣେ ଝିଅକୁ ମୋବାଇଲରେ ପ୍ରେମ ନିବେଦନ କରିଥିବା ଅଭିଯୋଗ ହୋଇଥିଲା । ପରବର୍ତ୍ତୀ ସମୟରେ

ଦହିବରା ଖାଇ ଝାଡାବାନ୍ତିରେ ଆକ୍ରାନ୍ତ ଘଟଣା, ୭ ଦିନ ପାଇଁ ସମସ୍ତ ଫାଷ୍ଟପୁଡ୍ ଦୋକାନ ବନ୍ଦ

ଯାଜପୁର : ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦହିବରା ବ୍ୟବସାୟୀ ସର୍ବେଶ୍ୱର ସାହୁ କୋର୍ଟ ଚାଲାଣ । ସର୍ବେଶ୍ବର ଏବଂ ତାଙ୍କ ପତ୍ନୀଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଦଶରଥପୁର ଥାନା ପୋଲିସ । ପରେ ଖାଦ୍ୟ ସୁରକ୍ଷା

ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଏବଂ ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ…

କୋରାପୁଟ : କୋରାପୁଟ ଜିଲ୍ଲା ଦିନିକିଆ ଗସ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ I ଏହି ଗସ୍ତ ସମୟରେ ପୌର ପରିଷଦ ଏବଂ ପୂର୍ତ୍ତ ବିଭାଗ ଦ୍ବାରା କରାଯାଇଥିବା ବିଭିନ୍ନ