Sign in
Sign in
Recover your password.
A password will be e-mailed to you.
ରାଜ୍ୟ ସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଭିକ୍ଟରୀ ଏକାଡେମୀର ବାଜିମାତ: ୧୩୫ଟି ପଦକ ସହ ହାସଲ କଲେ ‘ବିଜୟୀ କପ୍’
ବ୍ରହ୍ମପୁର/କଟକ : କଟକର ଜବାହାର ଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମଠାରେ ଅନୁଷ୍ଠିତ ପଞ୍ଚମ ଓଡ଼ିଶା ରାଜ୍ୟ ସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ‘ଭିକ୍ଟରୀ ଏକାଡେମୀ ମାର୍ଶଲ ଆର୍ଟ୍ସ’ ଏକ ବଡ଼ ସଫଳତା ହାସଲ କରିଛି। ତିନି ଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ଏକାଡେମୀର ଖେଳାଳିମାନେ!-->!-->!-->…
ପାଦରେ ଲେଖି ମାଟ୍ରିକ ପାସ କଲେ ଲକ୍ଷ୍ମୀ
ମାଲକାନଗିରି : ଗୋଡ଼ରେ ଲେଖି ମାଟ୍ରିକ ପାସ କଲେ ଲକ୍ଷ୍ମୀ । ପ୍ରମାଣ କରିଦେଲେ ଦୃଢ ଇଚ୍ଛା ଶକ୍ତି ଥିଲେ ବ୍ୟକ୍ତି କିଛି ବି କରିପାରେ । ପରୀକ୍ଷା ସମୟରେ ରାଜ୍ୟରେ ବେଶ ଚର୍ଚ୍ଚାରେ ଥିଲେ ମାଲକାନଗିରି ବନ୍ଦଗୁଡା ଗାଁର ଦିବ୍ୟାଙ୍ଗ ଝିଅ ଲକ୍ଷ୍ମୀ ଖେମୁଡୁ । ହାତ!-->…
ପୋଖରୀରେ ବୁଡ଼ି ଦୁଇ ନାବାଳିକା ମୃତ
ନୀଳଗିରି: ଦୁଇ ଭଉଣୀଙ୍କ ସଲିଳ ସମାଧି । ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ସାଆନ୍ତା ନିକଟ ଭୂଇଁପଡ଼ାରେ ଅଘଟଣ ଘଟିଛି। ମୃତକ ହେଲେ ଅନ୍ନପୂର୍ଣ୍ଣା ମଲ୍ଲିକ ଓ ଅନ୍ୟାସା । ଦୁଇ ଭଉଣୀ ପୋଖରୀରେ ଗାଧୋଉଥିବାବେଳେ ଗୋଡ ଖସିଯାଇଥିଲା । ବହୁ!-->…
ଦେଢଶୂର ଫାର୍ସା ଚୋଟରେ ଭାଇବୋହୂ ମୃତ
ବଣାଇ: ଦେଢଶୂର ଫାର୍ସା ଚୋଟରେ ଭାଇବୋହୂର ମୃତ୍ୟୁ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜୀବିକା ଗାଁରେ ହତ୍ୟାକାଣ୍ଡ । ମୃତକ ହେଲେ ଜୟନ୍ତୀ କିଷାନ । ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା । ଗତକାଲି ସନ୍ଧ୍ୟାରେ ବଚସା ହୋଇଥିଲା । ଏଥିରେ ରାଗିଯାଇ ଦେଢଶୂର ପରଦେଶୀ ଭାଇବୋହୂକୁ!-->…
୧୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଜବତ
ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା । ୧୦୦ କୋଟି ଟଙ୍କାର ଗଞ୍ଜେଇ ତେଲ ଜବତ । ଚିତ୍ରକୋଣ୍ଡା ଥାନା ଏସ୍ ଆର୍ ଛକରୁ ୨ ଲିଟର ଗଞ୍ଜେଇ ତେଲ ଜବତ କରିଛି ମାଲକାନଗିରି ପୋଲିସ । ଜବତ ଗଞ୍ଜେଇ ତେଲର ଆନୁମାନିକ ମୂଲ୍ୟ ପ୍ରାୟ ୧୦୦ କୋଟି ଟଙ୍କା ହେବ। ଚିତ୍ରକୋଣ୍ଡା ଅଞ୍ଚଳର ଏକ!-->…
