Sign in
Sign in
Recover your password.
A password will be e-mailed to you.
ପାଇକ ବିଦ୍ରୋହକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି
ଭୁବନେଶ୍ୱର: ପାଇକ ବିଦ୍ରୋହକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି । ପାଇକ ବିଦ୍ରାହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଦେବା ନେଇ ରାଜ୍ୟ ବିଜେଡି ସରକାର କେନ୍ଦ୍ରକୁ ଦାୟୀ କରୁଛି । ଅନ୍ୟପକ୍ଷେ ପାଲଟା ଜବାବ ଦେଇ ବଜେପି କହିଛି ଓଡ଼ିଶାରେ ପାଇକ ସ୍କାରକୀ ନ କରିବା ଲାଗି ବିଜେଡି!-->…
ଲକର ଭାଙ୍ଗିଲା ବେଳେ ବାଜିଲା ସାଇରନ୍, ଦୌଡ଼ି ପଳାଇଲେ ଲୁଟେରା
ଗଞ୍ଜାମ : ବ୍ୟାଙ୍କ ଗେଟ୍ ଭାଙ୍ଗିଲେ, ଭିତରେ ପଶିଲେ। ହେଲେ ଲକର ଭାଙ୍ଗିଲା ବେଳକୁ ବାଜି ଉଠିଲା ସାଇରନ୍। ସବୁ ଛାଡ଼ିଛୁଡ଼ି ଦୌଡ଼ି ପଳାଇଲେ ଲୁଟେରା । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଜରଡ଼ ଗାଁ ଛକ ନିକଟ ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି ଉଦ୍ୟମ ବିଫଳ ହୋଇଛି!-->…
ପ୍ରତି ସେକେଣ୍ଡରେ ହୀରାକୁଦକୁ ପ୍ରବେଶ କରୁଛି ୫୬ ହଜାର ୭୨୮ ଘନଫୁଟ ଜଳ
ସମ୍ୱଲପୁର : ପୁଣି ବଢ଼ିଲା ହୀରାକୁଦ ଜଳଭଣ୍ଡାରକୁ ଜଳ ପ୍ରବେଶର ପରିମାଣ । ପ୍ରତି ସେକେଣ୍ଡରେ ହୀରାକୁଦକୁ ପ୍ରବେଶ କରୁଛି ୫୬ ହଜାର ୭୨୮ ଘନଫୁଟ ଜଳ । ବିଭିନ୍ନ କେନାଲ ଦେଇ ୩୬ ହଜାର ୩୧୫ ଘନଫୁଟ ଜଳ ନିଷ୍କାସିତ ହେଉଛି ।
ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୫ ଦଶମିକ ୦୬ ଫୁଟରେ ପହଞ୍ଚିଛି ।!-->!-->!-->…
ବନ୍ଧୁକ, ଗୁଳି ସହ ୧୧ ଲକ୍ଷ ଟଙ୍କା ଜବତ, ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ
ସମ୍ବଲପୁର :ସମ୍ବଲପୁରର ୪ଟି ଥାନା ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଚୋରା ବନ୍ଧୁକ ରଖିବା ତଥା ଚାଲାଣ କରୁଥିବା ଅଭିଯୋଗରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୮ଟି ବନ୍ଧୁକ, ୨୨ଟି ଗୁଳି, ୬ଟି ମୋବାଇଲ ଫୋନ୍, ୩ଟି ଗାଡ଼ି (ଗୋଟିଏ ପିକ୍ଅପ୍ ଭ୍ୟାନ, ଗୋଟିଏ ବୁଲେଟ!-->…
କୃଷିମନ୍ତ୍ରୀଙ୍କ ଘର ସାମ୍ନାରେ ଶସ୍ତାରେ ପରିବା ବିକ୍ରି କଲା ଛାତ୍ର କଂଗ୍ରେସ
ଭୁବନେଶ୍ୱର:ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ପ୍ରତିବାଦ କରି ରାସ୍ତାକୁ ଓହ୍ଲାଇଛି ଚାତ୍ର କଂଗ୍ରେସ । ଛାତ୍ର କଂଗ୍ରେସ ପକ୍ଷରୁ ଆଜି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଘର ଗେଟ୍ ଆଗରେ ଛାତ୍ର କଂଗ୍ରେସ କର୍ମୀ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା ।
!-->!-->!-->…
ଭାରତ ଓଡିଆଇ ବିଶ୍ବକପ ପାଇଁ ନଆସିଲେ ଆମେ ଏସିଆ କପ୍ ପାଇଁ ଯିବୁନି: ପାକ୍ କ୍ରୀଡା ମନ୍ତ୍ରୀ
ନୂଆଦିଲ୍ଲୀ: ଅଗଷ୍ଟ ୩୧ରୁ ଆରମ୍ଭ ହେବ ଏସିୟା କପ୍ ୨୦୨୩। କିଛି ଦିନ ତଳେ ମ୍ୟାଚ୍ ଆରମ୍ଭ ହେବା ସମ୍ବନ୍ଧୀୟ ସୂଚନା ଦେଇଥିଲା ଏସିୟାନ କ୍ରିକେଟ କାଉନସିଲ(ଏସିସି)। ମ୍ୟାଚ୍ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ଚାଲିବା ସହ ପାକିସ୍ତାନରେ ମାତ୍ର ୪ଟି ମ୍ୟାଚ୍ ଖେଳାଯିବ। ଏଥର ହାଇବ୍ରିଡ!-->…
ଆସନ୍ତାକାଲି ଶ୍ରାବଣ ମାସର ପ୍ରଥମ ସୋମବାର, ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା ପାଇଁ ସଜାଗ ପୋଲିସ୍
ଭୁବନେଶ୍ୱର: ଆସନ୍ତାକାଲି ପ୍ରଥମ ସୋମବାର ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିବ । ଏନେଇ ସ୍ୱତନ୍ତ୍ର ନୀତି କାନ୍ତି ପାଇଁ ବ୍ୟବସ୍ଥା କରାଯାଇଛି । ଚଳିତ ବର୍ଷ ଯୋଡା ଶ୍ରବଣ ହୋଇ ଥିବାରୁ ପୂର୍ବରୁ ନୀତି ର୍ନିଘଣ୍ଟ କରାଯାଇଛି । ଆସନ୍ତାକାଲି ଶ୍ରଦ୍ଧାଳୁ!-->…
ପୁଣି ସାମନାକୁ ଆସିଲା ଆଦିବାସୀ ନିର୍ଯାତନା ଘଟଣା; ମଧ୍ୟପ୍ରଦେଶରେ ୨ ଭାଇଙ୍କୁ ବାନ୍ଧି ପିଟିଲେ ୩ ଯୁବକ
ଭୋପାଳ : ମଧ୍ୟପ୍ରଦେଶରେ ଦଳିତଙ୍କ ଉପରେ ଆକ୍ରମଣ ଘଟଣା ଥମିବା ନାଁ ଧରୁନି। ସିଧି ଜିଲ୍ଲାରେ ଜଣେ ଆଦିବାସୀଙ୍କ ଉପରେ ଜଣେ ଯୁବକ ପରିସ୍ରା କରିବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର କାରଣ ପାଲଟିଥିବା ବେଳେ ଏବେ ଇନ୍ଦୋରରେ ଆଦିବାସୀ ସମ୍ପ୍ରଦାୟର ୨ ଭାଇଙ୍କୁ ଦିଆଯାଇଛି ଅସହ୍ୟ ନିର୍ଯାତନା । ଏକ!-->…
ବଙ୍ଗ ନିର୍ବାଚନୀ ହିଂସାରେ ପୁଣି ୨ଜଣ ‘ତୃଣମୂଳ କଂଗ୍ରେସ’ କର୍ମୀଙ୍କୁ ହତ୍ୟା; ୨୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
କୋଲ୍କାତା: ଆଉ ୨ଜଣ ‘ତୃଣମୂଳ କଂଗ୍ରେସ କର୍ମୀ’ଙ୍କୁ ହତ୍ୟା କରାଯିବା ପରେ ଆଜି ସକାଳସୁଦ୍ଧା ପଶ୍ଚିମବଙ୍ଗ ନିର୍ବାଚନୀ ହିଂସାକାଣ୍ଡଜନିତ ମୃତ୍ୟୁସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି।ବିଶେଷସୂତ୍ରରୁ ପ୍ରାପ୍ତ ସୂଚନା ଅନୁସାରେ, ଶନିବାର ରାତିରେ ମାଲ୍ଦାର!-->…
ଶାରଳା ମନ୍ଦିରରେ ଜାରି ହେଲା କଟକଣା, ମନ୍ଦିର ଭିତରକୁ ମୋବାଇଲ ଫୋନ ଓ ପଲିଥିନ୍ ମନା
ଜଗତସିଂହପୁର: ଜଗତସିଂହପୁର ମା’ ଶାରଳା ମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ମନ୍ଦିର ପରିଚାଳନା କମିଟି ବୈଠକରେ ନୂଆ ନିୟମ ନେଇ ନିଷ୍ପତ୍ତି ନିଆଯାଇଛି । ମନ୍ଦିର ଭିତରକୁ ମୋବାଇଲ ଫୋନ ଓ ପଲିଥିନ ନେବା ଉପରେ କଟକଣା ଲାଗିଛି । ମନ୍ଦିରରେ ଶୃଙ୍ଖଳା ଆଣିବାକୁ ଏହି ନିୟମ ଲାଗୁ କରାଯାଇଛି ।
!-->!-->!-->…