Sign in
Sign in
Recover your password.
A password will be e-mailed to you.
ଅପରାଜିତାଙ୍କ ‘ଫାଇଭ ଟି ସଚିବ’ ପ୍ରସଙ୍ଗରେ ନିଆଁରେ ଘିଅ ଢାଳିଲେ ସୌମ୍ୟରଞ୍ଜନ
ଭୁବନେଶ୍ୱର: ଫାଇଭ ଟି ସଚିବ ଆଇଏଏସ ଚାକିରିରି ଦୁରୂପଯୋଗ କରୁଛନ୍ତି ବୋଲି ଅଭିଯୋଗ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜନୈତିକ ମାହୋଲକୁ ସରଗରମ କରିଥିବା ବେଳେ ଏବେ ଖୋଦ୍ ଶାସକ ଦଳର ବିଧାୟକ ତଥା ଓଡ଼ିଶାର ଅଗ୍ରଣୀ ଖବରକାଗଜ ‘ସମ୍ବାଦ’ର ସମ୍ପାଦର ସୌମ୍ୟରଞ୍ଜନ ପଟ୍ଟନାୟକ ନିଜ ସମ୍ପାଦକୀୟ!-->…
ମେଡିକାଲ ଛାତରୁ ଖସିଲା କଂକ୍ରିଟ୍, ଅଳ୍ପକେ ବର୍ତ୍ତିଲେ ରୋଗୀ
ଆନନ୍ଦପୁର: ଆନନ୍ଦପୁର ଉପଖଣ୍ଡ ମୁଖ୍ଯ ଚିକିତ୍ସାଳୟ ଠାରେ ଘଟିଛି ଅଘଟଣ। ମେଡିକାଲର ଓପିଡି ବିଭାଗରେ ଡାକ୍ତରଙ୍କୁ ଦେଖାଇବାକୁ ଅନେକ ରେଗୀ ଧାଡିରେ ରହିଥବା ସମୟରେ ହଠାତ୍ ଛାତରୁ କଂକ୍ରିଟ ଖସିବାରୁ ଜଣେ ରୋଗୀ ଆହତ ହୋଇଛନ୍ତି।
ତେବେ ସୋଭାଗ୍ଯ ବସତଃ ଅନ୍ୟ କାହାରି କିଛି କ୍ଷତି!-->!-->!-->…
ରାଜଧାନୀରେ ଲୁଟେରାକୁ ହାତଗୋଡ଼ ବାନ୍ଧି ଉଲଗ୍ନ କରି ପିଟିଲେ
ଭୁବନେଶ୍ୱର: ରାଜଧାନୀରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ଏକଦମ୍ ହୁଗୁଳା ହୋଇପଡିଛି । ନା ଥାନାର କୌଣସି ଭୟ ଅଛି ନା ପୁଲିସକୁ କୌଣସି ପ୍ରକାର ଖାତିର । ଶେଷ ସୀମାରେ ପହଞ୍ଚିଛି ଆଇନ୍ ଶୃଙ୍ଖଳା ପରିସ୍ଥିତି । ଜଣେ ଯୁବକଙ୍କୁ ରାଜଧାନୀ ରାଜରାସ୍ତାରେ ଉଲଗ୍ନ କରି ଲୋକେ ମାଡ଼ ମାରିଛନ୍ତି ।
ମାଡ଼!-->!-->!-->…
ଠିକାଦାର ରମେଶ ରାଉତ ହତ୍ୟା ଘଟଣା: ୪ ଅଭିଯୁକ୍ତ ଗିରଫ
ଖୋର୍ଦ୍ଧା: ଟାଙ୍ଗୀ ଥାନା ଅନ୍ତର୍ଗତ ଚନ୍ଦନେଶ୍ୱର ଛକରେ ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଦୁର୍ବୃତ୍ତଙ୍କୁ ପୁଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମନୋଜ ପରିଡ଼ା, ସନ୍ତୋଷ ପ୍ରଧାନ, ଦିଲ୍ଲୀପ କୁମାର ସୁରଜିତ ଓ ଗଙ୍ଗାଧର ସୁବୁଦ୍ଧି।
!-->!-->…
ଜୁଲାଇ ୧ ରେ ଓଟିଇଟି ପରୀକ୍ଷା
ଭୁବନେଶ୍ୱର: ଜୁଲାଇ ୧ ରେ ଅନୁଷ୍ଠିତ ହେବ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨। ଏଥିଲାଗି ରାଜ୍ୟର ବିଭିନ୍ନ ଜିଲ୍ଲା ସଦର ମହକୁମା ଏବଂ ବ୍ଲକ୍ ଆଦିରେ ୩୦୭ କେନ୍ଦ୍ର କରାଯାଇଛି। ଏଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍ଏଡ୍ ଡିଗ୍ରୀଧାରୀଙ୍କୁ ପରୀକ୍ଷା ଦେବାର ସୁଯୋଗ ମିଳିଥିବାରୁ!-->…
ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ଜଣେ ଯୁବତୀ ସହ ପାଞ୍ଚ ଗିରଫ…
ଫୁଲବାଣୀ ୨୫/୬: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡିଙ୍ଗିଆ ପଞ୍ଚାୟତର କିଆମୁଣ୍ଡା ନିକଟଜଙ୍ଗଲରେ ଗତ ୧୩ ତାରିଖରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ଏହି ଘଟଣାରେ ଫିରିଙ୍ଗିଆ ପୋଲିସ ଆଜି ଜଣେ ଯୁବତୀଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି । ଏହା ଏକ ପ୍ରେମ!-->!-->!-->…
ଆଠ ଦିନ ହେବ ନିଖୋଜ ଯୁବତୀଙ୍କ ପତ୍ତା ମିଳୁନି
ବାଲିଗୁଡା : କନ୍ଧମାଳ ଜ଼ିଲ୍ଲାରେ ଦିନକୁ ଦିନ ନାବାଳିକା ଯୁବତୀ ଅପହରଣ ମାମଲା ବୃଦ୍ଧି ପାଇବାରେ ଲାଗିଛି l କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମହାସିଙ୍ଗି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଚଳିତ ମାସ 15 ତାରିଖ ଦିନ ମହାସିଙ୍ଗି ପଞ୍ଚାୟତ ପାତ୍ର ସାହିର ଝୁନୁରାଣୀ କହଁର!-->…
ସୁଡ୍ରା ଅଞ୍ଚଳରେ ମାଓବାଦୀ ପୋଷ୍ଟର : ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର ୪ ଜିଲାକୁ ୧୨ଘଣ୍ଟିଆ ବନ୍ଦ…
ବାଲିଗୁଡା//ଫୁଲବାଣୀ : ପୁଣି ଥରେ କନ୍ଧମାଳ ଜିଲାରେ ଲାଗିଛି ମାଓ ପୋଷ୍ଟର। ବାଲିଗୁଡା ଥାନା ସୁଡ୍ରା ନିକଟ କାମ୍ବରିକିଆ ଛକଠାରେ କେକେବିଏନ ଡିଭିଜିନାଲ କମିଟି ସିପିଆଇ ମାଓବାଦୀ ତରଫରୁ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର କନ୍ଧମାଳ,!-->…
ବିବାହିତା ମହିଳାଙ୍କୁ ଦୁର୍ଷ୍କମ ଓ ଅନ୍ତରଙ୍ଗ ମୂହୁର୍ତ୍ତର ଭିଡିଓ ଭାଇରାଲ ଅଭିଯୋଗ: ଯୁବକ ଗିରଫ
ହିଞ୍ଜିଳିକାଟୁ : ବିବାହିତା ମହିଳାଙ୍କୁ ଦୁର୍ଷ୍କମ ସହ ଅନ୍ତରଙ୍ଗ ମୁହୁର୍ତ୍ତର ଭିଡିଓ ଭାଇରାଲ ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ହିଞ୍ଜିଳି ଥାନା ରଙ୍ଗଣିପଲ୍ଲୀ ଗ୍ରାମର ଗଣେଶ ସେଠି (୨୫) । ଏ ନେଇ ହିଞ୍ଜିଳି ଥାନାରେ କେସ ନମ୍ବର ୪୪୪/୨୩!-->…
ଅଟୋ ଓ ମଟର ସାଇକେଲ ମୁହାଁମୁହିଁ ଧକା, ଅଟୋ ଡ୍ରାଇଭର ଗୁରୁତର
ଦାରିଙ୍ଗବାଡ଼ି,୨୪/୬ : ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିରୀକୁଟି ଗ୍ରାମର ମହାଦେବ ପାତ୍ରଙ୍କ ପୁଅ ହେମନ୍ତ ପାତ୍ର(୩୨) ଅପରାହ୍ନରେ ଆଦିବାସୀ ଗ୍ରାମକୁ ଅଟୋରେ ହଳଦୀ ନେଇଦେଇ କିରୀକୁଟି ଫେରୁଥିଲା । ଏହି ସମୟରେ କନ୍ଧିବାନ୍ଦା ଗ୍ରାମର ଦୁଇଜଣ ଯୁବକ ମଟର ସାଇକେଲରେ ସିମାନବଡ଼ିରୁ!-->…