Sign in
Sign in
Recover your password.
A password will be e-mailed to you.
ପାରିବାରିକ କଳହରୁ ନିର୍ମମ ହତ୍ୟା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ
ବୌଦ୍ଧ: ପାରିବାରିକ କଳହରୁ ନିର୍ମମ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗାଁରେ ଅଭାବନୀୟ ଘଟଣା । ମୃତକ ଦୁଲ୍ଲଭା ନାଏକ । ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀ କିଶୋର ନାଏକ ଘଟଣାସ୍ଥଳରୁ ଫେରାର ମାରିଛି ।
!-->!-->!-->…
୩ କଲରାପତରିଆ ଛାଲ ଓ ୩ ହରିଣ ଛାଲ ଜବତ, ଜଣଙ୍କୁ ଗିରଫ କଲା ଏସଟିଏଫ୍
କଳାହାଣ୍ଡି: କଲରାପତରିଆ ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ | ଗତକାଲି ସନ୍ଧ୍ୟାରେ କଳାହାଣ୍ଡି ଏମ୍ ରାମପୁର-ନର୍ଲାର ଶ୍ରୀପଲ୍ଲୀ ଛକରେ ଏସଟିଏଫ୍ ଚଢାଉ କରି ଖଗେଶ୍ୱର ପୁଟେଲ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ସମ୍ପୁକ୍ତ ବ୍ୟକ୍ତିଙ୍କ ପାଖରୁ ୩ଟି କଲରାପତରିଆ ବାଘ ଛାଲ ଓ ୩ଟି ହରିଣ!-->…
ପଶ୍ଚିମବଙ୍ଗରେ ମଣିପୁର ଘଟଣା, ଦୁଇ ଜଣ ମହିଳା ଅର୍ଦ୍ଧନଗ୍ନ ଅବସ୍ତାରେ ରାସ୍ତାରେ ଦୌଡୁଥିବାର ଭିଡିଓ ଭାଇରାଲ୍
ମଣିପୁର :ଦିନକୁ ଦିନ ଦୋହଲି ଯାଉଛି ଦେଶର ସୁରକ୍ଷା ବ୍ୟବସ୍ଥା। ନାରୀ ସୁରକ୍ଷାକୁ ନେଇ ସୃଷ୍ଟି ହୋଇଛି ଏକ ବିରାଟ ପ୍ରଶ୍ନବାଚୀ। ମଣିପୁର ଭଳି ପଶ୍ଚିମବଙ୍ଗରେ ବି ନାରୀ ନିର୍ଯାତନାର ପାଶବୀୟ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ଦୁଇ ଜଣ ମହିଳା ଅର୍ଦ୍ଧନଗ୍ନ ଅବସ୍ତାରେ ରାସ୍ତାରେ ଦୌଡୁଥିବାର!-->…
ପୁଣି ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଇଞ୍ଜିନ୍
ବାଲେଶ୍ୱର: ଏକ କୋଇଲା ବୋଝେଇ ମାଲବାହୀ ଗାଡ଼ିର ଇଞ୍ଜିନ୍ ୱାଗନକୁ ଛାଡ଼ି ପଳାଇଛି । ସପ୍ତାହକ ମଧ୍ୟରେ ଏଭଳି ଦ୍ୱିତୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନରେ ଏକ କୋଇଲା ବୋଝେଇ ମାଲବାହୀ ଗାଡ଼଼ି ୱାଗନକୁ ଛାଡ଼ି ୨ କିଲୋମିଟର ପଳାଇଛି ।
ସୂଚନା!-->!-->!-->…
ପ୍ରଧାନମନ୍ତ୍ରୀ ରୋଜଗାର ମେଳା, ୭୦ ହଜାର ଯୁବପିଢିଙ୍କୁ ନିଯୁକ୍ତି ପତ୍ର ପ୍ରଦାନ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପ୍ରାୟତଃ ୭୦,୦୦୦ ଯୁବକଙ୍କୁ ଭିଡିଓ କନଫରେନ୍ସିଙ୍ଗ ଜରିଆରେ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ମୋଦି ସମସ୍ତ ନୂଆ ସରକାରୀ ଚାକିରି ପାଇଥିବା ଲୋକଙ୍କୁ ସମ୍ବୋଧନ ମଧ୍ୟ କରିଛନ୍ତି । ରୋଜଗାର ମେଳା ପାଖାପାଖି ଦେଶର ୪୪ଟି!-->…
