Sign in
Sign in
Recover your password.
A password will be e-mailed to you.
ଆସନ୍ତା ୨୪ ଘଣ୍ଟା ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ; ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ୨୪ ଘଣ୍ଟା ପ୍ରବଳ ବର୍ଷିବ । ୧୫ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ୨୪ ଜୁଲାଇରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪!-->…
୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଏସଆଇ
ଭଦ୍ରକ: ଶନିବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଏଏସ୍ଆଇ। ଏଏସଆଇ ମାନସ କୁମାର ପରିଡା ଜିଲ୍ଲାର ବନ୍ତ ଥାନାରେ ନିୟୋଜିତ ଥିଲେ। ପୂର୍ବରୁ ରୁଜୁ ହୋଇଥିବା ଏକ ଜମିଜମା ବିବାଦ ମାମଲାରେ ଅଭିଯୋଗକାରୀ ଓ ତାଙ୍କ ମା’ଙ୍କୁ ସାହାଯ୍ୟ କରିବା ପାଇଁ ଜଣେ!-->…
ସେକ୍ସ ରାକେଟ ଠାବ: ୧୪ ଗିରଫ, ୧୩ ଯୁବତୀ ଉଦ୍ଧାର
ଝରସୁଗୁଡ଼ା: ଢାବାରେ ଚାଲିଥିଲା ସେକ୍ସ ର୍ୟାକେଟ୍। ଉଦ୍ଧାର ହେଲେ ୧୩ ଯୁବତୀ। ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡ଼ା ପଞ୍ଚପଡ଼ାର ଏକ ଢ଼ାବାରେ ସେକ୍ସ ର୍ୟାକେଟ ଚାଲୁଥିବା ଖବର ପାଇ ଚଢାଉ କରିଥିଲା ପୋଲିସ।
ରେଡ୍ ବେଳେ ୧୪ ଜଣ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ। ଚଢ଼ାଉ!-->!-->!-->…
ମହିଳା ଦିନିକିଆ: ଟ୍ରଫି ବାଣ୍ଟିଲେ ଭାରତ-ବାଂଲାଦେଶ
ଢାକା: ସ୍ଥାନୀୟ ସେର୍-ଇ-ବାଂଲା ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଭାରତ-ବାଂଲାଦେଶ ମଧ୍ୟରେ ମହିଳା ଦିନିକିଆ ଶୃଙ୍ଖଳାର ନିର୍ଣ୍ଣାୟକ ମ୍ୟାଚ୍ ଟାଇରେ ଶେଷ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ୨୨୫/୪ କରିଥିଲା। ଜବବରେ ଭାରତ ୪୯.୩ ଓଭରରେ ୨୨୫ରେ ଅଲ୍ଆଉଟ୍ ହୋଇଯାଇଥିଲା।!-->…
ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି ସମୀର: ବିଜେଡି
ଭୁବନେଶ୍ୱର, : ବିଜେପି ନେତା ଶ୍ରୀ ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି । ରାଜନୀତିରେ ତିଷ୍ଠି ରହିବାପାଇଁ ଆଜିକାଲି ସେ ଆପ୍ରାଣ ଉଦ୍ୟମ ଚଳାଇବା ସହିତ ଟୁଇଟ୍ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି । ଆମେ ତାଙ୍କର!-->…
୨୩ ବର୍ଷରେ ଓଡ଼ିଶାର ସ୍ୱାସ୍ଥ୍ୟର ଭିତ୍ତିଭୂମି ନାହିଁ : ଶରତ ପଟ୍ଟନାୟକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ନୂଆ କୀର୍ତ୍ତିମାନକୁ ନେଇ ତେଜିଲା ରାଜନୀତି । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନୂଆ କୀର୍ତ୍ତିମାନ ସ୍ଥାପନ କରିଥିବା ବେଳେ ଏହାକୁ କଟାକ୍ଷ କରିଛନ୍ତି ଉଭୟ ବିଜେପି ଓ କଂଗ୍ରେସ ।!-->…
ପୁଣି ବିପଦ ସଙ୍କେତ ଡେଇଁଲା ଯମୁନା, ଦିଲ୍ଲୀକୁ ବିପଦ
ନୂଆଦିଲ୍ଲୀ: ପୁଣିଥରେ ଯମୁନା ନଦୀର ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି। ହରିଆଣାର ହାତନିଖୁଣ୍ଡ ବ୍ୟାରେଜରୁ ବନ୍ୟା ଜଳ ଛଡ଼ା ଯିବା ପରେ ଯମୁନା ଫୁଲିବା ଆରମ୍ଭ ହୋଇଛି। ଆଜି ଅପରାହ୍ନ ୩ଟା ସୁଦ୍ଧା ଯମୁନା ନଦୀର ଜଳସ୍ତର ୨୦୬.୨୬ ମିଟର ରହିଛି। ଏହା ସନ୍ଧ୍ୟା ସୁଦ୍ଧା ୨୦୬.୭୦ ମିଟର ଛୁଇଁବାର!-->…
ଅପରାଜିତାଙ୍କ ଗସ୍ତବେଳେ ହଟହଟା ହେଲା ବିଜେଡି
ଭୁବନେଶ୍ୱର:ଆଣିଥିଲେ ବିରୋଧ କରିବାକୁ । ହେଲେ ସେମାନେ ସମ୍ବର୍ଦ୍ଧନା, ସ୍ୱାଗତରେ ପୋତି ଦେଲେ । ହୁଳହୁଳି ଆଉ ଫୁଲ ପକାଇ ସେମାନଙ୍କୁ ପାଛୋଟି ନେଲେ । ଆଜି ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା ଭୁବନେଶ୍ୱର ସାଂସଦ ଅପରାଜିତାଙ୍କ ଗସ୍ତ ସମୟରେ ।
ଗତକାଲି ଅପରାହ୍ନରେ ସହିଦ ନଗର!-->!-->!-->…
ସାମ୍ନାକୁ ଆସିଲା ସୀମା ଓ ବସ ମ୍ୟାନେଜରଙ୍କ ହ୍ବାଟସ ଆପ ଚାଟ
ନୂଆଦିଲ୍ଲୀ: ପାକିସ୍ତାନୀ ନାଗରିକ ସୀମା ହାଇଦର ଓ ସଚିନ ମିନାଙ୍କୁ ନେଇ ପ୍ରତିଦିନ ବିଭିନ୍ନ ପ୍ରକାର ଖବର ସାମ୍ନାକୁ ଆସୁଛି। ଏହି କ୍ରମରେ ଦେଖିବାକୁ ଗଲେ ପାକିସ୍ତାନରୁ ନେପାଳ ଆସିବା ସମୟରେ ତାଙ୍କୁ ଜଣେ ପାକିସ୍ତାନୀ ଟ୍ରାଭେଲ ଏଜେନ୍ସି ସାହାଯ୍ୟ କରିଥିଲେ ବୋଲି ସୀମା ଗଣମାଧ୍ୟମ!-->…
ମୁଖ୍ୟମନ୍ତ୍ରୀ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ପ୍ରଚାର କରୁଛନ୍ତି, କାର୍ଯ୍ୟରେ ନୁହେଁ: ସମୀର ମହାନ୍ତି
ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ କେବଳ ନିଜ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ନିଜକୁ ପ୍ରମାଣିତ କରନ୍ତି, କାର୍ଯ୍ୟରେ ନୁହେଁ। ପ୍ରାୟୋଜିତ ପୁରସ୍କାର ଗ୍ରହଣ କରିବାର ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କ ଶାସନ କାଳରେ ଯଦି କିଛି ରେକର୍ଡ ସୃଷ୍ଟି ହୁଏ, ତାହା ହେଉଛି ପ୍ରତିଶ୍ରୁତି!-->…