ଓଡ଼ିଶାରୁ ଏଫସିଆଇର ଚାଉଳ ସଂଗ୍ରହ ସମ୍ପର୍କରେ ତଥ୍ୟ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ୨୦୨୨-୨୩ ଖରିଫ ବିପଣନ ଋତୁରେ ୧୩ ଜୁଲାଇ, ୨୦୨୩ ସୁଦ୍ଧା ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ କରିଥିବା କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ରାଷ୍ଟ୍ର ମନ୍ତ୍ରୀ ସାଧ୍ବୀ ନିରଞ୍ଜନ ଜ୍ୟୋତି ରାଜ୍ୟ

ଝାଉଁ ନଦୀରୁ ମୃତଦେହ ଉଦ୍ଧାର

ରେଙ୍ଗାଲିକ୍ୟାମ୍ପ : ଅତାବିରା ବ୍ଲକ ଅନ୍ତର୍ଗତ ଟୋପ ପଞ୍ଚାୟତ ଅଧିନରେ ଥିବା ଖଲିଆପାଲି ଆନ୍ଧ୍ର ପଡ଼ାର କରି ଭେଙ୍କଟ ରେଡ୍ଡୀ (୪୪) ଙ୍କ ମୃତଦେହ ସନ୍ଧ୍ୟାରେ ଅଗ୍ନିଶମ ବିଭାଗ ଉଦ୍ଧାର କରିଛି। ଘଟଣା ସୂତ୍ରରୁ ଜଣା ପଡ଼ିଛି, ଖଲିଆପାଲି ଆନ୍ଧ୍ର ପଡ଼ାର କରି ଭେଙ୍କଟ ରେଡ୍ଡୀ ରାଜମିସ୍ତ୍ରୀ କାମ

ବେଆଇନ ବାଣ ତିଆରି କାରଖାନାରେ ପୁଲିସର ଚଢଉ

କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଧିନସ୍ଥ ବୁରୋମାଲ ପଂଚାୟତ ଅଧିନସ୍ଥ ପଖନମୁଣ୍ଡା ଗାଁରେ ଜିଲ୍ଲା ପୁଲିସ ଦ୍ୱାରା ବେଆଇନ ବାଣ ତିଆରି କାରଖାନାରେ ଚଢଉ କରିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ ବେଆଇନ ବାଣ ତିଆରିକୁ ନେଇ ବଲାଙ୍ଗିର ପୁଲିସ ଅଧିକ୍ଷକ ଋଷିକେଶ

ସିଂହବାହିନୀ ବସକୁ ୪ ଲକ୍ଷ ୯୮ ହଜାର ଜରିମନା

ତାଳଚେର: ଘରୋଇ ବସବୁ ୪ ଲକ୍ଷ ୯୮ ହଜାର ଜରିମନା । ଦୀର୍ଘଦିନ ଧରି ବିନା ପରମିଟ୍ ନ ଥାଇ ଗାଡ଼ି ଚଳାଇବା ଓ ଟ୍ୟାକ୍ସ ଖିଲାପ କରି ଗାଡ଼ି ଚଳାଇବା ଆଦି ନିୟମ ଉଲ୍ଲଂଘନ ଅଭିଯୋଗରେ ଏହି ଜରିମାନା କରିଛନ୍ତି ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ । ତାଳଚେର ଆରଟିଓ ନିଖିଳ କୁମାର ପଟ୍ଟନାୟକ

ଦଳ ବିରୋଧୀ ମନ୍ତବ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ଚିରଞ୍ଜୀବଙ୍କ ସମର୍ଥକ

ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପିସିସି ସାଧାରଣ ସମ୍ପାଦକ ନାରାୟଣ ଜେନା। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ କଂଗ୍ରେସ ତାଙ୍କୁ ବହିଷ୍କାର କରିଛି। ଆଜି ଶୃଙ୍ଖଳା କମିଟିର ବୈଠକ ବସିଥିଲା। ଏହି ବୈଠକର ଅଧ୍ୟକ୍ଷ ଏବଂ ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ନାରାୟଣ ଜେନାଙ୍କୁ ଦଳରୁ ବହିଷ୍କାର

