Sign in
Sign in
Recover your password.
A password will be e-mailed to you.
ଓଏସଏସସି ପ୍ରଶ୍ନପତ୍ର ଲିକର ଗୁମର ଖୋଲିଲା ମାଷ୍ଟରମାଇଣ୍ଡ: ଯାଞ୍ଚ ବେଳେ ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ
ଭୁବନେଶ୍ୱର:ଓଏସଏସସି ଜେଇ ସିଭିଲ ମେନ ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଛନ୍ତି ମାଷ୍ଟରମାଇଣ୍ଡ ବିଶାଲ କୁମାର ଚୌରାସିଆ । ସାମ୍ନାକୁ ଆସିଛି ବିଶାଲଙ୍କ କଳାକାରନାମା । ପ୍ରଥମ ଥର ପାଇଁ ଏପରି କାମ କରିନାହାନ୍ତି ବିଶାଲ । ଏହା ପୂର୍ବରୁ ମଧ୍ୟ ଏପରି ପ୍ରଶ୍ନପତ୍ର ଲିକ କରିଛନ୍ତି!-->…
ଆଉ ୬ଟି ଗେଟ ବନ୍ଦ କଲା ହୀରାକୁଦ, ୨ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ
ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ । ଏବେ ୨ଟି ଗେଟ ଦେଇ ହେଉଛି ବନ୍ୟା ଜଳ ନିଷ୍କାସନ । ବାମ ପାର୍ଶ୍ଵରେ ଗୋଟେ ଓ ଡାହାଣ ପାର୍ଶ୍ଵରେ ଗୋଟେ ଗେଟ ଦେଇ ହେଉଛି ଜଳ ନିଷ୍କାସନ । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର କମିବା କାରଣରୁ ୬ଟି ସୁଇସ୍ ଗେଟକୁ ବନ୍ଦ କରିଛନ୍ତି ହୀରାକୁଦ!-->…
ନିଖୋଜ ନାବାଳକର ମିଳିଲା କ୍ଷତ ବିକ୍ଷତ ଝୁଲନ୍ତା ମୃତ ଦେହ, ରାଗରେ ପୋଲିସ ଗାଡି ଜାଲିଦେଲେ ଉତ୍ତ୍ୟକ୍ତ ଲୋକ
ଅନୁଗୋଳ: ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତ ବିକ୍ଷତ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି ନଥିବା ବେଳେ ବଳି ଦିଆ ଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ!-->…
ଓଲିଉଡ୍ ହିରୋଇନଙ୍କ ଭିଡିଓ ଭାଇରାଲ, ପୁରୁଷ ବନ୍ଧୁଙ୍କ ନାଁରେ ଥାନାରେ ଏତଲା ଦେଲେ ଅଭିନେତ୍ରୀ
ଭୁବନେଶ୍ଵର: ଓଲିଉଡ଼ରେ ପୁଣି ଉଠିଛି ଅନ୍ତରଙ୍ଗ ଭିଡ଼ିଓ ଭାଇରାଲ୍ ବିବାଦ । ଜଣେ ଜଣାଶୁଣା ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ନାୟିକା ଜଣକ ଥାନାରେ ଏଫଆଇଆର ଦାଖଲ କରି ପୁରୁଷବନ୍ଧୁ ସେମାନଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା କହିଛନ୍ତି । ସେ!-->…
ମଦ ମାଫିଆଙ୍କ ଦୌରାତ୍ମ୍ୟ, ଅବକାରୀ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ
ଆଠଗଡ଼: ରେଡ୍ ବେଳେ ମଦ ମାଫିଆଙ୍କ ଅତର୍କିତ ଆକ୍ରମଣ । ଖଣ୍ଡାରେ ଆକ୍ରମଣ ସହ ଅବକାରୀ ଗାଡ଼ି ଭଙ୍ଗାରୁଜା କରିଛନ୍ତି । ମରଣାନ୍ତକ ଆକ୍ରମଣରେ ଆଠଗଡ଼ ଅବକାରୀ ବିଭାଗର ୪ ଜଣ କର୍ମଚାରୀ ଆହତ ହୋଇଛନ୍ତି । ଆଜି ଅବକାରୀ କର୍ମଚାରୀ କଟକ ଜିଲ୍ଲା ଆଠଗଡ଼ ଖୁଣ୍ଟୁଣୀ ଡାଳୁଆ ଜଙ୍ଗଲରେ ଚଢ଼ାଉ!-->…
