ଜନସେବାର ୨୫ ବର୍ଷ ପୂର୍ତ୍ତି: ମାଲକାନଗିରିରେ ସେବା ଜ୍ୟୋତି ଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି

ଯୋଗଦେବେ ୨ ହଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ମାଲକାନଗିରି : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାର୍ବଜନୀନ ଜୀବନ ଓ ଜନସେବାର ସଫଳ ୨୫ ବର୍ଷ ପୂର୍ତ୍ତି ଅବସରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ଅକ୍ଟୋବର ୭ ତାରିଖରେ ଏକ ବିଶାଳ ସେବା ଜ୍ୟୋତି ଯାତ୍ରା ଏବଂ ବିକଶିତ…

ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୂରଣ ହେବ ଖାଲି ପଡ଼ିଥିବା ୧୪୦୦ ଖାଲି ପଦ

ଭୁବନେଶ୍ୱର : ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ପଦ ପୂରଣକୁ ନେଇ ବଡ଼ କସରତ । ଲୋକ ଭବନରେ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ବୈଠକରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଯୋଗ ଦେଇଥିବା ବେଳେ…

ମୁରୁମ ବୋଝେଇ ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ, ପଡ଼ିଆ ପୋଲିସ ଦ୍ୱାରା ମୃତଦେହ ଉଦ୍ଧାର

ମାଲିକାନଗିରି : ମୁରୁମ ବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଚକା ତଳେ ଚାପି ହୋଇ ଜଣେ ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପଡ଼ିଆ ପଞ୍ଚାୟତ ଅନ୍ତର୍ଗତ ଗୋଲାଗୁଡ଼ା ଗ୍ରାମର ମଙ୍ଗୁଳୁ କସରିଆଙ୍କ ପୁଅ ଶଙ୍କର କସରିୟା ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ପାମଗେଟାରୁ ଗୋଲାଗୁଡ଼ା…

ବିଭାଗୀୟ ସମସ୍ୟା ସମାଧାନକୁ ନୂଆ ପଦକ୍ଷେପ : କନ୍ଧମାଳରେ ପ୍ରତିନିଧି ମଣ୍ଡଳ ଗଠନ ପାଇଁ ନାମ ତାଲିକା ପ୍ରସ୍ତୁତ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲାର ବିଭିନ୍ନ ବିଭାଗର ସମସ୍ୟା ଓ ଲୋକଙ୍କ ଅଭିଯୋଗକୁ ଅଧିକ ପ୍ରଭାବଶାଳୀ ଭାବେ ପ୍ରଶାସନ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଏକ ପ୍ରତିନିଧି ମଣ୍ଡଳ ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଜିଲ୍ଲା ପ୍ରଶାସନ ନିକଟକୁ ସମ୍ପୃକ୍ତ ପ୍ରତିନିଧିମାନଙ୍କ ନାମ ତାଲିକା…

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ

ବୋବଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଘାତକ ଗାଡ଼ିକୁ ଧରିବାକୁ ଦାବି ଉମରକୋଟ/ରାଇଘର : ଘରୁ ବାହାରି ନିଜ କାମରେ ଯାଉଥିବା ଜଣେ ଯୁବକଙ୍କ ଜୀବନ ଯେ ରାସ୍ତା ଉପରେ ଏଭଳି ଅଚାନକ ଥମିଯିବ, ତାହା କେହି କେବେ ଭାବିନଥିଲେ। ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅଜଣା ଗାଡ଼ି ଧକ୍କାରେ ଜଣେ…

ଗାଧୋଇବା ବେଳେ ସୁବର୍ଣ୍ଣରେଖାରେ ୨ ନାବାଳକ ନିଖୋଜ

ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ଗାଧୋଇବା ବେଳେ ଅଘଟଣ  ।  ନଦୀରେ ଗାଧୋଇବା ବେଳେ ୨ ନାବାଳକ ନିଖୋଜ  ।  ଅଗ୍ନିଶମ ବାହିନୀ ଦ୍ୱାରା ଖୋଜାଖୋଜି ଜାରି ରହିଛି  ।  ଜଳେଶ୍ବର ଥାନା ଶେଖବାଡ଼ ନିକଟରେ ଘଟିଛି ଅଭାବନୀୟ ଘଟଣା ।  ଝାଡ଼େଶ୍ୱର ପୁର ଅଂଚଳର ୫ ନାବାଳକ ସାଙ୍ଗ ହୋଇ ସୁବର୍ଣ୍ଣରେଖା…

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ,…

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋଚିତ୍ର ଧରି…

ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ

ଛତ୍ରପୁର : ସ୍ୱତନ୍ତ୍ର ସଘନ ସଂଶୋଧନ ପରେ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଯୋଗ୍ୟ ନାଗରିକଙ୍କ ସମେତ ପ୍ରଥମ ଥର ଭୋଟ ଦେବାକୁ ଯାଉଥିବା ଯୁବ ଭୋଟରଙ୍କ ନାମ ତାଲିକାରେ ସାମିଲ କରିବା ନିମନ୍ତେ ରାଜ୍ୟରେ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯିବ। ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ…

‘ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୬’ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ଆଜି ରାଜଧାନୀ ଭୁବନେଶ୍ୱରଠାରେ ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି…

ରାୟଗଡ଼ା ପୋଲମା ବିଦ୍ୟାଳୟର ଛାତ୍ର ଇତିହାସ ରଚିଲେ : ଜାତୀୟ ଜୁନିୟର ଥ୍ରୋବଲ୍ ଚାମ୍ପିଅନସିପ୍‌ରେ ଓଡ଼ିଶା ବାଳକ ଦଳକୁ…

ରାୟଗଡ଼ା : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ପୋଲମା ପଞ୍ଚାୟତ ସ୍ଥିତ ପୋଲମା ବିଦ୍ୟାଳୟ ପାଇଁ ଆସିଛି ଗୌରବମୟ ଖବର। ବିଦ୍ୟାଳୟର ଛାତ୍ର ସୁଶାନ୍ତ ମାଣ୍ଡିକା ଜାତୀୟ ସ୍ତରୀୟ ଜୁନିୟର ଥ୍ରୋବଲ୍ ଚାମ୍ପିଅନସିପ୍‌ରେ ଓଡ଼ିଶା ବାଳକ ଦଳର ପ୍ରତିନିଧିତ୍ୱ କରି ସ୍ୱର୍ଣ୍ଣ ପଦକ…