Sign in
Sign in
Recover your password.
A password will be e-mailed to you.
୫ଟି ଉପକ୍ରମ ରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀ ମନ୍ଦିର, ବିକାଶ ଯୋଜନା ପ୍ରସ୍ତୁତ
ଖର୍ଚ୍ଚ ହେବ ୧୮ କୋଟି ଟଙ୍କା, ଦୁଇଟି ପର୍ଯ୍ୟାୟରେ କାମ ସଂପୂର୍ଣ୍ଣ ହେବ ।
ବ୍ରହ୍ମପୁର : ୫ଟି ଉପକ୍ରମ ରେ ନୂଆ ରୂପ ନେବ ବ୍ରହ୍ମପୁର ବୁଢୀ ଠାକୁରାଣୀ ମନ୍ଦିର। ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ!-->!-->!-->…
ଗଳାକାଟି ନୃଶଂସ ହତ୍ୟା କରିବା ଘଟଣାରେ ୨ ଜଣଙ୍କୁ କୋର୍ଟ ଚାଲାଣ…
ଦାରିଙ୍ଗବାଡ଼ି, ୬/୭, ଦାରିଙ୍ଗ ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଗତ ଦୁଇ ତାରିଖରେ ଗଡମା ଗାଁରେ ନୃଶଂସ ଭାବେ ଗଳାକାଟି ହତ୍ୟା କରିଥିବା ଘଟଣାରେ ଆଜି ବ୍ରାହ୍ମଣୀଗାଁ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଫରୱାଡ଼ କରିଥିବା ଥାନ ଅଧିକାରୀ ଚାପଧାରୀ ପ୍ରଧାନ ସୂଚନା ପ୍ରଦାନ କରିଛନ୍ତି। ୨ଜଣ!-->…
ବାହାନଗା ଟ୍ରେନ୍ ଦୁର୍ଘଟଣା: ୩ ଜଣଙ୍କୁ ବାନ୍ଧିଲା ସିବିଆଇ
ବାଲେଶ୍ୱର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ତିନି ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ। ମିଳିଥିବା ସୂଚନା ମୁତାବକ ସିନିୟର ସେକ୍ସନ ଇଂଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମୀର ଖାନ ଓ ଟେକନିସିଆନ ପପୁ କୁମାରଙ୍କୁ ଗିରଫ କରାଯାଇଛି |!-->…
ବିକାଶକୁ ନେଇ ଶ୍ବେତପତ୍ର ଜାରି କରନ୍ତୁ ଓଡ଼ିଶା ସରକାର: ମନମୋହନ ସାମଲ
ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ। ଏଥିଲାଗି ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ବି ହୋଇଛି। ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ନେଇ ଗୌହାଟୀରେ ବସିଥିବା ବୈଠକରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରକାଶ କରିଛନ୍ତି।
ସେ କହିଛନ୍ତି, ଗୌହାଟୀ ରଣନୀତି ଶତ!-->!-->!-->…
ଅଗଷ୍ଟ ୯ରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୯ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ହେବ। ଅଗଷ୍ଟ ୧୧ରେ ଭୋଟ୍ ଗଣତି କରି ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ପ୍ରତିନିଧିଙ୍କ!-->…
ହୋହଲ୍ଲା କରିବାରୁ ତ୍ରିପୁରା ବିଧାନସଭା ଗୃହ କାର୍ଯ୍ୟରୁ ନିଲମ୍ୱିତ ହେଲେ ୫ ବିଧାୟକ
ନିଃସର୍ତ୍ତ ଅଫିସ : ବିଧାନସଭା ଗୃହ କାର୍ଯ୍ୟରୁ ନିଲମ୍ୱିତ ହେଲେ ୫ ବିଧାୟକ। ଆଜି ତ୍ରିପୁରା ବିଧାନସଭା ଚାଲିଥିବା ବେଳେ ବିରୋଧୀ ଦଳର ଏହି ୫ ସଦସ୍ୟ ହୋହଲ୍ଲା କରିଥିଲେ। ଗୃହକାର୍ଯ୍ୟ ଚାଲିବାରେ ବାଧା ସୃଷ୍ଟି କରିବାରୁ ତାଙ୍କ ବିରୋଧରେ ବିଧାନସଭା ଅଧ୍ୟକ୍ଷ ଏହି ପଦକ୍ଷେପ ନେଇଛନ୍ତି।!-->…
ଦକ୍ଷିଣ ଭାରତୀୟ କମ୍ପାନୀ ଦ୍ବାରା ଓଡିଶା ସରକାର ପରିଚାଳିତ: କେନ୍ଦ୍ରମନ୍ତ୍ରୀ ଟୁଡୁ
ଭୁବନେଶ୍ୱର: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ଅଗଣତାନ୍ତ୍ରିକ ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ।
ଗୁରୁବାର ମାଲକାନଗିରିର ଖଇରିପୁଟ ଠାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଉଦଘାଟନ ଅବସରରେ ଟୁଡୁ!-->!-->!-->…
ଯୌନ ନିର୍ଯାତନା ଅଭିଯୋଗରେ କୁସ୍ତି ସଂସ୍ଥା ମୁଖ୍ୟ ବ୍ରିଜଭୂଷଣଙ୍କୁ କୋର୍ଟ ସମନ
ନୂଆଦିଲ୍ଲୀ: ଭାରତୀୟ କୁସ୍ତି ମହାସଂଘର ମୁଖ୍ୟ ତଥା ସାଂସଦ ବ୍ରିଜଭୂଷଣ ଶରଣ ସିଂହଙ୍କୁ ଜୁଲାଇ ୧୮ ତାରିଖରେ ଦିଲ୍ଲୀର ରୋଜ୍ ଆଭେନ୍ୟୁ କୋର୍ଟକୁ ସମନ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପର୍ଯ୍ୟାପ୍ତ ପ୍ରମାଣ ରହିଛି ବୋଲି କୋର୍ଟ କହିଛନ୍ତି।
ଯୌନ!-->!-->!-->…
୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ
ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ!-->…
ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା ପରେ କାର୍ଯ୍ୟବନ୍ଦ ଆନ୍ଦେଳନ ପ୍ରତ୍ୟାହାର କଲେ ବନ କର୍ମଚାରୀ
ଭୁବନେଶ୍ୱର: ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବନ କର୍ମଚାରୀ କାର୍ଯ୍ୟ ବନ୍ଦ ଆନ୍ଦୋଳନରୁ ଓହରି ଯାଇଛନ୍ତି। ଏହାପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି।
ବନ ସେବା ସଂଘର ସାଧାରଣ ସମ୍ପାଦକ ଦିଲୀପ ମିଶ୍ର!-->!-->!-->…