ଭୁବନେଶ୍ୱର IIITର ନୂଆ ନିର୍ଦ୍ଦେଶକ ଡ. ଆଶିଷ ଘୋଷ
ଭୁବନେଶ୍ୱର: ଭୁବନେଶ୍ୱର ଟ୍ରିପଲ୍ ଆଇଟିର ନୂଆ ନିର୍ଦ୍ଦେଶକ । ଡ. ଆଶିଷ ଘୋଷଙ୍କୁ IIIT ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ତାଙ୍କୁ ୫ ବର୍ଷ ପାଇଁ ନିଯୁକ୍ତି ମିଳିଛି ।
ଡ. ଆଶିଷ ଘୋଷ ଏବେ କୋଲକାତା ସ୍ଥିତ ଇଣ୍ଡିଆନ୍ ଷ୍ଟାଟିସକାଲ୍!-->!-->!-->…
ଅଙ୍ଗନବାଡ଼ି କେନ୍ଦ୍ରରେ ପଶି ଗୋଡ଼େଇ ଗୋଡ଼େଇ କାମୁଡିଲା ଶିଆଳ, ୧୨ ଆହତ
ସୋର: ଅଙ୍ଗନବାଡ଼ି କେନ୍ଦ୍ର ପଶିଗଲା ଶିଆଳ । ଗୋଡ଼େଇ କାମୁଡିଲା । ଶିଆଳ କାମୁଡିବାରୁ ୧୨ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଡାଲଙ୍ଗ ଗାଁରେ ଏହି ଘଟଣା ଘଟିଛି । ଆଜି ସକାଳେ ଅଙ୍ଗନବାଡି କେନ୍ଦ୍ରରେ ଅଚାନକ ପଶିଥିଲା ଶିଆଳ ।
ପିଲାମାନଙ୍କ ଉପରେ ଆକ୍ରମଣ କରିଥିଲା ।!-->!-->!-->…
ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ ଭାଙ୍ଗି ଲୁଟ୍
ପୁରୀ: ଶ୍ରୀମନ୍ଦିରକୁ ନେଇ ବିବାଦ ଶେଷ ହେବାର ନାଁ ଧରୁନି । ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି । ଶ୍ରୀମନ୍ଦିର ପ୍ରଶାସନ-ସେବାୟତଙ୍କ ମଧ୍ୟରେ ବୁଝାମଣା ଅଭାବରୁ ପ୍ରଭୁଙ୍କ ବନକଲାଗି ନୀତି ବନ୍ଦ ରହିଥିବାବେଳେ ଏବେ ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ ଲୁଟ ହୋଇଗଲାଣି ଅଭିଯୋଗ ।
!-->!-->!-->…
ରାଜଧାନୀରୁ ଦିନକରେ ୪୩ ଡେଙ୍ଗୁ ରୋଗୀ ଚିହ୍ନଟ
ଭୁବନେଶ୍ୱର: ମାଡିଚାଲିଛି ଡେଙ୍ଗୁ। ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଜଳାଳୟ ପାଲଟିଛି ମଶାଙ୍କ ଘର। ରାଜଧାନୀର ବିଭିନ୍ନ ସ୍ଥାନରେ ଜମିରହୁଛି ପାଣି। ଏଥିଯୋଗୁଁ ଡେଙ୍ଗୁ ମଶାଙ୍କ ବଂଶ ବିସ୍ତାର ଦୃତଗତିରେ ବୃଦ୍ଧି ପାଇଚାଲିଛି। ଗତ ୨୪ ଘଣ୍ଟାରେ ରାଜଧାନୀରୁ ୪୩ ଜଣ ଡେଙ୍ଗୁ ରୋଗୀ!-->…
ଯନ୍ତ୍ରଣା ବଖାଣିଲେ ଅଞ୍ଜୁ,‘ମୋତେ ଭାରତ ଫେରିବା ଅବସ୍ଥାରେ ରଖି ନାହାନ୍ତି ସ୍ବାମୀ’
ନୂଆଦିଲ୍ଲୀ: ଭାରତରୁ ପାକିସ୍ତାନ ଆସିଥିବା ଅଞ୍ଜୁଙ୍କୁ ନେଇ ପ୍ରତିଦିନ ବିଭିନ୍ନ ପ୍ରକାରର ଖବର ପ୍ରକାଶ ପାଉଛି । ନିକଟରେ ଅଞ୍ଜୁ ଦୁଃଖ ବଖାଣି କହିଛନ୍ତି, ‘‘ମୋତେ ଭାରତ ଆସିବା ଅବସ୍ଥାରେ ରଖି ନାହାନ୍ତି ସ୍ବାମୀ। ସେ ମୋ ନାମରେ ଏମିତି ଅପପ୍ରଚାର କରିଛନ୍ତି, ଯାହାଫଳରେ ମୋତେ ସେଠାରେ!-->…