ଗଞ୍ଜେଇ ଜବତ କରିବାକୁ ଯାଇ ଖଣ୍ଡାଚୋଟ ଖାଇଲେ ଅବକାରୀ ଅଧିକାରୀ
କୋରାପୁଟ: ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଜାଲ ବିଛାଇଥିଲା ଅବକାରୀ ବିଭାଗ । ହେଲେ ସେହି ଜାଲରେ ପଡ଼ିଗଲେ ଖୋଦ୍ ଅବକାରୀ ଅଧିକାରୀ । ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ଗୁରୁତର ହେଲେ ଅବକାରୀ ବିଭାଗ ଆଇଆଇସି ଦୁର୍ବଦଳ ବିଶ୍ୱାଳ ଓ କନେଷ୍ଟବଳ ମେଘନାଦ ଶବର । ଉଭୟଙ୍କୁ ଖଣ୍ଡା, ଠେଙ୍ଗା ଓ ବନ୍ଧୁକ!-->…
ବନ୍ଧୁକ ମୁନରେ ଅପହରଣ: ଦୁଇ ଭାଇଙ୍କୁ ଉଠାଇ ନେଲେ ଦୁର୍ବୃତ୍ତ
ବ୍ରହ୍ମପୁର : ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ । ଛତ୍ରପୁର ପୁଇଁତୋଳା ଜାତୀୟ ରାଜପଥ ନିକଟରେ ଘଟିଛି ଏପରି ଘଟଣା । ଦୁଇ ଭାଇ ଦୋକାନରେ ଥିବା ବେଳେ ହଠାତ ଦୁଇଟି କାରରେ କିଛି ଦୁର୍ବୃତ୍ତ ଆସି ଦୁଇ ଭାଇଙ୍କୁ ଧମକ ଦେଇଥିଲେ ଏବଂ ମୁଣ୍ଡରେ ବନ୍ଧୁକ ଲଗାଇାଇ ଦୋକାନରୁ ଉଠାଇ ନେଇଥିଲେ ।
ଖବର!-->!-->!-->…
ପୁଣି ମଣିପୁରରେ ହିଂସା, ଟାୟାର ଜାଳି ବିକ୍ଷୋଭ
ମଣିପୁର : ଥମିବାର ନାଁ ନେଉନି ମଣିପୁର ହିଂସା। ଆଜି ପୁଣି ଇମ୍ଫାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ମହିଳା। ଘାରୀ ଅଞ୍ଚଳରେ ଏକ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱକୁ ଅବରୋଧ କରିଛନ୍ତି ଆନ୍ଦୋଳନକାରୀ। ରାସ୍ତାରେ ଟାୟାର୍ ଜାଳି ବିକ୍ଷୋବ ପ୍ରଦର୍ଶନ କରାଯାଉଥିବା ଦେଖିବାକୁ ମିଳିଛି। ମଣିପୁର ପୋଲିସ,!-->…
ଜ୍ୟୋତି ବସୁଙ୍କ ରେକର୍ଡ ସମକକ୍ଷ ହେଲେ ନବୀନ ପଟ୍ଟନାୟକ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରିଥିବା ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକ ଏବେ ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗର!-->…
ଦିବ୍ୟାଙ୍ଗ ଅଶୀଚାଳନା ଖେଳାଳି ମଧୁସ୍ମିତାଙ୍କୁ ୩.୭ ଲକ୍ଷ ଟଙ୍କାର କ୍ରୀଡ଼ା ସାମଗ୍ରୀ ଉପହାର ଦେଲେ ଦିବ୍ୟାଙ୍ଗ ତାନୟା
ଭୁବନେଶ୍ୱର: ଜଣେ ଦିବ୍ୟାଙ୍ଗକୁ ସହାୟତାର ହାତ ବଢ଼ାଇଛନ୍ତି ଆଉ ଜଣେ ଦିବ୍ୟାଙ୍ଗ। ମାନସିକ ଦିବ୍ୟାଙ୍ଗ ଲୀଲା ତାନୟା ଚୌଧୁରୀ ନିଜର ବଦାନ୍ୟତା ବଳରେ ସମସ୍ତଙ୍କ ହୃଦୟ ଜିଣିଛନ୍ତି । ସେ ଦିବ୍ୟାଙ୍ଗ ଅଶୀଚାଳନା ଖେଳାଳି ମଧୁସ୍ମିତା ସାହୁଙ୍କ ଅସୁବିଧା ଦୂର କରିବା ପାଇଁ ସାହାଯ୍ୟର ହାତ!-->…