Sign in
Sign in
Recover your password.
A password will be e-mailed to you.
ପୁନର୍ବାସ କଲୋନୀର ସମସ୍ୟା ନେଇ ବିଏମସି କମିଶନରଙ୍କୁ ଦାବି ପତ୍ର
ବ୍ରହ୍ମପୁର : ପୁନର୍ବାସ କଲୋନି, ପ୍ରେମ ନଗର ୬ଷ୍ଠ ଗଳି ବାସିନ୍ଦା ଏବଂ ଆମ୍ ଆଦମୀ ପାର୍ଟି, ବ୍ରହ୍ମପୁରଙ୍କ ମିଳିତ ସହଯୋଗ ରେ ଏକ ଦାବିପତ୍ର ନିଗମ କମିଶନରଙ୍କୁ ପ୍ରଦାନ କରାଯାଇଥିଲା। ପ୍ରାୟ ଏକ ବର୍ଷ ପୂର୍ବେ ଏହି କଲୋନିରେ ବହୁ ବସ୍ତି ବାସିନ୍ଦା ଙ୍କୁ ଥଇଥାନ କରାଯାଇଥିଲା, କିନ୍ତୁ!-->…
ଭୁବନେଶ୍ୱରରେ ଖୋଲିଲା NCB ର ଅଫିସ
ଭୁବନେଶ୍ୱର : ଭୁବନେଶ୍ୱରରେ ଖୋଲିଲା ନାର୍କୋଟିକସ କଣ୍ଟ୍ରୋଲ ବ୍ୟୁରୋ-NCBର ଅଫିସ। ଭିଡ଼ିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।
ରାଜ୍ୟରେ ଡ୍ରଗସ୍ କାରବାର ଓ ଗଞ୍ଜେଇ ଚାଷ ନିୟନ୍ତ୍ରଣ ପାଇଁ ଏହା ସହାୟକ ହେବ ବୋଲି ଆଶା କରାଯାଉଛି। ଉତ୍ତର!-->!-->!-->…
ଓଟିପି ସେୟାରିଂ ମାମଲା: ଆସନ୍ତାକାଲିଠୁ ୫ ଦିନିଆ ରିମାଣ୍ଡରେ ଯିବ ପଠାଣିସାମନ୍ତ
ଭୁବନେଶ୍ୱର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ଅଭିଯୁକ୍ତ ପଠାଣିସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ । ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେବ ଏସଟିଏଫ। ରିମାଣ୍ଡ ସରିବା ପରେ ଝାରପଡା ଜେଲରେ ପଠାଣିସାମନ୍ତକୁ ଜେରା କରିବ ଏନଆଇଏ ।
ସୂଚନାଯୋଗ୍ୟ,!-->!-->!-->…
ନିଲମ୍ବନ ପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ
ଭୁବନେଶ୍ବର: ନିଲମ୍ବନ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ। ସେ କହିଛନ୍ତି ୨ ଦିନ ତଳେ ମୁଁ ନିଲମ୍ବନ ନୋଟିସ ପାଇଲି। ଦଳ ବିରୋଧୀ ପାଇଁ ମୋତେ ନିଲମ୍ବନ କରାଯାଇଛି। ମୁଁ କଂଗ୍ରେସ ପରିବାରର ଲୋକ। କଂଗ୍ରେସ ସ୍ୱାଧୀନତା!-->…
୪୮ ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏ ବର୍ଷିବ
ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି!-->…
ଶିକ୍ଷକ ନିଯୁକ୍ତି ଦାବି କରି ୪ କିଲୋମିଟର ଚାଲି ଚାଲି ଗଲେ ଛାତ୍ରଛାତ୍ରୀ
