ଅନୁସନ୍ଧାନ: ମାନବ ଶରୀରରେ ରହିଛି କରୋନା ଭୂତାଣୁ ବିନାଶକାରୀ ଏସିଡ୍

ନୂଆଦିଲ୍ଲୀ : ଆଗକୁ ଆଉ କରୋନା ଲୋକଙ୍କୁ ଡରାଇ ନପାରେ। କାରଣ ବୈଜ୍ଞାନିକମାନେ ମାନବ ଶରୀରେ ଏପରି ଏକ ଏସିଡର ପତ୍ତା ପାଇଛନ୍ତି, ଯାହା SARS-CoV-2 ଏବଂ ଇନଫ୍ଲୁଏଞ୍ଜା-ଏ ଭଳି ଭୂତାଣୁ ସଂକ୍ରମଣକୁ ରୋକିପାରିବ। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ(IISc।) ର ଅନୁସନ୍ଧାନକାରୀ ଏହି

ଯୌନ ଉତ୍ପୀଡ଼ନ ମାମଲାରେ ବ୍ରିଜ ଭୂଷଣ ଶରଣ ସିଂହଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦେଶର ଷ୍ଟାର ରେସଲମାନେ ଆଣିଥିବା ଯୌନ ଉତ୍ପୀଡ଼ନ ମାମଲାରେ ବିଜେପି ସାଂସଦ ତଥା ବିଦାୟ ନେବାକୁ ଥିବା କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଆଜି ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କୁ ଦୁଇ ଦିନର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ୨୫ ହଜାର

ବିରୋଧୀ ମେଣ୍ଟର ନାଁ INDIA ରହିବା ପରେ ବିଜେପିକୁ ଚ୍ୟାଲେଞ୍ଜ ଦେଲେ ରାହୁଲ ଓ ମମତା

ବେଙ୍ଗାଲୁରୁ : ବେଙ୍ଗାଲୁରୁରେ ବସିଥିବା ବିରୋଧୀଙ୍କ ମହାବୈଠକରେ ୨୬ଟି ଦଳ ମିଳିତ ଭାବେ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିରୋଧୀଙ୍କ ଏହି ମହାମେଣ୍ଟର ନାଁ INDIA ରଖିବାକୁ ବୈଠକରେ ସହମତି ହୋଇଛି। ଏହାର ଅର୍ଥ ୨୦୨୪ରେ INDIA ବନାମ NDA ଲଢ଼େଇ ହେବ। INDIA ପୂରା ନାଁ ହେଲା Indian National

କଂଗ୍ରେସ କ୍ଷମତା କିମ୍ବା ପ୍ରଧାନମନ୍ତ୍ରୀ ପଦ ପାଇଁ ଆଦୌ ଇଚ୍ଛା ରଖି ନାହିଁ 

ବେଙ୍ଗାଲୁରୁ : ବିଜେପିକୁ ୨୦୨୪ ସାଧାରଣ ନିର୍ବାଚନରେ ଚେକ୍‌ ଦେବାକୁ ୨୬ଟି ବିରୋଧୀ ଦଳ ବେଙ୍ଗାଲୁରୁରେ ମହାବୈଠକ କରୁଛନ୍ତି। ୨୬ଟି ଦଳ ଏକାଠି ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବେ, ତା’କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏସବୁ ଭିତରେ ଦେଶର ସର୍ବପୁରାତନ ରାଜନୀତିକ ଦଳ କଂଗ୍ରେସ

ଗଞ୍ଜାମ ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ବାରା “ଭୂମି ସମ୍ମାନ” ଜାତୀୟ ସ୍ତରରେ ପୁଣି ସମ୍ମାନିତ ହେଲା…

ବ୍ରହ୍ମପୁର :ତା ୧୮.୦୭.୨୦୨୩ ଗଞ୍ଜାମ ଜିଲ୍ଲା ସବୁବେଳେ ଉନ୍ନୟନ ମୂଳକ କାର୍ଯ୍ୟକରି ଜିଲ୍ଲା ପାଇଁ ସୁନାମ ଆଣି ଦେଉଛି । ବିଗତ ଦିନ ମାନଙ୍କରେ ଅନେକ ଜାତୀୟ ପୁରସ୍କାର ପାଇ ସାରା ରାଜ୍ୟରେ ଅଗ୍ରଣୀ ଜିଲ୍ଲା ଭାବରେ ନିଜକୁ ପ୍ରତିଷ୍ଠିତ କରାଇ ପାରିଛି । ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ

ସବଡେଗାଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼ (୧୭/୭) : ଆଜି ସବଡେଗା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ସୁନ୍ଦରଗଡ ଏସ.ପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ସାଧାରଣ ଲୋକଙ୍କ

ଷ୍ଟେଟ ବ୍ୟାଙ୍କ ବଜାର ଶାଖାରୁ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା ଉଠାଇ ନେଲା ଦୁର୍ବୃତ୍ତ : ତଦନ୍ତ ଦାବୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଜାଲ ଦସ୍ତଖତ କରି ୧୨ ହଜାର ଟଙ୍କା କେହି ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ କରିଛନ୍ତି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ରୁତୁଙ୍ଗିଆ ଅଞ୍ଚଳର ବିରସେନ ଦିଗାଲ ଏବ ତାଙ୍କ ସ୍ତ୍ରୀ ଶାନ୍ତି ଦିଗାଲ ।

ଜି.ଉଦୟଗିରି ଏନଏସି ଅଧ୍ୟକ୍ଷାଙ୍କ ହୃଦଘାତରେ ପରଲୋକ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଏନଏସି ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ର(୫୦) ଙ୍କ ସୋମବାର ଦିନ ୩ଟା ସମୟ ରେ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ହୃଦଘାତ ରେ ଦେହାନ୍ତ ହୋଇଥିବା ଜଣାପଡିଛି। ସେ କିଛି ଦିନ ହେଲା ସେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ

ଆଉଟସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ ଓ ନିୟମିତ ନିଯୁକ୍ତି ଦାବିରେ ଆରଡିସିଙ୍କ କାର୍ଯ୍ୟାଳୟ ଘେରାଉ

ବ୍ରହ୍ମପୁର : ରାଜ୍ୟ ସଂଘର ଡାକରା କ୍ରମେ ରାଜ୍ୟରେ ତିନୋଟି ଆରଡିସି ଙ୍କ କାର୍ଯ୍ୟଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର କାର୍ଯ୍ୟାଳୟ ଠାରେ ଦକ୍ଷିଣାଞ୍ଚଳ ରେ ୮ ଟି ଜିଲ୍ଲା ର ବିଭିନ୍ନ ବିଭାଗ ର ଶତାଧିକ ଆଉଟସୋର୍ସିଙ୍ଗ କର୍ମଚାରୀ ମାନେ ଏକ ବିଶାଳ

ନିଜକୁ ଡାକ୍ତର ପରିଚୟ ଦେଇ ରୋଗୀ ଚିକିତ୍ସା କରୁଥିବା ଢେଙ୍କାନାଳର ନକଲି ଡାକ୍ତରକୁ ବାନ୍ଧିଲା ଦିଗପହଣ୍ଡି ଥାନା ପୋଲିସ

ବ୍ରହ୍ମପୁର : ମାତ୍ର ଯୁକ୍ତ ଦୁଇ ପର୍ଯ୍ୟନ୍ତ ପାଠପଢି ନିଜକୁ ଦିଲ୍ଲୀ ଓ ଭୁବନେଶ୍ୱର ଏମ୍‌ସର ଅଭିଜ୍ଞ ଡାକ୍ତର କହି ରୋଗୀଙ୍କୁ କରୁଥିଲେ ଚିକିତ୍ସା। ବିଭିନ୍ନ ସ୍ଥାନରେ କ୍ଲନିକ କରି ରୋଗୀଙ୍କୁ ଦେଖି ରୋଜଗାର କରୁଥିଲେ ମୋଟା ଅଙ୍କର ଟଙ୍କା। ବିଳାସ ବେସନରେ କାଟୁଥିଲେ ଦିନ। ହେଲେ ହଠାତ୍