ଜଗତସିଂହପୁର ଜିଲ୍ଲାରେ ୫ଟି ସଚିବ

ପାରାଦୀପ: ଆଜି ୫ଟି ସଚିବ ଭି.କେ ପାଣ୍ଡିଆନ ୨ ଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି  ଆଜି ପୁର୍ବାହ୍ନ ୯ରେ  ଏରସମା ବ୍ଳକ ଅନ୍ତର୍ଗତ ଶିଆଳି ସମୁଦ୍ର ବେଳାଭୂମୀ ନିକଟରେ ହେଲିକ୍ୟାପ୍ଟର ଯୋଗେଁ ଓହ୍ଲାଇବା ଥିଲେ ।  ଏରସମାର ଶିଆଳୀ ସମୁଦ୍ରବେଳାଭୂମୀରେ ଦଶହଜାରରୁ ଅଧିକ ଜନସମାଗମ ଦେଖିବାକୁ

କେବଳ ମହାରାଷ୍ଟ୍ର ନୁହେଁ ସମଗ୍ର ଦେଶ ପାଇଁ ସାବରକର ଗୁରୁତ୍ୱପୂର୍ଣ୍ଣ

ମୁମ୍ବାଇ: କିଛି ଦିନ ପୂର୍ବରୁ କର୍ଣ୍ଣାଟକର କଂଗ୍ରେସ ସରକାର ବିଦ୍ୟାଳୟ ପାଠ୍ୟକ୍ରମରେ ହିନ୍ଦୁତ୍ବବାଦୀ ବିନାୟକ ଦାମୋଦର ସାବରକର ଓ ହେଡଗେୱାରଙ୍କ ଉପରେ ଥିବା ବିଷୟକୁ ବାଦ୍ ଦେବାକୁ ନିଷ୍ପତ୍ତି ନେବା ପରେ ଏହାକୁ ବିରୋଧ କରିଥିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ | କଂଗ୍ରେସ

ତାମିଲନାଡୁ : ମୁଖ୍ୟମନ୍ତ୍ରୀଙ୍କ ବିନା ପରାମର୍ଶରେ ଜେଲରେ ଥିବା ମନ୍ତ୍ରୀ ସେନ୍ଥିଲ ବାଲାଜୀଙ୍କୁ ବହିଷ୍କାର କଲେ…

ଚେନ୍ନାଇ: ତାମିଲନାଡୁ ରାଜ୍ୟପାଳ ଆର୍ ଏନ୍ ରବି ଜେଲରେ ଥିବା ରାଜ୍ୟ ଶକ୍ତି ଓ ଅବକାରୀ ମନ୍ତ୍ରୀ ଭି ସେନ୍ଥିଲ ବାଲାଜୀଙ୍କୁ ବହିଷ୍କାର କରିଛନ୍ତି । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସହ ପରାମର୍ଶ କରିନଥିବା କୁହାଯାଉଛି । ରାଜ୍ୟପାଳଙ୍କ ଏହି ପଦକ୍ଷେପ ପରେ ଡିଏମକେ ସରକାର ଏବଂ ରାଜ୍ୟପାଳଙ୍କ

ବିଜେଡିର ଅନ୍ୟ ନାଁ ବିକାଶ : ଦେବୀ ମିଶ୍ର

ଭୁବନେଶ୍ୱର: ଫାଇଭ୍–ଟି ସଚିବଙ୍କ ପ୍ରସଙ୍ଗରେ ବିରୋଧୀଙ୍କ ଅଭିଯୋଗ । ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର କହିଛନ୍ତି, ବିରୋଧୀ ଲିଫଲେଟ୍ ବାଣ୍ଟନ୍ତୁ କି ଘର ଘର ବୁଲନ୍ତୁ । ଲୋକ ଜାଣିଛନ୍ତି ତାଙ୍କ ସୁଖ ଦୁଖରେ ସାଥୀ କିଏ ? ବିକାଶର ସାଥୀ କିଏ ? ନିର୍ବାଚନ ବର୍ଷର ସବୁ ଦଳ ଏଭଳି କାର୍ଯ୍ୟକ୍ରମ

ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ କରି ରଖୁଛନ୍ତି: ଲକ୍ଷ୍ମଣ ଟୁଡୁ

ଭୁବନେଶ୍ୱର: ୫ଟି ସଚିବଙ୍କ ଗସ୍ତକୁ ନେଇ ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଟାର୍ଗେଟ । ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଗୃହବନ୍ଦୀ କରି ରଖୁଛନ୍ତି କହିଲେ ଟୁଡୁ । ଆଗାମୀ ଦିନରେ ଏକ ମିଡ୍‌ନାଇଟ୍ ଅପରେସନ କରିବାକୁ ଯାଉଛନ୍ତି । ସେ ବାରିପଦାରେ ଜିଲ୍ଲାପାଳ ଥିବାବେଳେ ଲୁଟ ଆରମ୍ଭ ହୋଇଥିଲା

