ଗୋ-ମାଂସ ନେଉଥିବା ସନ୍ଦେହରେ ମୁସଲିମ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା

ମୁମ୍ବାଇ : ପୁଣିଥରେ ମାତିଛନ୍ତି ତଥାକଥିତ ଗୋ-ସୁରକ୍ଷା ବାହିନୀର ଗୁଣ୍ଡା। ଜଣେ ମୁସଲିମଙ୍କୁ ଏହି ବାହିନୀର ସଦସ୍ୟମାନେ ବିଚ୍‌ ରାସ୍ତାରେ ଅତ୍ୟନ୍ତ ଭୟଙ୍କର ଢଙ୍ଗରେ ପିଟିପିଟି ହତ୍ୟା କରିଛନ୍ତି।ମୁସଲିମ ବ୍ୟକ୍ତି ଜଣଙ୍କ ଗୋ-ମାଂସ ଚୋରା ଚାଲାଣ କରୁଥିବା ସନ୍ଦେହ କରି ଗୋ-ସୁରକ୍ଷା ବାହିନୀର

କଂଗ୍ରେସ-ଆପ କଳି ତେଜିଲା: କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ମାକେନ

ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଏକାଠି ହେବାକୁ ବିରୋଧୀ କରୁଥିବା ଯୋଜନାରେ ଭଟା ସୃଷ୍ଟି ହେବାରେ ଲାଗିଛି। ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଆପ୍‌ ଓ କଂଗ୍ରେସ ମଧ୍ୟରେ ସୃଷ୍ଟି ହୋଇ ବିବାଦ ଦିନକୁ ଦିନ ତୀବ୍ର ହେଉଛି।ଦୁଇ ଦଳ ପରସ୍ପରକୁ ଆକ୍ଷେପ କରୁଥିବା ବେଳେ ଏବେ

ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର : ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି ସାଂସଦ ମହେଶ ସାହୁ ।

ଦିଗପହଣ୍ଡି ବସ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବ୍ରହ୍ମପୁର : ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ।

ଆବଶ୍ୟକ ହେଲେ ସୀମା ସେପଟେ ସାମରିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛେଇବନି ଭାରତ : ରାଜନାଥ

ଜମ୍ମୁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ଭାରତ ଆଉ ପୂର୍ବ ପରି ନାହିଁ । ନିଜର ସୀମାର ସୁରକ୍ଷା କରିବାକୁ ଭାରତ ସୀମା ସେପଟେ ନିର୍ଣ୍ଣାୟକ ସାମରିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛେଇବନି ବୋଲି କହିଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ।ଜମ୍ମୁ ବିଶ୍ବବିଦ୍ୟାଳୟରେ

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ସମ୍ଵଲପୁର : ସାରା ଓଡ଼ିଶାରେ ମୌସୁମୀ ପ୍ରବେଶ କରିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଇନଫ୍ଲୋ ବୃଦ୍ଧି ପାଇଛି। ରବିବାର ଜଳସ୍ତର ୬୦୦.୪୫ ଫୁଟ ଥିବାବେଳେ ତାହା ଆଜି ବୃଦ୍ଧି ପାଇ ୬୦୧.୩୯ ଫୁଟରେ ପହଞ୍ଚିଛି। ପାଖାପାଖି ଜଳଭଣ୍ଡାରର ଜଳସ୍ତର ଗୋଟିଏ ଫୁଟ

ଦାରିଙ୍ଗବାଡିରେ ଉତ୍କଳ ଗ୍ରାମୀଣ ବ୍ୟାଙ୍କର ନୂତନ କାର୍ଯ୍ୟାଳୟ ଉଦଘାଟନ

ଦାରିଙ୍ଗବାଡି,୨୬/୬ : ଉତ୍କଳ ଗ୍ରାମୀଣ ବ୍ୟାଙ୍କର ନୂତନ କାର୍ଯ୍ୟାଳୟ ଗୃହ ଦାରିଙ୍ଗବାଡି ମହକୁମାରେ ଠାରେ ଉଦଘାଟନ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ବିଡିଓ ଗଦାଧର ପାତ୍ର ଯୋଗ ଦେଇ ଉଦ୍ଘା ଉତ୍କଳ ଗ୍ରାମୀଣ ବ୍ୟାଙ୍କର ସୁଭ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନି ଉତ୍ସବରେ ରେଜିଆନାଲ ମ୍ୟାନେଜର ସୁରଜ୍

ବିଶ୍ଵ ନିଶା ନିବାରଣ ଦିବସ ପାଳିତ

ମାଲକାନଗିରି (୨୬.୦୬) : ମାଲକାନଗିରି ଜିଲ୍ଲାରେ ଆନ୍ତର୍ଜାତିକ ନିଶ୍ଚେତକ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଏହାର ଚୋରାଚାଲାଣ ବିରୁଦ୍ଧ ଦିବସ ପାଳନ କରାଯାଇଅଛି। ଏହି ଦିବସ ଅବସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଏବଂ ଅବକାରୀ ବିଭାଗ ର ମିଳିତ ଆନୁକୁଲ୍ୟରେ ଜିଲ୍ଲା ସଦରମହକୁମା

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ…

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା କରାଯାଇଛି।

‘ମୋର ୧୪ଜଣ ପିଲାଙ୍କ ମଧ୍ୟରୁ ମୋଦୀଙ୍କୁ ମୁଁ ଅଧିକ ସ୍ନେହ କରେ, ତାକୁ ମୋର ୨୫ବିଘା ଜମି ଦେଇ ଦେବି’; ବୃଦ୍ଧା ମା’

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରାଜଗଡ଼ରୁ ଏକ ଭିଡିଓ ଭାଇରାଲ ‌ହେଉଛି। ଯେଉଁଥିରେ ୧୦୦ ବର୍ଷରୁ ଅଧିକ ବୟସର ଜଣେ ବୃଦ୍ଧା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସା କରୁଥିବା ଶୁଣିବାକୁ ମିଳୁଛି। ଏଥିସହିତ ସେ ମୋଦୀଙ୍କୁ ତାଙ୍କ ଜମି ଦାନ କରିଦେବେ ବୋଲି ବି କହିଛନ୍ତି। ଏହି ବୃଦ୍ଧା ମହିଳାଙ୍କ ନାମ