ମୁମ୍ବାଇ ପୁଲିସ୍କୁ ଧମକ ପୂର୍ଣ୍ଣ ଟେଲିଫୋନ : ଆରଡିଏକ୍ସ ଭର୍ତ୍ତି ଟ୍ୟାଙ୍କର ନେଇ ଗୋଆ ଯାଉଛନ୍ତି ୨ପାକିସ୍ତାନୀ

ମୁମ୍ବାଇ: ଆରଡିଏକ୍ସ ଭର୍ତ୍ତି ଟ୍ୟାଙ୍କର ନେଇ ଗୋଆ ଯାଉଛନ୍ତି ୨ପାକିସ୍ତାନୀ। ଆଜି ମୁମ୍ବାଇ ପୁଲିସ ପାଖକୁ ଏଭଳି ଥ୍ରେଟ୍ କଲ୍ ଆସିଥିବା ଜଣାପଡ଼ିଛି। କଲ୍ କରିଥିବା ବ୍ୟକ୍ତି ପୁଲିସକୁ କହିଛନ୍ତି ଯେ, ୨ଜଣ ପାକିସ୍ତାନୀ ନାଗରିକ ଆରଡିଏକ୍ସ ଭର୍ତ୍ତି ଟ୍ୟାଙ୍କର ନେଇ ମୁମ୍ବାଇରୁ ଗୋଆ

ଜୋର ଧରିଲା ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ଦାବି

ପୁରୀ: ଜୋର ଧରିଲା ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ଦାବି। ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ତୁରନ୍ତ ଶ୍ରୀମନ୍ଦିରର ଅନ୍ୟୁନ ଗୋଟିଏ ଦ୍ୱାର ଖୋଲିବାକୁ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦାବି କରିଛନ୍ତି । ଏନେଇ ପୁରୀ ପ୍ରଶାସନକୁ ଅନୁରୋଧ କରିଛନ୍ତି ସୁଦର୍ଶନ

ବନ୍ଦ ଘରୁ ଡାକ୍ତରଙ୍କ ମୃତଦେହ ଉଦ୍ଧାର

କଟକ: କଟକ ଚାଉଳିଆଗଞ୍ଜରେ ଡାକ୍ତରଙ୍କ ମୃତଦେହ ଉଦ୍ଧାର । ବନ୍ଦ ଘରୁ ଡାକ୍ତର ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରର ଡାକ୍ତର । ତେବେ ୪ ବର୍ଷ ହେବା ଭଡା ଘରେ ଏକାକୀ ରହୁଥିଲେ । ଘର ମାଲିକଙ୍କ କହିବା କଥା ତାଙ୍କର ଶ୍ୱାସ ଏବଂ

ଶ୍ରୀନଗରରେ ଧାରୁଆ ଅସ୍ତ୍ର ବିକ୍ରି ନିଷିଦ୍ଧ…

ଶ୍ରୀନଗର : ଶ୍ରୀନଗରରେ ଆଜିକାଲି ଛୁରାମାଡ଼ ଘଟଣା ବୃଦ୍ଧି ପାଉଥିବାରୁ କର୍ତ୍ତୃପକ୍ଷ ଶୁକ୍ରବାର କୌଣସି ପ୍ରକାର ଧାରୁଆ ଅସ୍ତ୍ରର କିଣାବିକା ଓ ସର୍ବସାଧାରଣ ସ୍ଥାନକୁ ନେବା ଉପରେ ନିଷେଧାଦେଶ ଜାରି କରିଛନ୍ତି। ଶ୍ରୀନଗର ଜିଲ୍ଲା ମାଜିଷ୍ଟ୍ରେଟ୍ ମହମ୍ମଦ ଆଇଜାଜ ଆସାଦ ଏହି ଘୋଷଣା କରିଛନ୍ତି।

କଂଗ୍ରେସରେ ମିଶିଲେ ଚାରି ପୂର୍ବତନ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ ବଳ ଯୋଗଡୁଛି କଂଗ୍ରେସ । ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ଚାରି ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ସେମାନେ ହେଲେ ଅବସରପ୍ରାପ୍ତ ପୂର୍ବତନ ଆଇଏଏସ୍ ଅଧିକାରୀ ପଞ୍ଚାନନ ଦାଶ ଏବଂ ବିଶ୍ୱନାଥ ଆଚାର‌୍ୟ୍ୟ, ପୂର୍ବତନ ଓଏଏସ୍ ଅଧିକାରୀ ରବିନ୍ଦ୍ର ନାଥ

