ସହକାରୀ ନିର୍ଦ୍ଦେଶକ ବିଧି ଭାବରେ ନିଯୁକ୍ତି ପାଇଲେ
ଵିଜୟ ଲଷ୍ମୀ

ଫୁଲବାଣୀ : ଓଡ଼ିଶା ସରକାରଙ୍କ ଗୃହ ବିଭାଗରେ ସହକାରୀ ନିର୍ଦ୍ଦେଶକ ବିଧି ଭାବରେ ନିଯୁକ୍ତି ପାଇଛନ୍ତି ଫୁଲବାଣୀ ଓକିଲ ସଂଘର ସଦସ୍ୟା ବିଜୟ ଲଷ୍ମୀ ଭୋଇ। ସୂଚନା ଅନୁସାରେ ଏହି ପଦବୀଟି ନୂତନ ଭାବରେ ସୃଷ୍ଟି କରାଯାଇଅଛି l ୯୦ଟି ପଦଵୀ ପାଈଁ ପରୀକ୍ଷା କରାଯାଇଥିଲା l ସେଥିମଧ୍ୟରୁ ୬୨ ଜଣ

ସୁଚନା ଅଧିକାର ଆଇନ ତଥ୍ୟର ମହାଖୁଲାସା : ଦାରିଙ୍ଗିବାଡି ସମବାୟ ସମିତି ଲିଃ ବୋର୍ଡ ମେମ୍ବର ନିର୍ବାଚନ ରେ ବ୍ୟାପକ…

ବାଲିଗୁଡା, କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗିବାଡି ବୃହଦାକାର ସମବାୟ ସମିତି ନିର୍ବାଚନ ରେ ବ୍ୟାପକ ଅନିୟମିତତା ସହ ଜାଲିଆତି କରି ନିର୍ବାଚନ ରେ ଜିତି ବୋର୍ଡ ମେମ୍ବର ହୋଇଥିବା ନେଇ ଅଭିଯୋଗ ଆସୁଥିବା ବେଳେ ଏ ନେଇ କୌଣସି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ

୧୭ ଯାଏ ପଛୁଆ ବର୍ଗ ସର୍ଭେର ସଂଶୋଧନ

ମାଲକାନଗିରି (୧୩/୦୭) : ଜିଲ୍ଲାର ପଛୁଆ ବର୍ଗ ସର୍ଭେରେ ସାମିଲ ଲୋକେ ଆସନ୍ତା ୧୭ ତାରିଖ ଯାଏ ନିଜେ ଦେଇଥିବା ତଥ୍ଯ କୁ ସଂଶୋଧନ କରିପାରିବେ। ଏଥି ନିମନ୍ତେ ସଂଶୋଧନ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ପଛୁଆବର୍ଗ ଆୟୋଗଙ୍କ ତରଫରୁ ଏକ ସ୍ବତନ୍ତ୍ର ସଂଖ୍ୟା ଏବଂ ୱେବ୍ ଲିଙ୍କ ସର୍ଭେ ତଥ୍ଯ ପ୍ରଦାନ

ମୁମ୍ବାଇରେ ଶ୍ରମିକର ଦୁଇ ହାତକଟା ଘଟଣା : ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ରିପୋର୍ଟ ତଲବ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଡହଲପଡ଼ି ର ଜଣେ ଶ୍ରମିକ କାମ କରିବା ପାଇଁ ମୁମ୍ବାଇ ଯାଇଥିବା ବେଳେ ସେଠାରେ ଦୁଇ ହାତ କଟି ଘରକୁ ଫେରିବା ଘଟଣା ଦିନକୁ ଦିନ ଜଟିଳ ହେବା ରେ ଲାଗିଛି। ଘଟଣା ସଂପର୍କରେ ନୂଆଦିଲ୍ଲୀ ସ୍ଥିତ ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ପକ୍ଷରୁ

ମୁଖ୍ୟ ଶାସନ ସଚିବ ଓ ରେଳବାଇ ବୋର୍ଡ ଅଧ୍ୟକ୍ଷଙ୍କୁ ରିପୋର୍ଟ ତଲବ କଲେ ଜାତୀୟ ମାନବାଧିକାର କମିଶନ

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ ନୋଟିସ ଜାରି କରିଛନ୍ତି। ଜାତୀୟ ମାନବାଧିକାର କମିଶନ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଓ ରେଳବାଇ ବୋର୍ଡ ଅଧ୍ୟକ୍ଷଙ୍କୁ ଆକ୍ସନ ଟେକେନ୍ ରିପୋର୍ଟ ତଲବ କରିଛନ୍ତି। ଉଭୟଙ୍କୁ ୪ସପ୍ତାହ ଭିତରେ ରିପୋର୍ଟ

୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ଜସେଲମେରରୁ ବାହାରି ଦିଲ୍ଲୀ, ଲକ୍ଷ୍ନୌ, ମୁଜ଼ାଫରପୁର ଏବଂ ପଶ୍ଚିମବଙ୍ଗର ବାଲୁରଘାଟରୁ ଉତ୍ତର-ପୂର୍ବ-ଦିଗରେ ଆସାମ ମଧ୍ୟଦେଇ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି। ଅନ୍ୟପକ୍ଷରେ ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି

ଚଢ଼ା ଦରରେ ବିଦେଶୀ ମଦ ବିକ୍ରି ଅଭିଯୋଗ…!

ହିଞ୍ଜିଳିକାଟୁ ୧୩।୭ ହିଞ୍ଜିଳିକାଟୁ ପୌରପରିଷଦ ମୁଖ୍ୟ ଵଜାର ରେ ଥିବା ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରେ ଚଢ଼ା ଦରରେ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଏଥିସହ ଖୁଲମଖୁଲା ବେଆଇନ ବିଦେଶୀ ମଦ ଚୋରା ଚାଲାଣ ହେଉଥିବାରୁ ଦୋକାନ ମାଲିକ ଓ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ

କ୍ୟାରିଅର କାଉନସେଲିଂ ସଚେତନତା କାର୍ଯ୍ୟକ୍ରମ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ଏ. ଏମ. ସି. ଏସ ମହାବିଦ୍ୟାଳୟ ରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱ ରେ କ୍ୟାରିୟର କାଉ ନସେଲିଂ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି, ଜିଲ୍ଲା ଶିଳ୍ପ କେନ୍ଦ୍ର ଫୁଲବାଣୀ ତରଫରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା,

୨ ଦିନିଆ ଫ୍ରାନ୍‌ସ୍‌ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଫ୍ରାନ୍‌ସ୍‌ର ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍ରୋନ୍‌ଙ୍କ ନିମନ୍ତ୍ରଣକ୍ରମେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ଦିନିଆ ଫ୍ରାନ୍‌ସ୍‌ ଗସ୍ତରେ ଯାଇଛନ୍ତି। ଜୁଲାଇ ୧୪ ତାରିଖ ଦିନ ସେ ବାର୍ଷିକ ‘ବାଷ୍ଟିଲ୍‌ ଡେ’ ପରେଡ୍‌’ରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ଏହି ପରେଡ୍‌ରେ