ରିଲିଫ କ୍ୟାମ୍ପରେ ପିଲାଙ୍କ ସହ ଲଞ୍ଚ କଲେ ରାହୁଲ ଗାନ୍ଧି

ଇମ୍ଫାଲ : ଆଦିବାସୀ ଓ ଅଣ ଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ମଣିପୁରରେ ପହଞ୍ଚି ସ୍ଥିତି ପରଖିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ହିଂସା ଦ୍ୱାରା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଚୁରାଚାନ୍ଦପୁରରେ ରାହୁଲ ବିଭିନ୍ନ ରିଲିଫ କ୍ୟାମ୍ପ ବୁଲିଛନ୍ତି।ହିଂସା ଦ୍ୱାରା ବିସ୍ଥାପିତ

୫ଟି ସଚିବଙ୍କୁ ଜଗତସିଂହପୁରେ ବିରୋଧ

ଭୁବନେଶ୍ୱର: ୫ଟି ସଚିବଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତକୁ ବିଜେପିର ବିରୋଧ । କଳା ବେଲୁନ ଉଡାଇବା ସହ କଳା ପୋଷାକ ପିନ୍ଧି ବିରୋଧ । ରାହାମାରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ କଳା ଗଞ୍ଜି ପିନ୍ଧି ବିରୋଧ । ପାରାଦ୍ୱିପ ଏଡିଏମ୍ ଅଫିସ ଆଗରେ କଳା ପୋଷାକ ପିନ୍ଧି ବିରୋଧ । କୁଜଙ୍ଗରେ କଳା

ଟିକେଟ୍ କଟିବା ଭୟରେ ସବୁ ଚୁପ୍‌ : ତାରା ପ୍ରସାଦ ବାହିନିପତି

ଭୁବନେଶ୍ୱର: ରାଜ୍ୟରେ ସବୁ ତନ୍ତ୍ର ଚାଲିଛି କହିଲେ ତାରା ପ୍ରସାଦ ବାହିନିପତି । ୫ଟି ସଚିବ ଯଦି ଜିଲ୍ଲାକୁ ଜିଲ୍ଲା ବୁଲୁଛନ୍ତି ସେଥିପାଇଁ ମନ୍ତ୍ରୀ ଓ ବିଧାୟକ ଦାୟୀ । ସେମାନେ ସ୍ୱର ଉତ୍ତୋଳନ କରିବା ବଦଳରେ ଧନ୍ୟବାଦ ଦେଉଛନ୍ତି । ଜଣେ ସାଂସଦ କହିଲେଣି,ପାଣ୍ଡିଆଦ ସାର ଆମ ମୁଖ୍ୟମନ୍ତ୍ରୀ

ଆପ୍‌ ସମର୍ଥନ କଲେ ୟୁନିଫର୍ମ ସିଭିଲ କୋଡ୍‌ ବିଲ୍‌ ସହଜରେ ରାଜ୍ୟସଭାରେ ପାଶ୍ ହୋଇପାରେ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ୟୁନିଫର୍ମ ସିଭିଲ କୋଡ (ୟୁସିସି) ବା ଏକକ ନାଗରିକ ସଂହିତା ଲାଗୁ କରିବା ସପକ୍ଷରେ ମତ ରଖିବା ପରେ ଏହାକୁ ନେଇ ବିତର୍କ ଆରମ୍ଭ ହୋଇଯାଇଛି। ଚର୍ଚ୍ଚା ହେଉଛି ଯେ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ୟୁସିସି ପ୍ରସଙ୍ଗ

ବାହାନାଗା ଟ୍ରେନ ଦୁର୍ଘଟଣା : ଏସସିବିରେ ଆଖି ବୁଜିଲେ ଆଉ ଜଣେ ଆହତ

କଟକ : ବାହାନାଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଏବେ ଟ୍ରେନ ଦୁର୍ଘଟଣା ଜନିତ  ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି । ମୃତକଙ୍କ ନାଁ ହେଉଛି ମନୀଷ କୁମାର ।  ସେ କଟକ SCBରେ ଚିକିତ୍ସାଧୀନ ଥିଲେ । ସେଠାରେ ଆଜି ତାଙ୍କର ମୃତ୍ୟୁ ଘଟିଛି ।