ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ, ଜଣେ ବ୍ୟବସାୟୀ ଅଟକ

ଭଦ୍ରକ : ଭଦ୍ରକରୁ ପୁଣି ନକଲି ଜର୍ଦ୍ଦା ଜବତ, ଜଣେ ଅଟକ । ଭଦ୍ରକ ଜିଲ୍ଲା ପୁରୁଣା ବଜାର ପୋଲିସ ଏହି ନକଲି ଜର୍ଦ୍ଦା ଜବତ ହୋଇଛି । ପୁରୁଣାବଜାର ଥାନା ଅଧିନ ହେଲାସାହି ନିକଟରୁ ଏହି ଜର୍ଦ୍ଦା ଜବତ ହୋଇଛି ୫ଲକ୍ଷ ରୁ ଉର୍ଦ୍ଧ ଟଙ୍କାର ନକଲି ଜର୍ଦ୍ଦା | ସେକ୍ ଇଲିଆଜ ନାମକ ଜଣେ ଯୁବକ ଗିରଫ

ଗୋପବନ୍ଧୁ ଦାସଙ୍କ ୯୫ ତମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ

ଫୁଲବାଣୀ : ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଦୈନିକ ଖବର କାଗଜ ସମାଜର ମିଳିତ ଆନୁକୁଲ୍ୟରେ ଗୋପବନ୍ଧୁ ଦାସଙ୍କ ୯୫ ତମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ସଫେଇ କାର୍ଯକ୍ରମ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସର ରେ ଅନୁଷ୍ଟିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ଯକ୍ରମକୁ ମୂଖ୍ୟ ଅତିଥି ଭାବରେ ଜିଲ୍ଲା

ଆପୋଲୋ ହସ୍ପିଟାଲର ମହାଦୁର୍ନୀତି ଏବଂ ଅନିୟମିତତା ସମ୍ପର୍କରେ ସି.ବି.ଆଇ. ଦ୍ୱାରା ଯାଞ୍ଚ କରିବା ପାଇଁ ