ବାହୁଦା ନଦୀ କୂଳରେ ପଡ଼ିଛି ଟନ ଟନ ମଲା ମାଛ

ଗଞ୍ଜାମ; ମାଛ ମଡ଼କ । ନଦୀ କୂଳରେ ମରିପଡ଼ିଛନ୍ତି ଶହଶହ ସଂଖ୍ୟାରେ ମାଛ । ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ସୁନାପୁର ବେଳାଭୂମି ନିକଟରେ ଏଭଳି ଦୃଶ୍ୟ । ବାହୁଦା ନଦୀ ଓ ନଦୀ ତଟରେ କ୍ୱିଣ୍ଟାଲ, କ୍ୱିଣ୍ଟାଲ ମଲା ମାଛ ପଡିରହିଛି । ନଦୀ ପାଣିରେ ଅନେକ ପରିମାଣରେ ମାଛ ଭାସୁଥିବା ଦେଖିବାକୁ

ସରକାରଙ୍କ ବିକାଶ କାମ ଦେଖି ବିରୋଧୀଙ୍କ ଟେନସନ ବଢିଯାଇଛି : ରାଜେନ୍ଦ୍ର ଢୋଲକିଆ

ଭୁବନେଶ୍ୱର: ଲୋକଙ୍କ ସହ ସିଧାସଳଖ ଯୋଡିହେବ ସିଏମଓ । ଦେଇଥିବା ଅଭିଯୋଗ ଆଧାରରେ କାମ ହେଉଛି କି ନାହିଁ ସେ ବାବଦରେ ଫୋନ୍ କରି ମତାମତ ନେବ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି କିଛି ନିର୍ଦ୍ଦେଶ ଦେବା ପରେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି । ଉଭୟ ବିଜେପି

ସାମ୍ବାଦିକାଙ୍କୁ ବ୍ରିଜଭୂଷଣ ଶରଣ ସିଂଙ୍କ ଅସଦ୍‌ ବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ : ଭାରତୀୟ କୁସ୍ତି ମହାସଂଘର ପୂର୍ବ ପ୍ରମୁଖ ଓ ବିଜେପି ସାଂସଦ ବ୍ରିଜଭୂଷଣ ଶରଣ ସିଂଙ୍କ ପିଛା ଛାଡ଼ୁନି ବିବାଦ । ମହିଳା ରେସଲରଙ୍କୁ ଯୌନ ଉତ୍ପୀଡ଼ନ ଦେଉଥିବା ମାମଲାରେ ବ୍ରିଜଭୂଷଣ ଶରଣ ସିଂଙ୍କ ନାମର ଚାର୍ଜସିଟ୍‌ ଦାଖଲ ହୋଇଛି। ଏନେଇ ବ୍ରିଜଭୂଷଣ ଶରଣ ସିଂଙ୍କୁ ପଚରାଉଚରା କରୁଥିବା

ନିଉଡ୍‌ କଲ୍ ରେ ଯୁବତୀଙ୍କ ଜାଲରେ ଫସିଲେ ଯୁବକ; ୫୦ ଥର କଇଁଚି ଭୁସି ଜୀବନ ହାରିବାକୁ ଉଦ୍ୟମ

ଭୁବନେଶ୍ୱର: ନିଉଡ଼ କଲର କରୁଣ ପରିଣତି। ବ୍ଲାକ ମେଲିଂର ଶିକାର ହେବା ପରେ ଆତ୍ମହତ୍ୟା ଉଦ୍ୟମ । ପେଟରେ କଇଁଚି ଭୁସି ଆତ୍ମହତ୍ୟା ଉଦ୍ୟମ । ୫୦ ଥର ନିଜ ପେଟରେ କଇଁଚି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଢେଙ୍କାନାଳର ଦଣ୍ଡଧର ବାରିକ । ଭୁବନେଶ୍ୱର ନୟାପଲ୍ଲୀ N -1ରେ ଦଣ୍ଡଧର ନିଜ

ଢେଙ୍କାନାଳ ଗସ୍ତରେ 5T ସଚିବ: ମିଲେଟ କାଫେର କଲେ ଉଦ୍‌ଘାଟନ

ଢେଙ୍କାନାଳ: ଗ୍ରାଉଣ୍ଡ ଜିରୋରେ 5T ସଚିବ ଭି.କେ ପାଣ୍ଡିଆନ। ଢେଙ୍କାନାଳ ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ପ୍ରଥମେ ପୁରାତନ ଜାଉଳୀ ପୋଖରୀ ମଠ ପରିଦର୍ଶନ କରିଛନ୍ତି 5T ସଚିବ । ମଠ ପରିସରରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ ମଠ ମହନ୍ତ ଓ ମନ୍ଦିର ପରିଚାଳନା କମିଟି ସଦସ୍ୟ ମାନଙ୍କ

କୁଆଖାଇ ଟ୍ରାଜେଡି: ଆଉ ୨ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି ଗତକାଲିଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି।  ଫଳରେ ମୃତକଙ୍କ ସମୁଦାୟ ସଂଖ୍ୟା ୪ରେ ପହଞ୍ଚିଛି। ମୃତକମାନେ ହେଲେ ଆର୍ଯ୍ୟନ, ଅବିନାଶ, ରୋହିତ ଏବଂ ପ୍ରତୀକ। ଆର୍ଯ୍ୟନଙ୍କ ଘର ଜାମସେଦପୁରରେ ହୋଇଥିବା ବେଳେ ରୋହିତଙ୍କ ଘର

‘ଇଡି ଚିଫ୍‌ ଯିଏ ବି ହେବ ଭ୍ରଷ୍ଟାଚାରୀଙ୍କ ଉପରେ କଡ଼ା ନଜର ରଖିବ’

ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ମୁଖ୍ୟ ଭାବେ ସଞ୍ଜୟ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ତୃତୀୟ ଥର ପାଇଁ ବୃଦ୍ଧି କରିବା ବେଆଇନ ବୋଲି ସୁପ୍ରିମକୋର୍ଟ ସଫା ସଫା କହିବା ପରେ ମୁହଁ ଖୋଲିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ। ଗତକାଲି ସୁପ୍ରିମକୋର୍ଟଙ୍କ ଏପରି ରାୟ ପରେ ବିରୋଧୀ

‘ମୋ ସରକାର’ ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡ଼ି ହୋଇ ୫ଟି ସଚିବ

ବର୍ଷା, ବନ୍ୟା ଓ ଭୂସ୍ଖଳନ ଯୋଗୁଁ ‘ଅନ୍‌ଲାଇନ୍‌’ ବାହା ହେଲେ ବରକନ୍ୟା

ସିମ୍‌ଲା: ହିମାଚଳ ପ୍ରଦେଶରେ ବର୍ଷା, ବର୍ଷାଜନିତ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଭଳି ଦୁର୍ବିପାକ ଯୋଗୁଁ ଦୁଇଟି ପରିବାର ବରକନ୍ୟାଙ୍କୁ ‘ଅନ୍‌ଲାଇନ୍‌’ରେ ବାହା କରାଇଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ପିଟିଆଇ’ ରିପୋର୍ଟ କରିଛି।ପାଗ ଅତ୍ୟନ୍ତ ଖରାପ ହେବାରୁ ଭିଡିଓ କନ୍‌ଫରେନ୍‌ସିଙ୍ଗ୍‌

ଦ୍ରୁତଗାମୀ ଟ୍ରକ୍‌ ଚାପାରେ ୫୦ ମେଣ୍ଢା ମୃତ; ମେଣ୍ଢା ଜଗୁଆଳର ୫ ଲକ୍ଷ ଟଙ୍କା କ୍ଷତି

ନାଗପୁର: ମଙ୍ଗଳବାର ରାତିରେ ମହାରାଷ୍ଟ୍ରର ନାଗପୁର ନିକଟ ଭଣ୍ଡାରା-ନାଗପୁର ରାଜପଥରେ ଗୋଟାଏ ଦ୍ରୁତଗାମୀ ଟ୍ରକ୍‌ ଚଢ଼ି ଯିବାରୁ ପ୍ରାୟ ୫୦ଟି ମେଣ୍ଢାଙ୍କର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି।ପ୍ରାପ୍ତ ସୂଚନା ଅନୁସାରେ, ଘଟଣାଟି ନାଗପୁର ଜିଲ୍ଲା ଅନ୍ତର୍ଗତ ମ‌ୌଦା ଥାନା ଅଞ୍ଚଳରେ ଘଟିଛି।