Sign in
Sign in
Recover your password.
A password will be e-mailed to you.
ଲକ୍ଷ୍ମୀନୃସିଂହ କଳାମନ୍ଦିରରେ ଯୋଗଦିବସ ପାଳିତ
ହିଞ୍ଜିଳିକାଟୁ (୨୧।୬) : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଲକ୍ଷ୍ମୀନୃସିଂହ କଳାମନ୍ଦିର ପରିଷରରେ ଜାଗୁଆର ଏକାଡେମୀ ଅଫ ମାର୍ଶଲ ଆର୍ଟ୍ସ( ଜେଏଏମ ଏସ) ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ। ବୁଧବାର ନବମ ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ହିଞ୍ଜିଳିକାଟୁ ଜାଗୁଆର ଏକାଡେମୀ!-->…
ରାଜ୍ୟ କ୍ୟାବିନେଟରେ ୧୫ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
ମୁଖ୍ୟମନ୍ତ୍ରୀ!-->!-->!-->…
ବଜାର ରାସ୍ତା ପ୍ରଶସ୍ତକରଣର କାର୍ଯ୍ୟ ଦେଢ଼ମାସ ବିତିଗଲାଣି ହେଲେ ଅଧ ପନ୍ତରିଆ ଭାବେ ପଡି ରହିଛି ଡ୍ରେନ କାମ
ଦାରିଙ୍ଗବାଡ଼ି, ୨୧/୦୬ : ଦାରିଙ୍ଗବାଡ଼ି ବ୍ଲକର ଦ୍ୱିତୀୟ ବୃହତ୍ତମ ବଜାର ଭାବେ ବ୍ରାହ୍ମଣୀଗାଁ ପରିଚିତ। ଗମନା ଗମନର ସୁବ୍ୟବସ୍ଥା କରିବାକୁ ଯାଇ ରାଜ୍ୟ ସରକାର ୩ କୋଟିରୁ ଉର୍ଦ୍ଧ ଟଙ୍କା ପୂର୍ତ୍ତ ବିଭାଗ ମାଧ୍ୟମରେ ବ୍ୟୟ ବରାଦ କରିଛନ୍ତି। ଏହି ପରି ପ୍ରେକ୍ଷୀର ଏକ ଠିକା ସଂସ୍ଥା ମାଧ୍ୟମରେ!-->…
ସୁସ୍ଥ ଜୀବନ ପାଇଁ ଯୋଗ ଏକ କଳା ଓ ବିଜ୍ଞାନ ଅଟେ
ଫୁଲବାଣୀ : ବିଶ୍ଵ ଯୋଗ ଦିବସ ଅବସରରେ କନ୍ଧମାଳ ଯୋଗ ସମିତି ପକ୍ଷରୁ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଫୁଲବାଣୀ ପରିସରରେ ଯୋଗ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଆରଏସଏସ ର ଜିଲ୍ଲା ସଂଘ ଚାଳକ ରମେଶ ଚନ୍ଦ୍ର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ!-->…
ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରିବେ । ସେଠାରୁ ବରଗଡ ଲୋକସଭା!-->…
ଖୋଲିଲା ବାହାନଗା ଉଚ୍ଚବିଦ୍ୟାଳୟ
ବାହାନଗା : ବାହାନଗା ଦୁର୍ଘଟଣା ପରେ ଖୋଲିଲା ବାହାନଗା ଉଚ୍ଚବିଦ୍ୟାଳୟ। ବହୁ ବାଦ ବିବାଦ ପରେ ବାହାନଗା ସ୍କୁଲ ଘର ଭଙ୍ଗା ଯାଇଥିଲା। ଏହି ବିଦ୍ୟାଳୟ ପରିସରରେ ୧୦୦ରୁ ଊର୍ଦ୍ଧ୍ବ ଶବ ରହିଥିଲା।
ପିଲାମାନେ ଭୟ କରୁଥିବାରୁ ସ୍କୁଲ ଘର ଭଙ୍ଗା ଯାଇଥିଲା। ଇତି ମଧ୍ୟରେ ବିଦ୍ୟାଳୟ ଖୋଲିଛି ଏବଂ!-->!-->!-->…
ଆଇସିସି, ବିସିସିଆଇ ଦେଲେ ପାକିସ୍ତାନକୁ ବଡ଼ ଝଟକା, ବିଶ୍ବକପ- ମ୍ୟାଚ ସ୍ଥାନ ପରିବର୍ତ୍ତନ ଅନୁରୋଧକୁ ପ୍ରତ୍ୟାଖ୍ୟାନ
ମୁମ୍ବାଇ : ପାକିସ୍ତାନ କ୍ରିକେଟ ବୋର୍ଡକୁ ଏକ ବଡ଼ ଝଟକା ଦେଇଛନ୍ତି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଓ ଭାରତର ବିସିସିଆଇ । ଆଇସିସି ଓ ବିସିସିଆଇ ଆଗରେ ପାକିସ୍ତାନ କ୍ରିକେଟ୍ ବୋର୍ଡ ଦାବି କରିଥିଲା ଯେ, ୨୦୨୩ ବିଶ୍ବକପ୍ ମ୍ୟାଚ୍ ଚେନ୍ନାଇ ପରିବର୍ତ୍ତେ ଅନ୍ୟ କୌଣସି ସ୍ଥାନରେ ଖେଳାଯାଉ ।!-->…
ଭାରତ ଆସିବାକୁ ମନ ବଳାଇଲେ ମସ୍କ, କହିଲେ- ମୁଁ ମୋଦିଙ୍କ ଫ୍ୟାନ୍
ନିୟୁର୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲିଠୁ ୩ ଦିନିଆ ରାଜକୀୟ ଆମେରିକା ଗସ୍ତରେ ଯାଇଥିବା ବେଳେ ଟ୍ୱିଟରର ମାଲିକ ଏଲନ ମସ୍କଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ପରେ ମସ୍କ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇବା ସହ ନିଜକୁ ମୋଦିଙ୍କର ଜଣେ ବଡ଼!-->…
ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ହତ୍ୟା କରିବେ ବୋଲି ଜଣେ ବ୍ୟକ୍ତି ଆଜି ଦିଲ୍ଲୀ ପୁଲିସର ‘ଆଉଟର୍ ଡିଷ୍ଟ୍ରିକ୍ଟ୍’ ପୁଲିସକୁ ଦୁଇଟି ‘ପିସିଆର୍’ କଲ୍ କରିଥିବା କଥା ‘ଇଣ୍ଡିଆ ଟିଭି’ ରିପୋର୍ଟ!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ
ସମ୍ବଲପୁର :ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ମହିଳା କନିଷ୍ଠ ଯନ୍ତ୍ରୀ। ତାଙ୍କ ନାଁ ପ୍ରଣତି ସାହୁ। ସେ ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକରେ ନିଯୁକ୍ତ ହୋଇଛନ୍ତି।
ବିଲ୍ ପାସ୍ କରାଇ ଦେବା ପାଇଁ କନିଷ୍ଠ ଯନ୍ତ୍ରୀ ପ୍ରଣତି ସାହୁ ଜଣେ ଠିକାଦାରଙ୍କୁ ୧୦ ହଜାର ଟଙ୍କା!-->!-->!-->…