Sign in
Sign in
Recover your password.
A password will be e-mailed to you.
୬ ହଜାର ୩୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ଅମିନ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସରକାରୀ କର୍ମଚାରୀ। ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ଟିମ । ଏହି ଲାଞ୍ଚୁଆ ବାବୁ ହେଉଛନ୍ତି ବାଲେଶ୍ୱର-ମୟୂରଭଞ୍ଜ ବୃହତ ବନ୍ଦୋବସ୍ତ କାର୍ଯ୍ୟାଳୟର ଅମିନ । ନାଁ ତାଙ୍କର ମାନସ ରଞ୍ଜନ ଦାସ। ମାନସ ରଞ୍ଜନ ଜଣେ ବ୍ୟକ୍ତିଙ୍କଠାରୁ ସୋମବାର ୬ ହଜାର!-->…
ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଆରମ୍ଭ ହେଲା ଜିଓ ଟେକ୍ନିକାଲ୍ ଇନଭେଷ୍ଟିଗେସନ୍
ଭୁବନେଶ୍ୱର: ଆଉ ପାଦେ ଆଗେଇଲା ମେଟ୍ରୋ ପ୍ରକଳ୍ପ । ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଆରମ୍ଭ ହୋଇଛି ଜିଓ ଟେକ୍ନିକାଲ୍ ଇନଭେଷ୍ଟିଗେସନ୍ । ପ୍ରଥମ ପର୍ଯ୍ୟାୟରେ ତ୍ରିଶୁଳିଆରୁ ନନ୍ଦନକାନନ ମଧ୍ୟରେ ଚାଲିଛିି ଯାଞ୍ଚ । ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍ ବା ଡିଏମଆରସି!-->…
ଅଡିଓ ବାର୍ତ୍ତା ପରେ ମଞ୍ଚ ଉପରେ ମୁଖ୍ୟମନ୍ତ୍ରୀଙ୍କୁ ଭିଡିଓ କଲ୍ କଲେ ପାଣ୍ଡିଆନ
ଅନୁଗୁଳ:ଷ୍ଟେଜ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓ ବାର୍ତ୍ତା ଶୁଣାଇଥିଲେ । ଆଜି ସିଧା ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କଲିଂରେ କଥାବାର୍ତ୍ତା ହେଲେ । ଜୁନ ୨୬ରେ ବରଗଡରେ ଅଡିଓ ବାର୍ତ୍ତା ଆଉ ଜୁଲାଇ ୧୦ ତାରିଖରେ ଅନୁଗୁଳରେ ସିଧାସଳଖ ଭିଡିଓ ବାର୍ତ୍ତା ଦେଖାଇ ବିରୋଧୀଙ୍କୁ ଜବାବ ଦେଲେ ଫାଇଭ ଟି!-->…
ପୁରୀ ଶ୍ରୀମନ୍ଦିର ଜଗମୋହନ ମରାମତି କାମ ସମ୍ପୂର୍ଣ୍ଣ, ହାଇକୋର୍ଟଙ୍କୁ ଅବଗତ କଲା ଏଏସଆଇ
ପୁରୀ: ପୁରୀ ଶ୍ରୀମନ୍ଦିର ଜଗମୋହନ ମରାମତି କାମ ସମ୍ପୂର୍ଣ୍ଣ । ହାଇକୋର୍ଟଙ୍କୁ ଅବଗତ କଲା ଏଏସଆଇ । ନାଟମଣ୍ଡପ ମରାମତି କାମ ସାରିଥିବା ନେଇ କୋର୍ଟଙ୍କୁ ଅବଗତ କଲା ଏଏସଆଇ । ରତ୍ନଭଣ୍ଡାର ଖୋଲିବା ନେଇ ସତ୍ୟପାଠ ଦାଖଲ କରିଛି ଶ୍ରୀମନ୍ଦିର ପ୍ରଶାସନ ।
ରତ୍ନ ଭଣ୍ଡାର ଖୋଲାଯିବ କି!-->!-->!-->…
ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଆରମ୍ଭ ହେବ ଡିଜିଟାଲ୍ ଆଟେଣ୍ଡାନ୍ସ ବ୍ୟବସ୍ଥା
ଭୁବନେଶ୍ୱର : ରାଜ୍ୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ହେଉଥିବା ବେଳେ ଉଭୟ ସ୍କୁଲ ଏବଂ କଲେଜରେ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ଲାଗି ବିଭାଗ ଅଣ୍ଟା ଭିଡ଼ିଛି । ତେବେ ୨୦୧୯ ଶିକ୍ଷାବର୍ଷ ଆରମ୍ଭରୁ ରାଜ୍ୟରେ ପ୍ରଥମରୁ ଦଶମ ଶ୍ରେଣୀ!-->…
ଓଡ଼ିଶାରେ ନିଅଣ୍ଟିଆ ବର୍ଷା: ୨୨ ଜିଲ୍ଲାର ସ୍ଥିତି ସାଂଘାତିକ
ଭୁବନେଶ୍ୱର:ଗତ ତିନି ଧରି ଉତ୍ତରଭାରତରେ ବର୍ଷା ପ୍ରଳୟ ରଚୁଥିବାବେଳେ ଶୁଖିଲା ପଡିଛି ଉପକୂଳ ଅଞ୍ଚଳ । ଓଡ଼ିଶାରେ ବର୍ଷାଭାବ ଯୋଗୁ ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି । ନିଅଣ୍ଟିଆ ବର୍ଷାକୁ ଦେଖି ମୁଣ୍ଡରେ ହାତ ଦେଲାଣି ଚାଷୀ । ଓଡ଼ିଶାର ୨୨ ଜିଲ୍ଲାରେ ବର୍ଷାର ଦେଖା ନାହିଁ । ବିଶେଷ କରି!-->…
ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଉତ୍ତରକାଶୀ ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ହେବ-କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର:ଉତ୍ତରକାଶୀରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ କରିବା ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହିତ ଏହି ମନ୍ଦିରର ନୀତିକାନ୍ତି କିପରି ସୂଚାରୁ ରୂପେ ହେବ!-->…
ଶିକ୍ଷା କ୍ଷେତ୍ରରେ ନିଜ ଅପାରଗତା ଦେଖି ଲଜ୍ଜିତ ହୁଅନ୍ତୁ ରାଜ୍ୟ ସରକାର : ଡ.ଲେଖାଶ୍ରୀ
ଭୁବନେଶ୍ୱର : ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପିଜିଆଇ ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲି ଯାଇଛି । ସର୍ବଭାରତୀୟ ସ୍ତରରେ ଓଡିଶାର ମାନ ୧୦ରୁ ୨୪ କୁ ପହଂଚିଛି । ଶିକ୍ଷା ବ୍ୟବସ୍ଥା ପ୍ରତି ୨୩ ବର୍ଷର ବିଜେଡି ସରକାର ଆଦୈା ଗୁରୁତ୍ୱ ଦେଉନଥିବାର ଏହି ରିପୋର୍ଟରେ!-->…
ଚୁଲି ଜାଳୁଥିବା ବେଳେ ସାନିଟାଇଜର ବିସ୍ପୋରଣ, ୨ ନାବାଳିକା ଗୁରୁତର
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଅଘଟଣ। ଚୁଲି ଜଳୁଥିବା ବେଳେ ସାନିଟାଇଜର ସହିତ ଅଗ୍ନି ସଂଯୋଗ ହେବରୁ ବିସ୍ପୋରଣ ଘଟିଛି।ଫଳରେ ଚୁଲି ପାଖରେ ଥିବା ଦୁଇ ନାବାଳିକା ଗୁରୁତର ଆହତ ହୋଇଛନ୍ତି।
ଆହତ ଦୁଇ ଜଣ ହେଲେ ଗୋବିନ୍ଦପୁରର ଗିରିଧାରୀ!-->!-->!-->…
ଉଇକିପିଡିଆରେ ସବୁଠାରୁ ଅଧିକ ସର୍ଚ୍ଚ ହୋଇଥିଲା କ୍ରିକେଟ ଖେଳାଳୀ ହେଲେ ବିରାଟ କୋହଲି
ନୂଆଦିଲ୍ଲୀ: ବିଶ୍ବର ସମସ୍ତ କ୍ରିକେଟରଙ୍କୁ ପଛରେ ପକାଇ ପୁଣି ନିଜ ନାରେ ଆଉ ଏକ ରେକର୍ଡ ସାମିଲ କଲେ ବିରାଟ କୋହଲି। ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଗତ କିଛି ବର୍ଷ ମଧ୍ୟରେ ତାଙ୍କ ପ୍ରଦର୍ଶନ ପାଇଁ ସମାଲୋଚନାର ଶିକାର ହୋଇଆସୁଛନ୍ତି। କିନ୍ତୁ ତାଙ୍କ ଲୋକପ୍ରିୟତା!-->…