Sign in
Sign in
Recover your password.
A password will be e-mailed to you.
ଗ୍ରାମାଞ୍ଚଳର ବିକାଶ ବିଜେପି ସହ୍ୟ କରି ପାରୁନାହିଁ: ବିଜେଡି
ଭୁବନେଶ୍ୱର: ଯେତେବେଳେ ରାଜ୍ୟ ସରକାର ଓଡ଼ିଶାର ଗ୍ରାମାଞ୍ଚଳରେ ଥିବା ପ୍ରତ୍ୟେକ ପଞ୍ଚାୟତର ରୂପାନ୍ତୀକରଣ, ଡିଜିଟାଲ ଭିତ୍ତିଭୂମିର ବିକାଶ ଏବଂ ସର୍ବୋପରି ଜଗନ୍ନାଥ ସଂସ୍କୃତି ଓ ଐତିହ୍ୟର ସଂସ୍ଥାପନା ଲାଗି ଐତିହାସିକ ପଦକ୍ଷେପ ନେଉଛନ୍ତି ଓଡ଼ିଶା ବିଜେପି ଏଥିରେ ବି ରାଜନୀତି କରିବାକୁ!-->…
ବାହାନଗା ଟ୍ରାଜେଡି: ଗିରଫ ୩ କର୍ମଚାରୀଙ୍କ ସମେତ ୭ ସସ୍ପେଣ୍ଡ
ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ୭ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍) ଅନୀଲ କୁମାର ମିଶ୍ରା ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ସିବିଆଇ ଗିରଫ କରିଥିବା ୩ ଜଣ!-->!-->!-->…
ଲେଫ୍ରିପଡ଼ାଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼ ୧୦/୭/୨୩ : ଆଜି ଲେଫ୍ରିପଡ଼ା ବ୍ଲକ ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ସାଧାରଣ!-->…
5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: 5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର । ୨୦ କୋଟି ଟଙ୍କା ମଞ୍ଜୁର । କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ!-->…
ବନ୍ଦ ଘରୁ ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବ୍ରହ୍ମପୁର : ବ୍ୟାଙ୍କ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ପୋଲସରା ରାଜବଙ୍ଗଳା ସାହି ନିକଟ ଏକ ବନ୍ଦ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ପୋଲସରା ବ୍ୟାଙ୍କ ଅଫ ବରୋଦାର ଫିଲଡ଼ ଅଫିସର ସୁଧାଂଶୁ ଦାଶ ।
ସୁଧାଂଶୁ ରହୁଥିବା ଘର କବାଟ ଆଜି!-->!-->!-->…
ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ର ଗୁରୁତର, ଛାତିରେ ଯନ୍ତ୍ରଣା ଅନୁଭବ ପରେ ମେଡିକାଲରେ ଭର୍ତ୍ତି
କାମାକ୍ଷାନଗର: ଦଣ୍ଡମୁକ୍ତ ଅଞ୍ଚଳରେ ମିଳିଲା ଦଣ୍ଡ। ସ୍କୁଲ ପରିସରରେ ନିରୀହ ଛାତ୍ରଙ୍କୁ ଦିଆଗଲା ନିର୍ଯାତନା। ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହେଲେ ଛାତ୍ର । ଏପରି ଏକ ସାଂଘାତିକ ଘଟଣା ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କଙ୍କଡାହାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ!-->…
ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଆଦିବାସୀଙ୍କ ପ୍ରତି ତାତ୍ସଲ୍ୟ: ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର : ରାଜ୍ୟ ସମୁଦାୟ ଜନସଂଖ୍ୟାର ୨୩ ପ୍ରତିଶତ ହେଉଛନ୍ତି ଜନଜାତି ସଂପ୍ରଦାୟର । ଜନଜାତିଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ବହୁ କଲ୍ୟାଣକାରୀ ଯୋଜନା ରହିଛି । ରାଜ୍ୟରେ ଜନଜାତିଙ୍କ ସମସ୍ୟାର ସମାଧାନ ଏବଂ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ଟ୍ରାଇବାଲ ଆଡଭାଇଜରୀ କମିଟି’!-->…
ଭିସୁଟ କ୍ୟାମ୍ପସକୁ ବାଇକ ମନା : ସାଇକେଲରେ କଲେଜ ଆସିବେ ଛାତ୍ରଛାତ୍ରୀ
ସମ୍ବଲପୁର: ଭିସୁଟକୁ ବାଇକ୍ ମନା । ଛାତ୍ରଛାତ୍ରୀ ବାଇଟ୍ କିମ୍ବା କାର ନେଇ ପାଠ ପଢିବାକୁ ଆସିପାରିବେ ନାହିଁ । ଅର୍ଥାତ ସାଇକେଲରେ ଆସିବେ । ଖାଲି ଏତିକି ନୁହେଁ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀ ମଧ୍ୟ ବାଇକ କିମ୍ବା କାର ରଖିପାରିବେ ନାହିଁ । ଏ ନେଇ ବିଶ୍ୱବିଦ୍ୟାଳୟର କୁଳପତି ଏକ!-->…
ଶବ ସତ୍କାର ଚାଲିଥିବା ସମୟରେ ପୋଡା ମାଂସ ଆଣି ଖାଇଲେ ୨ ବ୍ୟକ୍ତି
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ପ୍ରତାପପୁର ପଂଚାୟତ ବନ୍ଧସାହି ଗ୍ରାମରେ ଦେଖିବାକିୁ ମିଳିଛି ଅଭାବନୀୟ ଘଟଣା । ଶବ ସତ୍କାର ଚାଲିଥିବା ସମୟରେ ପୋଡା ମାଂସ ଖାଇବାକୁ ନେଇ ପ୍ରକାଶ ପାଇଛି ଉତେଜନା । ମାଂସ ଖାଉଥିବା ଦୁଇ ଜଣକୁ ଗ୍ରାମବାସୀ ଅଟକ ରଖିଥିଲେ । ପରେ ଖବରପାଇ ଘଟଣା!-->…
ପୁରୁଣା ମଦକୁ ନୂଆ ବୋତଲରେ ଢାଳିବା ନବୀନ ସରକାରର ଅଭ୍ୟାସ : ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର: ମୋ ସରକାର ଅଧିନରେ ଆସିବ ଜନଅଭିଯୋଗର ଶୁଣାଣି । ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ ଲୋକଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସମ୍ପର୍କରେ ମତାମତ ନିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ତେଜିଛି ରାଜନୀତି । ଏହି!-->…