ବାରିପଦା: ୩୦୦ ପିଲାଙ୍କ ପାଇଁ ନାହାନ୍ତି ଆବଶ୍ୟକୀୟ ଶିକ୍ଷକ ଓ କର୍ମଚାରୀ । ଯାହାର ପ୍ରତିବାଦ କରି ଛାତ୍ରଛାତ୍ରୀ ଚାଲି ଚାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ସହ ତୁରନ୍ତ ଶିକ୍ଷକ ନିଯୁକ୍ତି କରିବାକୁ ଦାବି କରିଛନ୍ତି ।
ସୁବର୍ଣ୍ଣରେଖା ପ୍ରକଳ୍ପ ହାଇସ୍କୁଲର!-->!-->!-->…
ସିସୋର ଚିଟଫଣ୍ଡ ମାମଲା, ୧୯ଟି କେସକୁ ସ୍ୱତନ୍ତ୍ର ସିବିଆଇ କୋର୍ଟକୁ ସ୍ଥାନାନ୍ତରକୁ ହାଇକୋର୍ଟଙ୍କ ନା
କଟକ: କୋଟି କୋଟି ଟଙ୍କାର ଚିଟଫଣ୍ଡ କେଳେଙ୍କାରୀର ଅନେକ ମାମଲା ରାଜ୍ୟର ବିଭିନ୍ନ କୋର୍ଟରେ ଗଡ଼ୁଛି । ଏ ସମ୍ପର୍କିତ ୧୯ଟି ଅପରାଧିକ ମାମଲାକୁ ସ୍ୱତନ୍ତ୍ର ସିବିଆଇ କୋର୍ଟକୁ ସ୍ଥାନାନ୍ତର ପାଇଁ ହୋଇଥିବା ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି । ସିସୋର ସମ୍ପର୍କିତ ସମସ୍ତ!-->…
ଧରାପଡ଼ିଲେ ନକଲି ଡାକ୍ତର
ବ୍ରହ୍ମପୁର : ନିଜକୁ ଦିଲ୍ଲୀ ଏମସର ଡାକ୍ତର କହି ରୋଗୀ ଚିକିତ୍ସା କରୁଥିଲେ । ବେଶ ଦାମୀ ଡାକ୍ତର ବୋଲି ଲୋକେ ଭାବୁଥିଲେ । ୫ ମିନିଟ ଦେଖିବାକୁ ନେଉଥିଲେ ୩୦୦ ଟଙ୍କା । ହେଲେ ଖୋଲିଗଲା ସବୁ ଗୁମର । ନକଲି ରୋଗୀ ଖୋଲିଦେଲେ ନକଲି ଡାକ୍ତରଙ୍କ କଳାକାରନାମା । ନକଲି ଡାକ୍ତରଙ୍କୁ ଧରିବା ପାଇଁ!-->…
ମିଶନ ଶକ୍ତି ସଭାଗୃହ ଉଦ୍ଘାଟିତ
ନନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି ସଭାଗୃହକୁ ମାନ୍ୟବର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ । ଏହି ଅବସରରେ ସମ୍ମାନିତ ଅତିଥି ରୂପେ ନବରଙ୍ଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ!-->…
ମାର୍କେଟ ବିଲ୍ଡିଂ ବନ୍ଦ ନେଇ ସମୟ ମାଗିଲେ ବିଏମସି କମିଶନର : ଉଭୟ ପକ୍ଷରୁ ସହଯୋଗ କରିବାକୁ କଲେ ଅନୁରୋଧ
ଭୁବନେଶ୍ୱର:ମାର୍କେଟ୍ ବିଲ୍ଡିଂ ବନ୍ଦ ପ୍ରସଙ୍ଗରେ ସମୟ ମାଗିଲେ ବିଏମସି କମିଶନର । ଉଭୟ ପକ୍ଷଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କମିଶନର୍ ବିଜୟ ଅମୃତଲାଲ କୁଲାଙ୍ଗେ । ପୂର୍ବରୁ ୨ ଥର ମାର୍କେଟ୍ ବିଲ୍ଡିଂ କର୍ମକର୍ତାଙ୍କ ସହ ବୈଠକ ହୋଇଛି । ସେଠାରେ କିଛି ଆଇନଗତ ସମସ୍ୟା ଥିବାରୁ ଟିକେ ସମୟ!-->…