Sign in
Sign in
Recover your password.
A password will be e-mailed to you.
ରାଜଧାନୀରୁ ନିଖୋଜ ୨ ଛାତ୍ର ଟିଟିଲାଗଡ଼ରୁ ଠାବ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ମଙ୍ଗଳବାର ନିଖୋଜ ଦୁଇ ଦଶମ ଶ୍ରେଣୀ ଛାତ୍ର ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରୁ ବୁଧବାର ଠାବ ହୋଇଛନ୍ତି। ଠାବ କରାଯାଇଥିବା ଦୁଇ ଦଶମ ଶ୍ରେଣୀ ଛାତ୍ର ହେଲେ ପୃଥ୍ୱୀରାଜ ପ୍ରଧାନ ଓ ସୋନୁ କୁମାର। ସେମାନେ ଭୁବନେଶ୍ବର ଚନ୍ଦକା ଅଞ୍ଚଳର ମର୍ଣ୍ଣିଂ ଗ୍ଲୋରି!-->…
ଆଦିବାସୀ ଶ୍ରମିକଙ୍କ ଉପରେ ପରିସ୍ରା କରିଥିବା ଶୁକ୍ଳାର ଘର ଉପରେ ଚାଲିଲା ବୁଲଡୋଜର
ଭୋପାଳ : ଆଦିବାସୀ ଶ୍ରମିକଙ୍କ ଉପରେ ଅତ୍ୟନ୍ତ ଲଜ୍ଜାଜନକ ଭାବେ ପରିସ୍ରା କରିବା ମଧ୍ୟପ୍ରଦେଶର ପରବେଶ ଶୁକ୍ଳାକୁ ମହଙ୍ଗା ପଡ଼ିଛି। ଶୁକ୍ଳା ସିଧି ଜିଲ୍ଲାରେ ଜଣେ ଆଦିବାସୀ ଶ୍ରମିକଙ୍କ ଉପରେ ପରିସ୍ରା କରୁଥିବା ବେଳର ଭିଡିଓ ଭାଇରାଲ ହୋଇଥିଲା। ଭିଡିଓକୁ ଆଧାର କରି ପୁଲିସ୍ ତାଙ୍କୁ ଗିରଫ!-->…
ରୁଷରୁ ଶସ୍ତା ତେଲ କିଣି ୫୭,୫୦୦ କୋଟି ସଂଚୟ କରିଛନ୍ତି ତେଲ କମ୍ପାନି, କିନ୍ତୁ ସାଧାରଣ ଲୋକ ପାଉନାହାନ୍ତି ସୁଫଳ
ନୂଆଦିଲ୍ଲୀ : ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଆର୍ଥିକ କଟକଣା ଯୋଗୁଁ ରୁଷ ଭାରତକୁ ଶସ୍ତାରେ ତେଲ ଯୋଗାଇଦେଇଥିଲା । ଏହା ଫଳରେ ଭାରତୀୟ ତେଲ କମ୍ପାନିଗୁଡ଼ିକ ବିପୁଳ ଲାଭ କମାଇଚାଲିଛନ୍ତି, କିନ୍ତୁ ଏହାର ସୁଫଳ ସାଧାରଣ ଖାଉଟିଙ୍କ ନିକଟକୁ ଯାଉନାହିଁ । ଲୋକମାନେ ଏବେ ବି ମହଙ୍ଗା ଦରରେ!-->…
ପୁଲିସ ପରିଚୟ ଦେଇ ବରିଷ୍ଠ ନାଗରିକଙ୍କ ଠାରୁ ୬୦ ଗ୍ରାମ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
କଟକ: କଟକ ଦୋଳମୁଣ୍ଡାଇରୁ ବଜ୍ରକବାଟିକୁ ସଂଯୋଗ କରୁଥିବା ରାସ୍ତା ପାର୍ଶ୍ବରେ ଥିବା ଅମ୍ବର ଏନ୍ଏକ୍ସ ଦୋକାନ ସମ୍ମୁଖରେ ନିଜକୁ ପୁଲିସ ପରିଚୟ ଦେଇ ବରିଷ୍ଠ ନାଗରିକଙ୍କ ଠାରୁ ୬୦ ଗ୍ରାମ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଆଜି ମଧ୍ୟାହ୍ନ ସମୟରେ କଟକ କଲେଜ ଛକ ଅଞ୍ଚଳର ବିଜୟ କୁମାର!-->…
ପ୍ରିଗୋଜିନଙ୍କ ହତ୍ୟା ଯୋଜନା କରିସାରିଛନ୍ତି ପୁଟିନ୍ !
