‘ଥ୍ରେଡ୍‌ସ୍‌ ଆପ୍‌’ ଲାଗି ‘ମେଟା’ ନାଁ’ରେ ମାମଲା କରିବାକୁ ଧମକ ଦେଲା ‘ଟୁଇଟର୍‌’

ନୂଆଦିଲ୍ଲୀ: ନୂଆ ‘ଥ୍ରେଡ୍‌ସ୍‌ ଆପ୍‌’ ଲାଗି ‘ମେଟା ପ୍ଲାଟ୍‌ଫର୍ମ’ ନାଁ’ରେ ମାମଲା କରିବ ବୋଲି ଏଲନ୍‌ ମସ୍କ୍‌ଙ୍କ ‘ଟୁଇଟର୍‌’ ଧମକ ଦେଇଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ରଏର୍ଟସ୍‌’ ରିପୋର୍ଟ କରିଛି। ମାମଲା ଦାଏର କରିବା ପୂର୍ବରୁ ‘ଫେସ୍‌ବୁକ୍‌ ପ୍ୟାରେଣ୍ଟ୍‌ସ୍‌’ ‘ସିଇଓ’ ମାର୍କ

ସିଦ୍ଧି ପରିସ୍ରାକାଣ୍ଡ ପୀଡ଼ିତଙ୍କୁ ଆର୍ଥିକ ସହାୟତା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶରେ ଜଣେ ଆଦିବାସୀ ଶ୍ରମିକ ଉପରେ ପ୍ରବେଶ ଶୁକ୍ଳା ନାମକ ‌ଜଣେ ଲୋକ ପରିସ୍ରା କରିବା ଘଟଣାକୁ ନେଇ ଦେଶରେ ଚାଞ୍ଚଲ୍ୟ ଖେଳିଯାଇଥିଲା। ଏହି ଘଟଣା ସାମ୍ନାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ସରକାର ତୁରନ୍ତ ପଦକ୍ଷେପ ନେଇଥିଲେ। ଅଭିଯୁକ୍ତ ବିରୋଧରେ

ତେଲେଙ୍ଗାନାରେ ଫାଲକନୁମା ଏକ୍ସପ୍ରେସ୍‌ର ୩ଟି ବଗିରେ ଅଗ୍ନିକାଣ୍ଡ

ବୋମ୍ମାଇପାଲ୍ଲୀ: ଆଜି ତେଲେଙ୍ଗାନାର ବୋମ୍ମାଇପାଲ୍ଲୀ ଓ ପାଗିଡ଼ିପାଲ୍ଲୀ ମଧ୍ୟରେ ଫାଲକ୍‌ନୁମା ଏକ୍ସପ୍ରେସ୍‌ର ୩ଟି ବଗିରେ ନିଆଁ ଲାଗିଯାଇଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’ ରିପୋର୍ଟ କରିଛି। ଦକ୍ଷିଣ କେନ୍ଦ୍ରୀୟ ରେଳବାଇର ‘ସିପିଆର୍‌ଓ’ ସି. ଏଚ୍‌. ରାକେଶ କହିଛନ୍ତି,

କଥା ନ ମାନିବାରୁ ରାଗରେ ୧୨ ଛାତ୍ରଙ୍କ ଚୁଟି କାଟିଦେଲେ ଶିକ୍ଷୟିତ୍ରୀ

ନୋଏଡା : ଉତ୍ତର ପ୍ରଦେଶର ନୋଏଡାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ନାମୀ ସ୍କୁଲର ଶିକ୍ଷୟିତ୍ରୀ ୧୨ ଜଣ ଛାତ୍ରଙ୍କ ଚୁଟି କାଟି ଦେଇଛନ୍ତି। ଯେତେବେଳେ ଛାତ୍ରମାନଙ୍କ ପରିବାର ଲୋକେ ଘଟଣା ବିଷୟରେ ଜାଣିବାକୁ ପାଇଲେ, ସେତେବେଳେ ସମସ୍ତେ ପୋଲିସ ନିକଟରେ ପହଞ୍ଚିଥିଲେ। ଏହି ଘଟଣାରେ

