Sign in
Sign in
Recover your password.
A password will be e-mailed to you.
ସ୍କାଏ ଇ- ମୋଟର ଶୋରୁମ ଉଦଘାଟିତ
ଚିକିଟୀ : ଚିକିଟୀ ଏନ୍ ଏ ସି ଅନ୍ତର୍ଗତ ଚିକିଟୀ ଧାନଘର ମଧ୍ୟସ୍ଥଳରେ ବୁଧବାର ଏକ ସ୍କାଏ ଇ- ମୋଟର ଶୋରୁମ ଉଦଘାଟିତ ହୋଇଯାଇଛି। ସମାଜସେବୀ ଶ୍ରୀରୂପ ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମାଜସେବୀ ତଥା ବରିଷ୍ଠ ସଂଗଠକ ସୁରେନ୍ଦ୍ର ମଣ୍ଡଳ, ଏନ୍ ଏ ସି ଅଧ୍ୟକ୍ଷା ଶ୍ରୀମତୀ ଦୀପା!-->…
ଶଶାଙ୍କ ଶେଖର ସ୍ମୃତି କମିଟି ପକ୍ଷରୁ ଶ୍ରାଦ୍ଧବାର୍ଷିକ ପାଳିତ
ଫୁଲବାଣୀ : ବନାନୀ କଳା ସଂଙ୍ଗମ ଠାରେ ଶଶାଙ୍କ ଶେଖର ସ୍ମୃତି କମିଟି ପକ୍ଷରୁ ବରିଷ୍ଠ ସମାଜସେବୀ ଶଶାଙ୍କ ଶେଖର ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଦସ୍ୟ ମାନେ ସ୍ୱର୍ଗତ ଶଶାଙ୍କର ଫଟୋ ଚିତ୍ରରେ ଦୀପଦାନ କରି ପୁଷ୍ପ ମାଲ୍ୟ ଅର୍ପଣ କରି ଦୁଇମିନିଟ ନୀରବ!-->…
ବଢିବ ବର୍ଷାର ପରିମାଣ, ୮ ଜିଲ୍ଲାକୁ ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ
ନିଃସର୍ତ୍ତ ଅଫିସ : ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ବଢିବ ବିସ୍ତୃତି । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,!-->…
ପନିପରିବା ଦର ବୃଦ୍ଧି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର: ପନିପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଏହାର ପ୍ରତିବାଦରେ ବୁଧବାର ଛାତ୍ର କଂଗ୍ରେସ କର୍ମୀମାନେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଘେରାଉ କରିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏମିତିକି ଛାତ୍ର କଂଗ୍ରେସର ସଦସ୍ୟମାନେ ମନ୍ତ୍ରୀ ଶ୍ରୀ!-->…
ସାଫ୍ ଚାମ୍ପିଅନ୍ସିପ୍: ଭାରତ ନବମ ଥର ବିଜେତା, କୁଏତକୁ ସଡନ୍ଡେଥ୍ରେ ହରାଇଲା
ବେଙ୍ଗାଲୁରୁ: ଭାରତ ନବମ ଥର ଲାଗି ସାଫ୍ ଚାମ୍ପିଅନ୍ସିପ୍ ଫୁଟ୍ବଲ୍ ପ୍ରତିଯୋଗିତାରେ ବିଜେତା ହୋଇଛି। ମଙ୍ଗଳବାର ସ୍ଥାନୀୟ କାନ୍ତୀରବା ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ୍ରେ ଆୟୋଜକ ଭାରତ ୫-୪ (୧-୧) ସଡନ୍ଡେଥ୍ରେ କୁଏତକୁ ପରାସ୍ତ କରିଛି। ଏଥିସହ ଭାରତ ଲଗାତାର ଦ୍ବିତୀୟ ଥର!-->…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ଠିକ୍ ସମୟରେ ପେନସନ ଦେବାକୁ ନିର୍ଦ୍ଦେଶ…
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ଅବସର ପ୍ରାପ୍ତ କର୍ମଚାରୀମାନଙ୍କୁ ଠିକ ସମୟରେ ପେନସନ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯାଉ। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଆବଶ୍ୟକ କାଗଜ ପତ୍ର ପୂରଣରେ!-->…
ଗଡକାରୀଙ୍କ ଗୁରୁ ମନ୍ତ୍ର – ୧୫ ଟଙ୍କାରେ ମିଳିବ ପେଟ୍ରୋଲ
ନୂଆଦିଲ୍ଲୀ : ସବୁଠି ଲୋକଙ୍କୁ ଘାଇଲା କରୁଛି ମହଙ୍ଗା ମାଡ଼ । ପରିବାଠୁ ଆରମ୍ଭ କରି ଗ୍ୟାସ୍, ପେଟ୍ରୋଲ ଦର ବି ଲୋକଙ୍କୁ କନ୍ଦାଉଛି। ରାତି ପାହିଲେ ସମସ୍ତେ ଘରୁ ଗାଡ଼ି ଧରି ବାହାରିଥାନ୍ତି। ମାତ୍ର ପେଟ୍ରୋଲ ଲିଟର ପିଛା ଶହେ ଟଙ୍କାରୁ ଊର୍ଦ୍ଧ୍ୱରେ କିଣିବା ଖୁବ୍ ବାଧୁଥିବା ସାଧାରଣ ଲୋକେ!-->…
ବଦଳିବ ମୋଦିଙ୍କ ମନ୍ତ୍ରିମଣ୍ଡଳ! ନଡ୍ଡାଙ୍କୁ ଭେଟିଲେ ଏକାଧିକ ମନ୍ତ୍ରୀ ଓ ବରିଷ୍ଠ ନେତା
ନୂଆଦିଲ୍ଲୀ : ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର କ୍ୟାବିନେଟ ଓ ସାଂଗଠନିକ ଅଦଳବଦଳ କରିବାକୁ ମୁଡରେ ଥିବା ବିଜେପିର ଦିଲ୍ଲୀ ମୁଖ୍ୟାଳୟ ହଠାତ୍ ଚଳଚଞ୍ଚଳ ହୋଇ ଉଠିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ କ୍ୟାବିନେଟକୁ ଅଦଳବଦଳ କରିବାକୁ ଯାଉଥିବା ଚର୍ଚ୍ଚା ଭିତରେ ଆଜି!-->…
ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ
କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ରତ୍ନଭଣ୍ଡାରର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି । ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ!-->…
ୟୁସିସିକୁ ବିରୋଧ କର : ମୁସଲିମ ପର୍ସନାଲ ଲ’ ବୋର୍ଡ
ନୂଆଦିଲ୍ଲୀ : ସମାନ ନାଗରିକ ସଂହିତା ବା ୟୁସିସିକୁ ନେଇ ବିବାଦ ଜାରି ରହିଛି । ଏହି ପ୍ରସ୍ତାବିତ ଆଇନକୁ ବିରୋଧ କରିବାକୁ ଘୋଷଣା କରିଛି ଅଲ୍ ଇଣ୍ଡିଆ ମୁସଲିମ୍ ପର୍ସନାଲ ଲ’ ବୋର୍ଡ (ଏଆଇଏମ୍ପିଏଲବି) ।ବୁଧବାର ଏହି ପ୍ରସଙ୍ଗରେ ବୋର୍ଡର ଏକ ଜରୁରୀ ବୈଠକ ବସିଥିଲା । ବୈଠକରେ ୟୁସିସିକୁ ବିରୋଧ!-->…