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କଲେଜ କର୍ତ୍ତୃପକ୍ଷ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ
ଭୁବନେଶ୍ବର: ହଷ୍ଟେଲ ଭିତରେ ଛାତ୍ରଙ୍କ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭୁବନେଶ୍ବରର ଏକ ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ବିଶ୍ବାସ ସ୍ବାଇଁ । ସେ ବିଟେକ୍ ପଢ଼ୁଥିଲେ । ଛାତ୍ରଙ୍କ ମୃତ୍ୟୁ ପରେ କଲେଜ ନାଁରେ!-->…
୫୮୮ ମାର୍କ ରଖି ପାଇପ୍ ମିସ୍ତ୍ରୀଙ୍କ ପୁଅ ହେଲେ ମାଟ୍ରିକ ଟପ୍ପର
ସୋର: ପାଇପ ମିସ୍ତ୍ରୀଙ୍କ ପୁଅ ହେଲେ ରାଜ୍ୟର ମାଟ୍ରିକ ଟପ୍ପର । ମୟୂରଭଞ୍ଜ ବାରିପଦା ପୌରପାଳିକା ମଧୁବନ ଅଞ୍ଚଳର ପାର୍ଥସାରଥୀ ମହାନ୍ତ ହୋଇଛନ୍ତି ରାଜ୍ୟ ଟପ୍ପର । ମୋଟ ୬୦୦ ମାର୍କରୁ ୫୮୮ ମାର୍କ ରଖିଛନ୍ତି ପାର୍ଥସାରଥୀ । ପରୀକ୍ଷା ପାଇଁ ପ୍ରତିଦିନ ସେ ୫ ରୁ ୬ ଘଣ୍ଟା ଧରି ଅକ୍ଲାନ୍ତ!-->…
କାନ୍ଥ ଭୁଶୁଡ଼ି ୩୦ ଆହତ, ୧୫ ଜଣଙ୍କ ଅବସ୍ଥା ଗୁରୁତର
ବଣାଇ: ମାଟି କାନ୍ଥ ଭୁଶୁଡ଼ି ୩୦ ଆହତ। ୧୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ବାନେଇକେଲା ଗାଁରେ ଅଘଟଣ ଘଟିଛି। ଗାଁରେ ଅଷ୍ଟପ୍ରହରୀ ନାମଯଜ୍ଞ ଚାଲିଥିବାବେଳେ କାନ୍ଥ ଭୁଶୁଡି ପଡିଥିଲା । ୩୦ ଜଣ ଆହତ ହୋଇଥିଲେ। ୨୦ ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ!-->…
ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ, ଅନେକ ଧନ ଜୀବନ ହାନି
ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ । କେଉଁଠି ବର୍ଷାରେ ଭାଙ୍ଗିଛି ଘର ତ କେଉଁଠି ପବନରେ ଉଡ଼ିଲାଣି ଚାଳଛପର। ବୌଦ୍ଧ ଜିଲ୍ଲା କଣ୍ଟାମାଳର ବିଭିନ୍ନ ଅଂଚଳରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଜୋରରେ ପବନ ସହ ବର୍ଷା ହେବାରୁ କିଛି ଘର!-->…
ଜି.ଉଦୟଗିରି ରେ ଚାଞ୍ଚଲ୍ୟ : ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର ହତ୍ୟା ସନ୍ଦେହ….!
ହତ୍ୟା ଘଟଣା କୁ ପୋଲିସ ଅପମୃତ୍ୟୁ ମାମଲା କରିବା ପଛରେ ରହସ୍ୟ କଣ….?ଭୁବନେଶ୍ୱର / ବାଲିଗୁଡା : କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି ବ୍ଲକ ଗ୍ରେ ସିଙ୍ଗିଆ ପଞ୍ଚାୟତ ଡ଼କ ରିଙ୍ଗିଆ ଗ୍ରାମ ନିକଟସ୍ଥ ଜଙ୍ଗଲ ରୁ ଏକ ଯୁବକର ଗଳିତ ଶବ ଠାବ ହୋଇଛି। ଗାଁ ଲୋକେ ମୃତ ଦେହ ଦେଖି ମୃତକ ଙ୍କ ଘର ଲୋକଙ୍କୁ!-->…