ଯଦି ଦଳ ଜିତେ, ତେବେ ମୁଖ୍ୟମନ୍ତ୍ରୀ ପଦ ପାଇଁ ବଘେଲଙ୍କ ନାମ ପ୍ରଥମେ ବିବେଚନା କରାଯିବ: ଟି.ଏସ୍ ସିଂହଦେଓ

ନୂଆଦିଲ୍ଲୀ: ଚଳିତ ବର୍ଷ ଛତିଶଗଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ କଂଗ୍ରେସ-ବିଜେପି ଏବେଠାରୁ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଏଥି ସହ ଉପମୁଖ୍ୟମନ୍ତ୍ରୀ ଟି.ଏସ୍ ସିଂହଦେଓ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ମିଳିତ

ହୀରାକୁଦରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟା ଜଳ, ୫ଟି ଗେଟ୍‌ ଦେଇ ୨୫ ହଜାର କ୍ୟୁସେକ୍‌ ଜଳ ନିଷ୍କାସିତ

ସମ୍ବଲପୁର: ହୀରାକୁଦରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟା ଜଳ । ୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ପୂଜାର୍ଚ୍ଚନା ପରେ ପ୍ରଥମେ ୭ନଂ ଗେଟ୍‌ ଦେଇ ଛଡ଼ା ଯାଇଥିଲା ବନ୍ୟାଜଳ। ଏହାପରେ ପର୍ଯ୍ୟାୟକ୍ରମେ ଆଉ ୪ଟି ଗେଟ୍‌ ଖୋଲାଯାଇଛି। ବାମ ପାର୍ଶ୍ୱର ୩ଟି ଓ ଡାହାଣ ପାର୍ଶ୍ୱର ୨ଟି

ଲଗାଣବର୍ଷାରେ ଗୁଜୁରାଟ ଉବୁଟୁବୁ

ଅହମ୍ମଦାବାଦ : ଅବିଶ୍ରାନ୍ତ ବର୍ଷା ଯୋଗୁ ଗୁଜରାଟ ସ୍ଥିତି ବେହାଲ ହୋଇଛି। ବର୍ଷା ଯୋଗୁ ଅଚାନକ ବନ୍ୟା ଗୁଜରାଟର ଅସଲ ଚିତ୍ରକୁ ପଦାରେ ପକାଇଛି। ବନ୍ୟା କେବଳ ଗ୍ରାମାଞ୍ଚଳକୁ ପ୍ରଭାବିତ କରିନି, ବରଂ ସହରାଞ୍ଚଳରେ ସାଂଘାତିକ ସ୍ଥିତି ସୃଷ୍ଟି କରିଛି।ରାଜ୍ୟର ଅନ୍ୟତମ ବଡ଼ ସହର ଅହମଦାବାଦ

କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଲା ସାପ:ଚାଲିଗଲା ୩ ଛାତ୍ରଛାତ୍ରୀଙ୍କ ଜୀବନ

କେନ୍ଦୁଝର: ସାପ କାମୁଡ଼ାରେ ୩ ଛାତ୍ରୀଛାତ୍ରୀ ମୃତ, ଜଣେ ଗୁରୁତର । କେନ୍ଦୁଝର ବାରିଆ ଥାନା ନିଶ୍ଚିତପୁରରେ ଏକ କୋଚିଂ ସେଣ୍ଟରରେ ଘଟିଛି ଅଘଟଣ । ରାତିରେ କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଥିଲା ବିଶାକ୍ତ ସାପ । ମୃତକଙ୍କ ମଧ୍ୟରେ ୨ଜଣ ଛାତ୍ରୀ ଓ ଜଣେ ଛାତ୍ର ଥିବା ସୂଚନା ମିଳିଛି ।

ମଣିପୁରରେ ସ୍ୱାଧୀନତା ସଂଗ୍ରାମୀଙ୍କ ପତ୍ନୀଙ୍କୁ ଘରେ ବନ୍ଦ କରି ଜୀବନ୍ତ ଜାଳିଦେଲେ

ଇମ୍ଫାଲ : ଆଦିବାସୀ ଓ ଅଣ ଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇପଡ଼ିଥିବା ମଣିପୁରରୁ ଗୋଟିଏ ପରେ ଗୋଟିଏ ଛାତି ଥରାଇ ଦେବା ଭଳି ଘଟଣା ସାମ୍ନାକୁ ଆସୁଛି। ବିଶେଷ କରି ବୁଧବାର ୨ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇ ଚଲାଇ ନେବା ବେଳର ଭିଡିଓ ସାମ୍ନାକୁ ଆସିବା ପରେ ସମସ୍ତଙ୍କ ଫୋକସ ଏବେ ମଣିପୁର