ଜୋହାନ୍ସବର୍ଗରେ ଫୁଟିଲା ରାସ୍ତା, ପବନରେ ଉଡିଲା ଗାଡି ; ୯ ଜଣ ଗୁରୁତର

ଜୋହାନ୍ସବର୍ଗ : ପ୍ରକୃତି ଯେତିକି ସୁନ୍ଦର, ସେତିକି ଭୟଙ୍କର ମଧ୍ୟ । ପ୍ରକୃତିର ତାଣ୍ଡବ ବିଷୟରେ ଅନୁମାନ କରିବା ଅସମ୍ଭବ । ସୋସିଆଲ ମିଡିଆରେ ଏମିତି କେତେକ ଭିଡିଓ ନିଶ୍ଚିତ ଦେଖିଥିବେ । କିନ୍ତୁ ସାଉଥ ଆଫ୍ରିକାର ଜୋହାନ୍ସବର୍ଗରେ ଏମିତି ଏକ ଭିଡିଓ ରେକର୍ଡ ହୋଇଛି, ଯାହାକୁ ଦେଖିଲ ଆପଣ

କର୍ଣ୍ଣାଟକରୁ ରାଜ୍ୟସଭାକୁ ଯିବେ ସୋନିଆ

ନୂଆଦିଲ୍ଲୀ : ସମ୍ପ୍ରତି ଲୋକସଭା ସଦସ୍ୟା ଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆଗକୁ ପ୍ରତ୍ୟକ୍ଷ ନିର୍ବାଚନ ନ ଲଢ଼ି ରାଜ୍ୟସଭାକୁ ଯାଇପାରନ୍ତି । ସୋନିଆ ଯଦି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଅନୁରୋଧ ରକ୍ଷା କରନ୍ତି; ତେବେ ଏହା ସମ୍ଭବ ହେବ। ବର୍ତ୍ତମାନର ବାସଭବନ

ମଣିପୁର ଲଜ୍ଜା ଘଟଣା, ୫ମ ଅଭିଯୁକ୍ତ ଗିରଫ

ମଣିପୁର ଘଟଣା ସମଗ୍ର ଦେଶକୁ ବିଚଳିତ କରିଛି । ମଣିପୁରରେ ୨ଜଣ ମହିଳାଙ୍କୁ ଉଲଗ୍ନ କରାଇ ରାସ୍ତାରେ ଚଲାଇବା ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି । ଗତକାଲି ୪ ଜଣଙ୍କୁ ଗିରଫ କରାଯାଇ ପୋଲିସ ହେପାଜତକୁ ପଠାଯାଇଛି । ଗିରଫ ହୋଇଥିବା ଅଭିଯୁକ୍ତ

ମହାରାଷ୍ଟ୍ର ରାୟଗଡ଼ ଭୂସ୍ଖଳନ ମୃତ୍ୟୁ ସଂଖ୍ୟା ୨୨ରେ ପହଞ୍ଚିଲା, ସର୍ଚ୍ଚ ଅପରେସନ୍‌ ଜାରି

ମହାରାଷ୍ଟ୍ର ରାୟଗଡ଼ ଭୂସ୍ଖଳନ ମୃତ୍ୟୁ ସଂଖ୍ୟା ୨୨ରେ ପହଞ୍ଚିଲା । ମାଟି ତଳୁ ଆଉ ୬ ମୃତହେଦ ଉଦ୍ଧାର କରିଛନ୍ତି ଏନଡିଆରଏଫ ଟିମ। ଆଜି ରାତିରେ ସର୍ଚ୍ଚ ଅପରେସନ୍‌ ବନ୍ଦ ରଖାଯାଇଛି। ଆସନ୍ତାକାଲି ସକାଳେ ପୁଣି ଆରମ୍ଭ ହେବ। ଗତକାଲି ଠାରୁ ଏନଡିଆରଏଫର ୪ଟି ଟିମ ସର୍ଚ୍ଚ ଅପରେସନ କରୁଛନ୍ତି।

ମଣିପୁରରେ ପୁଣି ଭାଇରାଲ ହେଲା ସାଂଘାତିକ ଭିଡିଓ; ଛକରେ ଝୁଲିଛି କଟା ମୁଣ୍ଡ

ନୂଆଦିଲ୍ଲୀ :ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେବା ଭିଡିଓ ଭାଇରାଲ ହେବା ପରେ ପୁଣି ଥରେ ଅଶାନ୍ତ ହୋଇ ଉଠିଛି ମଣିପୁର । ରାଜ୍ୟ ସାରା ଲୋକେ ରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଏବେ ପୁଣି ଏକ ସାଂଘାତିକ ଭିଡିଓ ସାମନାକୁ ଆସିଛି। ଏହି ଭିଡିଓରେ ଜଣେ