ଗୁରୁଗ୍ରାମରେ ଅନୁଷ୍ଠିତ ହେବ ଅଷ୍ଟମ ରଜ ମହୋତ୍ସବ, ଆରମ୍ଭ ହୋଇଛି ପ୍ରସ୍ତୁତି

ନୂଆଦିଲ୍ଲୀ: ରବିବାର, ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। କଳିଙ୍ଗ ଭାରତୀ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ଏହି ମହାସମାରୋହ, ଆଗାମୀ ଜୁନ ୧୩ ଓ ୧୪ ତାରିଖ ଦୁଇଦିନ ଧରି ସନ୍ଧ୍ୟା ୫ ରୁ ରାତି ୧୦ ଟା ପର୍ଯ୍ୟନ୍ତ ଗୁରୁଗ୍ରାମର ଚାରି ନମ୍ବର ସେକ୍ଟର

ଆସନ୍ତା ୨୫ ଓ ୨୬ରେ ଦେଶବ୍ୟାପୀ ଧର୍ମଘଟ, ୫ ଦଫା ଦାବି ନେଇ AISBISF ପକ୍ଷରୁ ବନ୍ଦ ଡାକରା

ନୂଆଦିଲ୍ଲୀ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା । ବିଭିନ୍ନ ଦାବି ପୂରଣ ନେଇ ‘ଅଲ୍ ଇଣ୍ଡିଆ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଷ୍ଟାଫ୍ ଫେଡେରେସନ୍’ ବା AISBISF ପକ୍ଷରୁ ଚଳିତ ମାସ ୨୫ ଏବଂ ୨୬ ତାରିଖରେ ଦେଶବ୍ୟାପୀ ଧର୍ମଘଟ ପାଇଁ ଡାକରା

ସ୍ତ୍ରୀ ଓ ୪ ପିଲାଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ କଲେ ସାଲୁନ କର୍ମଚାରୀ

ଗୁରୁଗ୍ରାମ: ଗୁରୁଗ୍ରାମରେ ପାରିବାରିକ ବିବାଦ ଯୋଗୁଁ ଅକାଳରେ ଚାଲି ଯାଇଛି ୫ ଜୀବନ। ୩୯ ବର୍ଷୀୟ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ୪ ପିଲାଙ୍କୁ ବିଷ ଦେଇ ହତ୍ୟା କରିବା ପରେ ଛୁରିରେ କଚଟି କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ତୁରନ୍ତ ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି

ଉପ-କାରାଗାରରେ କଏଦୀଙ୍କ ମୃତ୍ୟୁ

ବାଣପୁର : ହତ୍ୟା ଅଭିଯୋଗରେ ବାଣପୁର ଉପ-କାରାଗାରରେ ଜଣେ ବିଚାରଧୀନ ବନ୍ଦୀଙ୍କର ମୃତ୍ୟୁ ହୋଇଛି।ଗତ ପଞ୍ଚାଦିନ ଧରି ବ୍ରହ୍ମପୁର ଏମକେସିଜିରେ ହୃଦ ରୋଗର ଚିକତ୍ସା ହୋଇ ଗତକାଲି ସନ୍ଧ୍ୟାରେ କାରାଗାରକୁ ଫେରିଥିଲେ ବନ୍ଦୀ ଶଠ ରାଉତରାୟ। ଆଜି ସକାଳୁ ଗାଧୁଆଘରେ ଗାଧୋଉ ଥିବାବେଳେ ହଠାତ ଅଚେତ

ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦର

ଭୁବନେଶ୍ଵର: ରାଜ୍ୟରେ ମହାଙ୍ଗା ହେଲା ଓମ୍‌ଫେଡ୍ କ୍ଷୀର ଦର। ଦର ବୃଦ୍ଧି ପରେ ଖାଉଟି ଚିନ୍ତାରେ। ନିର୍ଦ୍ଧାରିତ ମୂଲ୍ୟ ଠାରୁ ପ୍ରତି ଲିଟର ପିଛା କ୍ଷୀର ଦର ୪ ଟଙ୍କା ବୃଦ୍ଧି ପାଇଛି। ଏନେଇ ଓମ୍‌ଫେଡ଼ ପକ୍ଷରୁ ସ୍ଵତନ୍ତ୍ର ନୋଟିସ ଜାରି କରିବା ସହ ଏଜେଣ୍ଟମାନଙ୍କୁ ମଧ୍ୟ ସୂଚିତ

