ବେଙ୍ଗାଲୁରୁରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ପରିବର୍ତ୍ତିତ ହେବ ୟୁପିଏର ନାମ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ବିରୋଧୀ ମେଣ୍ଟ ଦଳକୁ ଆଉ ୟୁନାଇଟେଡ୍‌ ପ୍ରୋଗ୍ରେ‌ସ୍‌ ଆଲିଆନ୍ସ (ୟୁପିଏ) କୁହାଯିବ ନାହିଁ। ମଙ୍ଗଳବାର ଦିନ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବାକୁ ଥିବା ମେଗା ବିରୋଧୀ ବୈଠକରେ ଦଳର ନୂତନ ନାମ ସ୍ଥିର ହେବାର ସମ୍ଭାବନା ରହିଛି। ଯେଉଁଥିରେ ୨୦ରୁ

ଛାତ ଉପରେ ସାଙ୍ଗସହିତ ଛିଡ଼ା ହୋଇଥିବା ବେଳେ ମହିଳାଙ୍କ ଉପରେ ପଡ଼ିଲା ଉଲକାପିଣ୍ଡ

ନୂଆଦିଲ୍ଲୀ: ନିକଟ‌ରେ ଜଣେ ମହିଳାଙ୍କ ସହିତ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏହି ମହିଳା ଜଣକ ଫ୍ରାନ୍ସରେ ବସବାସ କରନ୍ତି। ସେ ଛାତ ଉପରେ ଛିଡ଼ା ହୋଇ ସାଙ୍ଗଙ୍କ ସହିତ କଫି ପିଉଥିବା ବେଳେ ତାଙ୍କ ଉପରେ ଆକାଶରୁ ଏକ ଅଜଣାବସ୍ତୁ ଖସିପଡ଼ିଥିଲା। ଯାହାକୁ ଦେଖି ମହିଳା ଜଣକ ଆଶ୍ଚର୍ଯ୍ୟ

ସୀମା ହୈଦରଙ୍କୁ ଚେତାବନୀ, ୩ ଦିନ ମଧ୍ୟରେ ଭାରତ ଛାଡ

ନୂଆଦିଲ୍ଲୀ : ସୀମା ହୈଦରଙ୍କୁ ନେଇ ପୁଣି ବଢିଲା ବିବାଦ। ଅବୈଧ ଭାବେ ଭାରତ ପ୍ରବେଶକୁ ବିରୋଧ କଲା 'ଗୋ ରକ୍ଷା ହିନ୍ଦୁ ଦଳ'। 72 ଘଣ୍ଟା ମଧ୍ୟରେ ଦେଶ ଛାଡନ୍ତୁ କିମ୍ବା ଅନ୍ୟ କିଛି ଉପାୟ ବାହାର କରିବାକୁ ଚେତାବନୀ। ସଂଗଠନର ଜାତୀୟ ସଭାପତି ବେଦ ନାଗର ଏକ ଭିଡିଓ ଜାରି କରି କହିଛନ୍ତି ଯେ,

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଓ ଉପ ରାଜ୍ୟପାଳ ରାଜନୀତି କଳହରୁ ଊର୍ଦ୍ଧ୍ୱରେ ରହିବା ଉଚିତ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓ ଉପ ରାଜ୍ୟପାଳ ଭିକେ ସକ୍ସେନା ରାଜନୀତି କଳହରୁ ଊର୍ଦ୍ଧ୍ୱରେ ରହିବା ଉଚିତ। ସେମାନେ ଲାଗି ରହିଥିବା ଅଚଳାବସ୍ଥାକୁ ମିଳିତ ଭାବେ ଦୂର କରିବା ଦରକାର ବୋଲି ଆଜି ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। କେନ୍ଦ୍ର ସରକାର ଦିଲ୍ଲୀର

କଂଗ୍ରେସରୁ ସସପେଣ୍ଡ ପରେ ମୁହଁ ଖୋଲିଲେ ବିଧାୟକ ମହମ୍ମଦ ମୋକିମ୍‌

ଭୁବନେଶ୍ବର: ଓଡ଼ିଶା ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ବିରୋଧରେ ସ୍ବର ଉଠିଛି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳଙ୍କୁ ଶନିବାର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ନିଲମ୍ବନ ପରେ ପିସିସି ବିରୋଧରେ ଦଳର ନେତା ମୁହଁ ଖୋଲିଛନ୍ତି। ଦଳର

ଜଗତସିଂହପୁରରେ ଶରତଙ୍କ କୁଶପୁତ୍ତଳିକା ଦାହ

ଜଗତସିଂହପୁର: ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳ ନିଲମ୍ବିତ କରିଛି । ଶନିବାର ଦଳ ଉଭୟ ନେତାଙ୍କୁ କଂଗ୍ରେସରୁ ନିଲମ୍ବିତ କରିଥିବା ବେଳେ ରବିବାର କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିଛନ୍ତି କର୍ମୀ

୩୯ ଲକ୍ଷ ହଡ଼ପ ଅଭିଯୋଗରେ ବନ୍ଧା ହେଲେ ଫ୍ଲିପକାର୍ଟର ୩ କର୍ମଚାରୀ

ବୌଦ୍ଧ: ଫ୍ଲିପ୍‌କାର୍ଟରେ ଚାକିରି କରି କୌଶଳକ୍ରମେ କମ୍ପାନିରୁ ୩୯ ଲକ୍ଷ ଟଙ୍କା ଠକେଇ କରିଥିବା ତିନି ଜଣ ଠକ ଅଧକାରୀଙ୍କୁ ବୌଦ୍ଧ ପୁଲିସ ଗରିଫ କରିବାରେ ସଫଳ ହୋଇଛି। ଏନେଇ ଏସପି ରାଜ୍ ପ୍ରସାଦ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ଅଭିଯୁକ୍ତ ତିନି ଜଣ

ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ରହିଛି ଅପରାଧିକ ମାମଲା, ବିଜେଡିରେ ସର୍ବାଧିକ: ଏଡିଆର୍

ଭୁବନେଶ୍ୱର: ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ଅପରାଧିକ ମାମଲା ରହିଛି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମ୍ସ (ADR) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ, ଓଡ଼ିଶାର ୧୪୫ ବିଧାୟକଙ୍କ ମଧ୍ୟରୁ ୬୪ ଜଣ ସେମାନଙ୍କ ନାଁରେ ଅପରାଧିକ ମାମଲା ଥିବା ସତ୍ୟପାଠ ଦେଇଛନ୍ତି ।

ପୁରୀ ସମୁଦ୍ରରେ ବୁଡ଼ିଯାଉଥି ବେଳେ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ : ପୁରୀ ସମୁଦ୍ରରେ ଆଜି ବୁଡ଼ିଯାଉଥି ବେଳେ ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ ପୁରୀ ସମୁଦ୍ରର ୭ ନମ୍ବର ସେକ୍ଟରରେ ଆଜି ଅପରାହ୍ନରେ ଉକ୍ତ ପର୍ଯ୍ୟଟକ ଗାଧୋଉଥିଲେ । ହଠାତ୍‌ ସେ ଲହଡିରେ ଭାସିଯାଇ ବୁଡ଼ି ଯାଉଥିବା ବେଳେ ଜଣେ ଲାଇଫଗାର୍ଡ ତାଙ୍କୁ ଉଦ୍ଧାର

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ନିଃସର୍ତ୍ତ ନିୟୁଜ : ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଓ ଝାଡଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୨୦