Sign in
Sign in
Recover your password.
A password will be e-mailed to you.
ପୂର୍ବତନ ବିଧାୟକ ଆଜମ ଖାନଙ୍କୁ ଝଟକା; ହଟିଲା Y କାଟାଗୋରି ସୁରକ୍ଷା
ନୂଆଦିଲ୍ଲୀ : ପୂର୍ବତନ ବିଧାୟକ ଆଜମ ଖାନଙ୍କ Y କାଟାଗୋରି ସୁରକ୍ଷା ହଟାଇଦେଲେ ଉତ୍ତରପ୍ରଦେଶ ସରକାର। ଏଥିସହ ଆଜମ ଖାନଙ୍କ ସୁରକ୍ଷାରେ ନିୟୋଜିତ ଥିବା ସୁରକ୍ଷା କର୍ମୀଙ୍କୁ ପୁଲିସ୍ ମୁଖ୍ୟାଳୟକୁ ଫେରାଇ ନିଆଯାଇଛି।ରାମପୁରର ହିଂସା ତଥା ଘୃଣା ଭାବନାକୁ ଉସୁକାଇବା ପରି ଭାଷଣ ଦେବା ଅଭିଯୋଗରେ!-->…
କ୍ରାଇମବ୍ରାଞ୍ଚ ଚାର୍ଜସିଟ ଏକ ରଦ୍ଦି କାଗଜ: ସୁରେଶ ପୂଜାରୀ
ସମ୍ବଲପୁର: ନବ ଦାସ ହତ୍ୟା ମାମଲାରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ଗୋପାଳ ଦାସକୁ ମୁଖ୍ୟ ଅଭିଯୁକ୍ତ ବୋଲି ସାବ୍ୟସ୍ତ କରି ସେହିଠାରେ ହିଁ ତଦନ୍ତ ସାରି ଦେଇଛି କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ୫୦୦ ପୃଷ୍ଠାର ଚାର୍ଜସିଟକୁ ନେଇ ଏମିତି ପ୍ରତିକ୍ରିୟା ରଖିଛି!-->…
ଜାମିନ ପାଇଁ ସୁପ୍ରିମକୋର୍ଟ ଗଲେ ମନିଷ ସିସୋଦିଆ; ସିବିଆଇ, ଇଡିଙ୍କୁ ନୋଟିସ୍
ନୂଆଦିଲ୍ଲୀ : ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ମନିଷ ସିସୋଦିଆ ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାର ଶୁଣାଣି କରି ଇଡି ଓ ସିବିଆଇଙ୍କୁ ନିଜ ପକ୍ଷ ରଖିବାକୁ ନୋଟିସ ଜାରି କରିଛନ୍ତି ସୁପ୍ରିମକୋର୍ଟ ।ଜଷ୍ଟିସ ସଞ୍ଜୀବ ଖନ୍ନା,!-->…
ନବ ଦାସଙ୍କୁ ହତ୍ୟା କରବା ପାଇଁ ସମଲେଇଙ୍କ ପାଖେ ଶପଥ ନେଇଥିଲା ଗୋପାଳ ଦାସ
ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲା ଚାର୍ଜସିଟରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ନବ ହତ୍ୟା ମାମଲାରେ ୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କୋର୍ଟରେ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଏହି ଚାର୍ଜସିଟରେ ବେଶ ଗପ ଶୁଣାଇଛି । ନବଙ୍କୁ ହତ୍ୟା ପାଇଁ ଗାେପାଳ ଦାସ ଶପଥ ନେଇଥିଲା ।!-->…
ମାମଲା ଫଇସଲା କରିବାରେ ଓଡ଼ିଶା ହାଇକୋର୍ଟଙ୍କ ରେକର୍ଡ
କଟକ: ମାମଲା ଫଇସଲା କରିବାରେ ଓଡ଼ିଶା ହାଇକୋର୍ଟଙ୍କ ରେକର୍ଡ । ୨୦୨୧ ଓ ୨୦୨୨ ତୁଳନାରେ ଚଳିତବର୍ଷ ଅଧିକ ମାମଲାର ଫଇସଲା କରିଛନ୍ତି ହାଇକୋର୍ଟ । ଜାନୁଆରୀରୁ ଜୁନ ମାସର ତଥ୍ୟ ଅନୁସାରେ ମାମଲା ଫଇସଲା ହାର ବୃଦ୍ଧି ହୋଇଥିବା ଜଣାପଡ଼ିଛି । ୨୦୨୧ର ପ୍ରଥମ ୬ ମାସରେ ୪୨ ହଜାର ୨୭୮ଟି ମାମଲା ରୁଜୁ!-->…
କୁନୋ ଜାତୀୟ ଉଦ୍ୟାନରେ ଗଲା ଆଉ ଏକର ଚିତାର ଜୀବନ, ୫ ମାସରେ ୮ଟି ମଲେଣି
ଜୁନୋ : ମଧ୍ୟ ପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଶୁକ୍ରବାର ଆଉ ଏକ ଚିତା ବାଘର ମୃତ୍ୟୁ ଘଟିଛି। ତା’ ନାଁ ସୂରଜ। ଏହା ସହିତ ଗତ ୫ ମାସରେ ଏଠାରେ ୩ଟି ଶାବକ ସମେତ ୮ଟି ଚିତା ବାଘର ମୃତ୍ୟୁ ଘଟିଛି। ଏହା ପୂର୍ବରୁ ଗତ ମଙ୍ଗଳବାର ଏଠାରେ ତେଜସ ନାମକ ଏକ ଚିତା ବାଘର ମୃତ୍ୟୁ ଘଟିଥିଲା।ସୂରଜର!-->…
ବାହାନଗା ଟ୍ରେନ ଟ୍ରାଜେଡି: ଆଉ ୧୦ ରେଳବାଇ କର୍ମଚାରୀଙ୍କୁ ସମନ
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ଜେରା ଜୋରଦାର କରିଛି ସିବିଆଇ । ୩ ଜଣ କର୍ମଚାରୀଙ୍କୁ ଗିରଫ କରି ଦୁଇ ଦୁଇଥର ରିମାଣ୍ଡରେ ନେଇ ଘନଘନ ଜେରା କରୁଛି ସିବିଆଇ । ଏବେ ଆହୁରି ୧୦ ରେଳବାଇ କର୍ମଚାରୀଙ୍କୁ ସମନ କରାଯାଇଛି । ଖୁବଶୀଘ୍ର ସେମାନେ ହାଜର ହୋଇ ନିଜର ପକ୍ଷ ରଖିବେ ।!-->…
ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ
ପୁରୀ : ଭଙ୍ଗାଯାଉଛି ୩ ରଥ। ଆଜିଠାରୁ ତିନି ରଥ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଇଛି । ଏହା ପରେ ସବୁ ଅଂଶକୁ ଭଙ୍ଗା ଯିବ। ପ୍ରଥମେ ଦେବୀ!-->…
୯ ଦିନ ପରେ ପୁରୀରୁ ଉଦ୍ଧାର ହେଲେ ନିଖୋଜ ଛାତ୍ର ଯୋଗେଶ
ଭୁବନେଶ୍ୱର: ରାଜଧାନୀ ମୈତ୍ରୀ ବିହାରରୁ ୧୬ ବର୍ଷର ପିଲା ନିଖୋଜ ଘଟଣା। ମିଳିଲା ନିଖୋଜ ଛାତ୍ର ଯୋଗେଶ ବାଲାଜୀ ଲିଙ୍ଗାଡ଼ିଙ୍କ ସନ୍ଧାନ। କମିଶନରେଟ ପୋଲିସର ସ୍ୱତନ୍ତ୍ର ଅପରେସନ ଦ୍ୱାରା ପୁରୀ ଜିଲ୍ଲା ଜେନାପୁର ଅଞ୍ଚଳରୁ ଦଶମ ଶ୍ରେଣୀ ଛାତ୍ର ଯୋଗେଶଙ୍କୁ ଉଦ୍ଧାର କଲା ମୈତ୍ରୀ ବିହାର!-->…
ଇତିହାସ ରଚିଲା ଇସ୍ରୋ, ଚନ୍ଦ୍ରଯାନ-3ର ସଫଳ ଉତକ୍ଷେପଣ
ହାଇଦ୍ରାବାଦ : ଚନ୍ଦ୍ରପୃଷ୍ଠକୁ ଯାତ୍ରା ଆରମ୍ଭ କଲା ଚନ୍ଦ୍ରଯାନ-3। ଇସ୍ରୋର ବହୁ ପ୍ରତୀକ୍ଷିତ ମୁନ୍ ମିଶନ ଚନ୍ଦ୍ରଯାନ-3ର ଉତକ୍ଷେପଣ ସଫଳ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାବନ ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ରକେଟର ଉତକ୍ଷେପଣ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଦିନ!-->…