ନିଜକୁ ଗୁଳି ମାରିଲେ କୋଏମ୍ବାଟୁର ଡିଆଇଜି ବିଜୟ କୁମାର

ତାମିଲନାଡୁ : ତାମିଲନାଡୁର କୋଏମ୍ବାଟୁର ଡିଆଇଜି ନିଜକୁ ଗୁଳିମାରି ଆତ୍ମହତ୍ୟା କରିଛନ୍ତି । ନିଜକୁ ଗୁଳି ମାରିବା ପୂର୍ବରୁ ଡିଆଇଜି ବିଜୟକୁମାର ରେସ କୋର୍ସରେ କ୍ୟାମ୍ପ ଅଫିସରେ ପିସ୍ତଲରେ ନିଜକୁ ଗୁଳି ମାରିଛନ୍ତି । ସେ ଗତ କିଛିଦିନ ହେଲାଣି ଟେନସନରେ ଥିଲେ ବୋଲି ତାଙ୍କ ସହକର୍ମୀ

ବଢ଼ିଲା ବୀରେନ୍ଦ୍ର ଲାକ୍ରାଙ୍କ ଅଡୁଆ, ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

କଟକ: ଆନନ୍ଦ ଟପ୍ପୋଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ଅନ୍ତର୍ଜାତୀୟ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କର ଏହି ମୃତ୍ୟୁ ଘଟଣାରେ ଲିଙ୍କ ଥିବା ନେଇ ଅଭିଯୋଗ ଆଧାରରେ କୋର୍ଟ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆନନ୍ଦଙ୍କ ବାପା

ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପିତ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ଦେଇଛନ୍ତି । ସ୍ୱାସ୍ଥ୍ୟବୀମା ପୋର୍ଟାଲ ଉନ୍ମୋଚନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ

ରାହୁଲ ଗାନ୍ଧୀଙ୍କ ଆବେଦନ ଖାରଜକୁ ନେଇ ଗର୍ଜିଲା ଓଡିଶା କଂଗ୍ରେସ

ଭୁବନେଶ୍ୱର:ଗୁଜରାଟ ହାଇକୋର୍ଟଙ୍କ ରାୟ ପରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ଭୁବନେଶ୍ୱର କଂଗ୍ରେସ ଭବନରେ ନେତାଙ୍କ ଆନ୍ଦୋଳନ । ସେହିପରି ଅହମଦାବାଦରେ କଂଗ୍ରେସ କର୍ମୀ ଏକାଠି ହୋଇଛନ୍ତି । ରାହୁଲ ଗାନ୍ଧୀଙ୍କୁ ଗୁଜରାଟ ହାଇକୋର୍ଟଙ୍କ ଝଟକା । ପୁନଃବିଚାର ଆବେଦନ ଖାରଜ କଲେ କୋର୍ଟ । ସୁରଟ

ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପାନ୍ତରୁ ଉପକୂଳ ଜାରି ରହିଛି ବର୍ଷା। ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଭଲ ବର୍ଷା ଆଣିପାରେ । ପ୍ରଭାବରେ

ପୋଲିସ ଘରୁ ସୁନା ଅଳଙ୍କାର ଚୋରି କରିନେଇଗଲା ଚୋର

ଢେଙ୍କାନାଳ: ଅବକାରୀ ଇନ୍ସପେକ୍ଟରଙ୍କ ଘରୁ ଗୁରୁବାର ଦିନ ଲୁଟେରାମାନେ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି। କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜିରିଡାମାଳି ଠାରେ ଇନ୍ସପେକ୍ଟର ସଞ୍ଜୀବ କୁମାର ଶର୍ମା ସହର ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଶର୍ମା କାମାକ୍ଷାନଗର ଅବକାରୀ