ମାଟ୍ରିକ ପରୀକ୍ଷା ଦେଇନାହାନ୍ତି ୮୩୬୪ ଛାତ୍ରଛାତ୍ରୀ, ରିପୋର୍ଟ ଦେବେ ଜିଲା ଶିକ୍ଷା ଅଧିକାରୀ

କଟକ: କିଏ ଗୋଟିଏ ବିଷୟରେ ପରୀକ୍ଷା ଦେଇଛି ତ ଆଉ କିଏ ଦୁଇଟି। ଏପରିକି ବହୁ ଛାତ୍ରଛାତ୍ରୀ ଫର୍ମପୂରଣ କରି ବି ପରୀକ୍ଷା ଦେଇନାହାନ୍ତି। ରାଜ୍ୟରେ ଚଳିତବର୍ଷ ଏହିଭଳି ଭାବେ ୮ ହଜାର ୩୬୪ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ଥିବା ଜଣାପଡ଼ିଛି। ସମ୍ପୃକ୍ତ ଛାତ୍ରଛାତ୍ରୀ କେଉଁଥି

ପରିତ୍ୟକ୍ତ କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କଣ୍ଟାବାଞ୍ଜି : ମୁରିବାହାଲ ଥାନା ଅଧୀନସ୍ଥ ଗୋଇମୁଣ୍ଡ ପଞ୍ଚାୟତ ଚିତ୍ରାମୁଣ୍ଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ଜାନକୀ ସାହୁ ନାମକ ଜଣେ ୪୦ ବର୍ଷୀୟ ମହିଳାଙ୍କ ମୃତଦେହ ତାଙ୍କ ଜମିରେ ଥିବା ଏକ ପରିତ୍ୟକ୍ତ କୂଅରୁ ଠାବ କରାଯାଇଛି। ସୂଚନା ମୁତାବକ, ସକାଳ ସମୟରେ

କଲଭର୍ଟ ନିର୍ମାଣା ବେଳେ ମାଟି ସହ ଧସିଲା ମିକ୍ସଚର ମେସିନ, ଜଣେ ମୃତ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅଧିନ ଭଞ୍ଜନଗର-ଦଶପଲ୍ଲା ମୁଖ୍ୟ ରାସ୍ତାର ତିଳିସିଙ୍ଗ ଗ୍ରାମ ନିକଟରେ ଏକ ନିର୍ମାଣାଧୀନ କଲଭର୍ଟ ଠାରେ ମାଟି ଅତଡ଼ା ସହ ଏକ ମିକ୍ସଚର ଗାଡ଼ି ଓଲଟି ପଡ଼ିବାରୁ ଜଣେ ମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସୂଚନା ପାଇ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ।

କଥାଦେଇ ଠକିଦେଲେ କୁଳପତି : ହଷ୍ଟେଲ ଫି ପୁଣି ଆଦାୟ କରିବ ବିଶ୍ବବିଦ୍ୟାଳୟ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଅଜବ ନୀତି , ଅନୁଶାସନ ନାମରେ ଏକଛତ୍ରବାଦ ଶାସନ ଚାଲିଛି । ଛାତ୍ରଙ୍କୁ ସୁବିଧାସୁଯୋଗ ଯୋଗାଇଦେବା ପରିବର୍ତ୍ତେ ଅସୁବିଧାକୁ ଠେଲିଦେଉଛନ୍ତି କୁଳପତି ଡ .ଗୀତାଞ୍ଜଳି ଦାସ ।ଦକ୍ଷିଣ ଓଡ଼ିଶାର ଶିକ୍ଷାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ

ପୁଣି ଏକ ଜୀବନ ନେଲା ଆମ ବସ

ଭୁବନେଶ୍ୱର : ପୁଣି ଜୀବନ ନେଲା ଆମ ବସ । ରସୁଲଗଡ଼ରେ ଦୁର୍ଘଟଣା ଘଟାଇଲା ଆମ ବସ୍ । ଦୁର୍ଘଟଣାରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ୯୧ ନମ୍ବର ରୁଟ ଆମ ବସ ଘଟାଇଛି ଏହି ଦୁର୍ଘଟଣା । ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଆମ