ଇଲେକ୍ଟ୍ରୋନିକ୍ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଉପଦେଷ୍ଟା କନ୍ଧମାଳ ଗସ୍ତ

ଫୁଲବାଣୀ : ଓଡ଼ିଶା ସରକାରଙ୍କର ଇଲେକ୍ଟ୍ରୋନିକ୍ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ମାନ୍ୟବର ଉପଦେଷ୍ଟା ଅନୁଭବ ପଟ୍ଟନାୟକଙ୍କ ଗସ୍ତର ଦ୍ଵିତୀୟ ଦିନରେ ବାଲିଗୁଡ଼ା, କେ. ନୂଆଗାଁ ଓ ଫିରିଙ୍ଗିଆ ବ୍ଳକ କାର୍ଯ୍ୟାଳୟ ରେ ଥିବା ମୋ ସେବା କେନ୍ଦ୍ର, ଓୱାନ୍ କକ୍ଷ, ଭିସି ହଲ୍, ଆଧାର କେନ୍ଦ୍ର

ନକଲି ଗୁଟଖା କାରଖାନାର ପେଣ୍ଠସ୍ଥଳୀ ବ୍ରହ୍ମପୁର

ଅନେକ ଦିନର ନୀରବତା ପରେ ହୋଇଛି ଚଢ଼ାଉ ବ୍ରହ୍ମପୁର : ନକଲି ଗୁଟଖା କାରଖାନା କୁ ଠାବ କରିବା ଲାଗି ପୁଣିଥରେ ପୋଲିସ ର ଆରମ୍ଭ ହେଲା ଧଡ ପଗଡ। ବ୍ରହ୍ମପୁର ବଡ଼ ବଜ଼ାର ଜେନା ସାହି ରେ ଆଖପାଖ ଅଞ୍ଚଳରୁ ଆତ୍ମ ଗୋପନ କରିଥିବା ଗୁଟଖା ମାଫିଆ ମାନେ ପୋଲିସ କୁ ଚକ୍ମମା ଦେଇ ଗ୍ରାମାଞ୍ଚଳ ରେ

ମୋ ଘର ଯୋଜନାର ଶୁଭାରମ୍ଭ ଓ ପ୍ରଥମ କିସ୍ତି ବଣ୍ଟନ

ଛତ୍ରପୁର(୧୨/୦୭) : ଗଞ୍ଜାମ ଜିଲ୍ଲାରେ ମୋ ଘର ଯୋଜନାରେ ନୂତନ ଗୃହ ନିର୍ମାଣ ସକାଶେ ଆବେଦନ କରିଥିବା ହିତାଧିକାରୀଙ୍କୁ ବ୍ୟାଙ୍କ ଋଣ ସହିତ ସରକାରଙ୍କ ସବସିଡି ରାଶିକୁ ପ୍ରଦାନ କରାଯିବI କାର୍ଯ୍ୟକ୍ରମ ବୁଧବାର ଆରମ୍ଭ କରାଯାଇଅଛି | ଗଞ୍ଜାମ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷ ଠାରେ

୬୬୨ ଜଣ ଅଧ୍ୟାପକ ଓ କର୍ମଚାରୀଙ୍କ ଶୋଭାଯାତ୍ରା

ଫୁଲବାଣୀ : ନିଖିଳ ଓଡ଼ିଶା ୬୬୨ (+୨ ଓ +୩) ସରକାରୀ ଅଧ୍ୟାପକ କର୍ମଚାରୀ ସଂଘ କନ୍ଧମାଳ ଶାଖା ନିଜର ୪ ଦଫା ଦାବି ପତ୍ର ନେଇ ଏକ ଶୋଭା ଯାତ୍ରାରେ ଯାଇ ଜିଲ୍ଲା କାର୍ଯ୍ୟାଳୟରେ ପହଞ୍ଚି ନିଜର ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳଙ୍କୁ ପ୍ରଦାନ କରିଛି । ସୂଚନା ଯୋଗ୍ୟ ଯେ ଦୀର୍ଘ ୧୫୦ ଦିନ ହେଲା

ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ସରକାରୀ ଅନୁଷ୍ଠାନରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ କର୍ମଚାରୀମାନେ କଳା ବ୍ୟାଚ ପରିଧାନ…

ଦାରିଙ୍ଗବାଡ଼ି,(୧୨/୭) : ରାଜ୍ୟ ସରକାର ଆଉଟସୋର୍ସିଙ୍ଗ କର୍ମଚାରୀ ମାନଙ୍କ ଦାବୀକୁ ଆଲୋଚନା କରିବା ପାଇଁ ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘର ରାଜ୍ୟ ନେତୃତ୍ଵଙ୍କୁ ବାରମ୍ବାର ପ୍ରତିଶ୍ରୁତି ଦେଇମଧ୍ୟ ପ୍ରତିଶ୍ରୁତି ରଖି ପାରି ନଥିବାରୁ ଓଡିଶା ସରକାରୀ ଆଉଟସୋର୍ସିଙ୍ଗ

ଆଉଟସୋର୍ସିଙ୍ଗ କର୍ମଚାରୀ ମାନଙ୍କ କଳାବ୍ୟାଚ ଆଜି ତୃତୀୟ ଦିନରେ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ବିଭିନ୍ନ ସରକାରୀ ଦପ୍ତରରେ କାର୍ଯ୍ୟରତ୍ତ ଥିବା ସବୁ ବର୍ଗର ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନଙ୍କ କଳା ବ୍ୟାଚ ପରିଧାନ ଆଜି ତୃତୀୟ ଦିନରେ ପହଞ୍ଚି ସାରିଛି | ଜିଲ୍ଲା ଠାରୁ ଆରମ୍ଭ କରି ଗୋଟିଏ ଉପଖଣ୍ଡ ଏବଂ 12 ଗୋଟି ବ୍ଲକରେ କାର୍ଯ୍ୟରତ୍ତ ଥିବା ବିଭିନ୍ନ ବର୍ଗର

ଗୁଳିମାଡ଼ରେ ବାପା ମୃତ, ଝିଅ ଗୁରୁତର

ବ୍ରହ୍ମପୁର: ଝିଅର ଶାଶୂ ଘରକୁ ଯାଇଥିବା ବାପାଙ୍କର ଗୁଳିମାଡ଼ରେ ମୃତ୍ୟୁ ହୋଇଛି। ଗଂଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ବିଜୟ ବେହେରା (୬୨)। ଏହି ଗୁଳିମାଡ଼ର ଶିକାର ହୋଇଥିବା ଝିଅଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ

ଓଡ଼ିଶାରେ ମିଶନ ଶକ୍ତି ଅଭିଯାନ ବନ୍ଦ କରିବାକୁ ବିଜେପିର ଷଡଯନ୍ତ୍ର: ବିଜେଡିି

ଭୁବନେଶ୍ୱର, : ମିଶନ ଶକ୍ତି ଅଭିଯାନ ଯୋଗୁଁ ଓଡ଼ିଶାର ୭୦ ଲକ୍ଷ ମହିଳା କିପରି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ଏବଂ ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ନିଜର ଯୋଗଦାନ ଦେଇ ପାରୁଛନ୍ତି, ତାହା ଆଜି ସାରା ବିଶ୍ୱ ଦେଖୁଛି। ଓଡ଼ିଶାରେ ମହିଳା ସଶକ୍ତିକରଣର ଏହି ସଫଳ ଅଭିଯାନ ଆଜି ସବୁରି

ପ୍ରତି ମାସରେ ବରିଷ୍ଠ ଅଧିକାରୀ ବିଭିନ୍ନ ଡିସକମ୍ ବୁଲି ‘ଟାଟା ପାୱାର’ କାର୍ଯ୍ୟର ସମୀକ୍ଷା କରିବେ: ଓଇଆରସି

ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍‌ ବିଭ୍ରାଟ ନେଇ ଆସନ୍ତା ବର୍ଷ ଯେପରି ଏ ବର୍ଷ ଭଳି ଅବସ୍ଥା ନ ହୁଏ ସେନେଇ ଓଇଆରସି ତାଗିଦ୍‌ କରିଛି। ଟାଟା ପାୱାରର ବାର୍ଷିକ ପ୍ରଦର୍ଶନୀ ସମୀକ୍ଷା ପରେ ଓଇଆରସି ପକ୍ଷରୁ ସେବା ସୁଧାରିବାକୁ କହାଯାଇଛି । ଓଇଆରସି ନିର୍ଦ୍ଦେଶକ ପ୍ରିୟବ୍ରତ ପଟ୍ଟନାୟକ କହିଛନ୍ତି

କନ୍ଧମାଳ ବରିଷ୍ଠ ନାଗରିକଙ୍କ ସଂଘ ପକ୍ଷରୁ ଜୁଲାଇ ୧୬ତାରିଖ ମେଗା ସ୍ୱାସ୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାକୁ ଦୃଷ୍ଟିରେ ରଖି ବରିଷ୍ଠ ନାଗରିକ ସଂଘ କନ୍ଧମାଳ ପକ୍ଷରୁ ବିଜୁ କଲ୍ୟାଣ ମଣ୍ଡପ ଫୁଲବାଣୀ ଠାରେ ଏକ ମାଗଣା ମେଗା ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇଛି। ଜୁଲାଇ ୧୬ତାରିଖ ରବିବାର ଦିନ ଭୁବନେଶ୍ୱର କଳିଙ୍ଗ ହସପିଟାଲ ପକ୍ଷରୁ ଅଭିଞ