Sign in
Sign in
Recover your password.
A password will be e-mailed to you.
ଦାଦାବଟି ପାଇଁ ବୋମାମାଡ଼ ଘଟଣା, ଗ୍ୟାଙ୍ଗ ମୁଖ୍ୟ ସହ ୫ ଗିରଫ
ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବୋମାମାଡ଼ର ୨୪ ଘଣ୍ଟାରେ ପୁରୀ ପୋଲିସ ବୋମାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି । ଗ୍ୟାଙ୍ଗର ମୁଖ୍ୟ ରାଜା ମଲ୍ଲିକଙ୍କ ସହ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୪ଟି ଅଫୁଟା ବୋମା, ୨ଟି ବାଇକ, ଗୋଟିଏ ମୋବାଇଲ୍ ଓ!-->…
CGL ପ୍ରଶ୍ନପତ୍ର ଡିଲ ବେଳେ ପୋଲିସର ରେଡ: ୧୦ ଦଲାଲ ଗିରଫ
ଜଳେଶ୍ୱର: ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଆୟୋଜିତ କମ୍ବାଇନ ଗ୍ରାଜୁଏଟ ଲେଭଲ ପ୍ରଶ୍ନପତ୍ର ଡିଲ ବେଳେ ଚଢ଼ାଉ । ସାଇବର ପୋଲିସ ଓ ତାଳସୀରରେ ମେରାଇନ ପୋଲିସର ୨୦ ଜଣିଆ ଟିମ ଦୀଘାର ଏକ ଘରୋଇ ହୋଟେଲରେ ଚଢାଉ କରିଥିଲା । ଚଢାଉ ବେଳେ ଜଣେ ମହିଳାଙ୍କ ସମେତ ୧୦ ଜଣ ଦଲାଲଙ୍କୁ ଅଟକ ରଖାଯାଇଛି ।!-->…
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ଆର୍ଡି ଜୁନିୟର କଲେଜ
ଭୁବନେଶ୍ୱର: ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ। ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଅନୁରୋଧ କ୍ରମେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି!-->…
ବିଜେପିରେ ମିଶିଲେ ଚିଲିକାର ବିଜେଡି ନେତା ଓ ଶତାଧିକ କର୍ମୀ
ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ବିଜେପିର ମିଶ୍ରଣ ପର୍ବ। ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ!-->…
୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଏବେ ତତ୍ପର ହୋଇଛି। ଏଥିଲାଗି ସାରାଦେଶରେ ବିଜେପିର ପ୍ରବାସ କାର୍ଯ୍ୟକ୍ରମ ଜାରି ରହିଛି। ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି।!-->…
ଚନ୍ଦ୍ରୟାନ-୩ ଟିମ୍ରେ ଓଡ଼ିଆ ପୁଅ ଶୁଭାଶିଷ
କେନ୍ଦ୍ରାପଡ଼ା: ଚନ୍ଦ୍ରୟାନ-୩ ଟିମ୍ରେ ଓଡ଼ିଆ ପୁଅ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ମୁକୁନ୍ଦପୁର ଗାଁର ଯୁବକ ଶୁଭାଶିଷ ସାମଲ ଚନ୍ଦ୍ରୟାନ-୩ରେ ସାମିଲ ହୋଇ ଚର୍ଚ୍ଚାକୁ ଆସିଛନ୍ତି । ଶୁଭାଶିଷ ଦୋହଳିସ୍ଥିତ ବିବି ମଡେଲ୍ ହାଇସ୍କୁଲରୁ ୨୦୦୯ରେ ମାଟ୍ରିକ୍ ପାସ କରିଥିଲେ । ଜଣେ!-->…
ସମ୍ବଲପୁର ଗସ୍ତରେ ୫ଟି ସଚିବ, ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ସମେଲେଇ ପ୍ରକଳ୍ପର କଲେ ସମୀକ୍ଷା
ସମ୍ବଲପୁର : ସମ୍ବଲପୁର ଗସ୍ତରେ ୫ ଟି ସଚିବ ଭିକେ ପାଣ୍ଡିଆନ୍ । ସମ୍ବଲପୁର ଗସ୍ତର ୨ୟ ଦିନରେ ଆଜି ସକାଳୁ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି । ଏହାସହ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି ।
ଡିସେମ୍ବର ସୁଦ୍ଧା ଏହି ପ୍ରକଳ୍ପ କାମ ଶେଷ ହେବ ବୋଲି!-->!-->!-->…
କଟକରେ ମୁକୁଳା ଡ୍ରେନ୍ ନେଲା ଜୀବନ, ୨୧ ବର୍ଷର ଯୁବକ ମୃତ
କଟକ: ପୁଣି ମୁକୁଳା ଡ୍ରେନ୍ ନେଲା ଜୀବନ । କଟକର ଝୋଳା ସାହିରେ ଶନିବାର ରାତିରେ ମୁକୁଳା ଡ୍ରେନରେ ଖସି ପଡ଼ି ୨୧ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନାଁ ରାହୁଲ । ଘର ରାଜସ୍ଥାନରେ ହୋଇଥିବା ବେଳେ ସେ କଟକର ଝୋଲାସାହିରେ ସମ୍ପର୍କୀୟଙ୍କ ସହ ରହୁଥିଲେ ।
ଗତକାଲି ପ୍ରବଳ!-->!-->!-->…
ମାଛଗାଁ କେନାଲ ବନ୍ଧରେ ଦୁଇଟି ଘାଇ, ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଣି
ଜଗତସିଂହପୁର ଜିଲ୍ଲାରେ ଦୁଇଟି ବଡ଼ ଘାଇ ହୋଇଥିବା ଯୋଗୁଁ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ ପାଣି ପଶିଯାଇଛି। । ଫଳରେ ଜଗତସିଂହପୁର କଟକ ମୁଖ୍ୟ ରାସ୍ତାରେ ଅଣ୍ଟାଏ ଉଞ୍ଚରେ ପାଣି ଲହଡ଼ି ଭାଙ୍ଗୁଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ତରିକୁନ୍ଦ ବଜାରର ଅଧିକାଂଶ ଦୋକାନରେ!-->…
ଭାରତ ପାଳି ଓ ୧୪୧ ରନ୍ରେ ବିଜୟୀ, ଅଶ୍ବିନଙ୍କୁ ୧୨ ୱିକେଟ୍
ରୋସେୟୁ : ପ୍ରଥମ ପାଳିରେ ୫ ୱିକେଟ୍ ସଫଳତା ପାଇଥିବା ରବିଚନ୍ଦ୍ରନ ଅଶ୍ବିନ ଦ୍ବିତୀୟ ପାଳିରେ ୭ ୱିକେଟ୍ ଅକ୍ତିଆର କରି ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତକୁ ପ୍ରଥମ ବିଜୟ ଭେଟି ଦେଇଛନ୍ତି। ଭାରତ ୪୨୧/୫ ରେ ଦ୍ବିତୀୟ ପାଳି ଘୋଷଣା କରିବା ପରେ ୱେଷ୍ଟଇଣ୍ଡିଜ ଦ୍ବିତୀୟ ପାଳି ୧୩୦ ରନ୍ରେ!-->…