ୱାଲ୍‌ ଷ୍ଟ୍ରିଟ୍‌ ଜର୍ଣ୍ଣାଲକୁ ମୋଦୀଙ୍କ ସାକ୍ଷାତକାର: ବିଶ୍ବ ଫୋରମ୍‌ରେ ଭାରତକୁ ଯୋଗ୍ୟ ସ୍ଥାନ ମିଳିବା ଉଚିତ

ନୂଆଦିଲ୍ଲୀ: ଆମେରିକାକୁ ରାଷ୍ଟ୍ରୀୟ ଗସ୍ତରେ ଯିବା ପୂର୍ବରୁ ୱାଲ୍ ଷ୍ଟ୍ରିଟ୍ ଜର୍ଣ୍ଣାଲକୁ ସାକ୍ଷାତ୍‌କାର ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ବିଶ୍ବରେ ଭାରତ ତା’ର ଉପଯୁକ୍ତ ସ୍ଥାନ ପାଇବା ଦିଗରେ ଉଦ୍ୟମ କରୁଛି। ଭାରତ ଅନ୍ୟ କୌଣସି ଦେଶର ସ୍ଥାନ ନେଉନାହିଁ। ଭାରତ କେବଳ

ଶରଧାବାଲିରେ ତିନି ରଥ: ଆସନ୍ତାକାଲି ଆଡ଼ପ ମଣ୍ଡପକୁ ବିଜେ

ପୁରୀ: ଅବଶେଷରେ ବିଶ୍ୱନିୟନ୍ତା ଲୀଳାମୟ ମହାପ୍ରଭୁ ନିଜ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଶରଧାବାଲିରେ ପହଞ୍ଚିଛନ୍ତି। ମଙ୍ଗଳବାର ଅପରାହ୍‌ଣ ୩ଟା ୪ ମିନିଟରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ଶେଷ ହୋଇଛି। ଏବେ ଶରଧାବାଲିରେ ଲାଗିଲା ଦର୍ପଦଳନ ଓ ନନ୍ଦିଘୋଷ ରଥ। କାଲି

ଧୋକା ଦେଲା ସମଲିଙ୍ଗୀ ପାର୍ଟନର, ଲିଙ୍ଗ ବଦଳାଇବାର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ହତ୍ୟା କଲା ତାନ୍ତ୍ରିକ

ନୂଆଦିଲ୍ଲୀ: ନିଜର ସମଲିଙ୍ଗୀ ପାର୍ଟନରଙ୍କୁ ଧୋକା ଦେଇଛନ୍ତି ଜଣେ ଯୁବତୀ। ମା’ଙ୍କ କଥାରେ ପଡ଼ି ନିଜର ସମଲିଙ୍ଗୀ ପାର୍ଟନରଙ୍କୁ ଜଣେ ତାନ୍ତ୍ରିକ ହାତରେ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରାଇଛନ୍ତି। ସମସ୍ତେ ମିଳିତ ଭାବେ ଝିଅରୁ ପୁଅ ହେବାକୁ ଚାହୁଁଥିବା ଜଣେ ଯୁବତୀଙ୍କୁ ମାରି ଦେଇଛନ୍ତି।

ମହିଳାଙ୍କୁ ବୀଭତ୍ସ ହତ୍ୟା

କଟକ: ଜଗତପୁର ଶିଳ୍ପାଞ୍ଚଳରେ ଥିବା ତ୍ରିନାଥ ସାହିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ମହିଳାଙ୍କ ନାଁ କବିତା ବେହେରା ଓ ତାଙ୍କ ବୟସ ୪୩ ବର୍ଷ। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣାସ୍ଥଳରେ ଜଗତପୁର ପୁଲିସ

ରାଜ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର: ଆଜି  ଆନ୍ତର୍ଜାତୀୟ ଯୋଗ ଦିବସ। ରାଜ୍ୟ, ଦେଶ ତଥା ବିଶ୍ବର ପ୍ରତ୍ୟେକ ସ୍ଥାନରେ ଏହି ଦିବସକୁ ଅତି ନିରାଡମ୍ବର ଭାବେ ପାଳନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱର ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଭାରତ ବିକାଶ ପରିଷଦ ସଦସ୍ୟମାନେ ଯୋଗାଭ୍ୟାସ କରିଛନ୍ତି। ସକାଳୁ ସକାଳୁ ଯୋଗ

ଦୁଇ ଜଣଙ୍କୁ ଦଳିଦେଲା ହାତୀ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢାଖୋଲ ଓ ଯୁଯୁମୁରା ବ୍ଲକର ଦୁଇଟି ପୃଥକ ସ୍ଥାନରେ ହାତୀ ୨ ଜଣଙ୍କୁ ଦଳି ମାରିଦେଇଥିବାର ଖବର ମିଳିଛି। ଢାବା ବାହାରେ ଶୋଇଥିବା ବେଳେ ଦନ୍ତା ଆକ୍ରମଣରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ, ଚାରମାଳ ବୁଢ଼ିଖମାର ଗାଁରେ ଆମ୍ବ ଗୋଟାଉଥିବା ବେଳେ ଜଣେ ବୃଦ୍ଧ

ଖରାଛୁଟି ପରେ ଆଜିଠୁ ଖୋଲିଲା ସ୍କୁଲ

ଭୁବନେଶ୍ୱର : ଖରାଛୁଟି ପରେ ଆଜିଠୁ ଖୋଲିଲା ସ୍କୁଲ । ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗିର, ଝାରସୁଗୁଡ଼ା ଓ ସମ୍ବଲପୁରରେ ୨୨ ତାରିଖରୁ ଖୋଲିବ । ଏଇ ୩ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ଅଧିକ

ଜାତିସଂଘର ମୁଖ୍ୟାଳୟରେ ଯୋଗାଭ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଜାତିସଂଘର ମୁଖ୍ୟାଳୟରେ ଯୋଗ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବେ ୩ ଦିନିଆ ଐତିହାସିକ ଆମେରିକା ଗସ୍ତରେ ରହିଛନ୍ତି। ଆମେରିକାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ‘ଲୋଟି ନ୍ୟୁୟର୍କ ପାଲେସ୍‌ ହୋଟେଲ୍‌’ରେ ଏଲନ୍‌

୨୬ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ପିଲାଙ୍କ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର: ଯୁକ୍ତ -୨ ନାମଲେଖା ନେଇ ବଡ ଖବର ଆସିଛି । ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ କରିବାର ଅବଧିକୁ ରାଜ୍ୟ ସରକାର ଜୁନ୍ ୨୬ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ଆବେଦନର ଶେଷ ତାରିଖ ଜୁନ୍ ୨୦ ପର୍ଯ୍ୟନ୍ତ ରହିଥିଲା । ଅଭିଭାବକ,ଛାତ୍ରଛାତ୍ରୀ ଓ କଲେଜ

କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀଉଙ୍କ ରଥ

କେନ୍ଦୁଝର: କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀୟୁଙ୍କର ବିଶ୍ଵର ସର୍ବ ବୃହତ ରଥ। କେନ୍ଦୁଝର ସହରର ପୁରୁଣା ବଜାର ଠାରେ ଜଗତର ନାଥ ଜଗନ୍ନାଥଙ୍କର ରଥଯାତ୍ରା ପାଳିତ ହୋଇଛି। ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରୁ ବଡ଼ ଠାକୁର ବଳଭଦ୍ର, ଦେବୀ ଶୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥ ଧାଡ଼ି