କିବ : ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ୍ କରିବା ପରେ ବେସରକାରୀ ସେନା ଓ୍ଵାଗନରର ମୁଖ୍ୟ ୟେଭଗେନି ପ୍ରିଗୋଜିନଙ୍କ ଜୀବନ ପ୍ରତି ବିପଦ ମାଡ଼ିଆସୁଛି । ଏପରି ଦାବି କରିଛନ୍ତି ୟୁକ୍ରେନର ସାମିରକ ଗୁଇନ୍ଦା ମୁଖ୍ୟ ମେଜର ଜେନେରାଲ କିରିଲୋ ବୁଡାନୋଭ । ସେ!-->…
ଜୁଲାଇ ୧୯ ଯାଏ ତିସ୍ତା ସିତଲବାଦଙ୍କୁ ମିଳିଲା ସୁପ୍ରିମ ଆଶ୍ୱସ୍ତି
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ୨୦୦୨ ଗୁଜରାଟ ଦଙ୍ଗା ଘଟଣାରେ କିଛି ଲୋକଙ୍କୁ ଫସାଇବା ପାଇଁ ଚେଷ୍ଟା କରିଥିବା ଅଭିଯୋଗରେ ଫସିଥିବା ସାମାଜିକ କର୍ମୀ ତିସ୍ତା ସିତଲବାଦଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କୁ ଗୁଜରାଟ ହାଇକୋର୍ଟ ତୁରନ୍ତ ଆତ୍ମସମର୍ପଣ କରିବାକୁ କହିଥିବା ବେଳେ ପୁଲିସ୍ ତାଙ୍କୁ!-->…
ରାଜଧାନୀରେ ଯୁବକଙ୍କ କଲର ଧରି ପିଟିଲେ ଲେଡି ଗୁଣ୍ଡା
ଭୁବନେଶ୍ୱର:ଭୁବନେଶ୍ୱରରେ ଲେଡି ଗୁଣ୍ଡାଙ୍କ ଦାଦାଗିରି । ଯୁବକଙ୍କ କଲର ଧରିଲେ, ସେକି ଦେଇ ଗଲେ । ସମସ୍ତେ ଦେଖୁଥାନ୍ତି, ହେଲେ ଲେଡି ଗୁଣ୍ଡାଙ୍କୁ କେହି ସାମ୍ନା କରିପାରୁ ନ ଥାନ୍ତି । ଲେଡିଙ୍କ ପାଟିର ଭାଷା… ନ କହିବା ଭଲ । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ସହିଦ ନଗର ଲକ୍ଷ୍ମୀ ବିହାର!-->…
ଶରଦ ପାୱାର ହତବମ୍ବ ! ଅଜିତ କହିଲେ ମୁଁ ଏନସିପିର ସଭାପତି !
ମୁମ୍ବାଇ : ଏନସିପିରେ ସୃଷ୍ଟି ହୋଇଥିବା ଦଳୀୟ କନ୍ଦଳ ଏବେ ବିସ୍ଫୋରକ ରୂପ ନେଇଛି। ବିଦ୍ରୋହ ଘୋଷଣା କରି ବିଜେପି ସହ ହାତ ମିଳାଇଥିବା ଅଜିତ ପାୱାର ଏବେ ସିଧାସଳଖ ଏନସିପି ପ୍ରତିଷ୍ଠାତା ଶରଦ ପାୱାରଙ୍କ ବିରୋଧରେ ଯୁଦ୍ଧ ଡାକରା ଦେଇଛନ୍ତି। ଏଥିସହ ସେ ନିଜକୁ ଏନସିପିର ସଭାପତି ବୋଲି ପରିଚୟ!-->…
ଓଡ଼ିଶାରେ ପୁଣି ଚିଟଫଣ୍ଡ ଭଳି ରାହାଜାନି ଚଳାଇଛନ୍ତି ଘରୋଇ ଫାଇନାନ୍ସ କମ୍ପାନୀ : ଡ.ଲେଖାଶ୍ରୀ
ଭୁବନେଶ୍ୱର, : ଓଡ଼ିଶାରେ ଚିଟଫଣ୍ଡ ସଂସ୍ଥା ନୂଆ ରୂପରେଖରେ ଲୋକଙ୍କ ପାଖକୁ ଫେରିଛି । ଲୋକେ ଝାଳବୁହା ଧନ ଓ ଜୀବନର ପୁଞ୍ଜିକୁ ଘରୋଇ କମ୍ପାନୀମାନଙ୍କଠାରେ ରଖିଥିଲେ । ସେହି ଟଙ୍କାକୁ ଚିଟଫଣ୍ଡ କମ୍ପାନୀମାନେ ଲୁଟ୍ କଲାବେଳେ ରାଜ୍ୟ ସରକାର ଓ ଶାସକ ଦଳର ବିଚିତ୍ର ଭୂମିକା ଥିଲା । ରାଜ୍ୟ!-->…
ବୌଦ୍ଧରେ ଫାଇଭ-ଟି ସଚିବଙ୍କ ଗାଡିକୁ ଅଣ୍ଡାମାଡ
ବୌଦ୍ଧ: ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଗାଡିକୁ ଅଣ୍ଡାମାଡ । ବୌଦ୍ଧରେ କଚେରୀ ଛକରେ ହୋଇଛି ଅଣ୍ଡାମାଡ । ପୋଲିସ ଜଣଙ୍କୁ ଉଠାଇନେଇଥିବା ସୂଚନା ରହିଛି । ଦିନିକିଆ ବୈଦ୍ଧ ଗସ୍ତରେ ଅଛନ୍ତି ୫ଟି ସଚିବ । ସେହିପରି ଆଜି ବିଜେପି ମଧ୍ୟ ବିରୋଧ କରିଛି । କଂଟାମାଲ ବ୍ଲକ ଗସ୍ତରେ ଥିବା ବେଳେ ମୁଖ୍ୟ!-->…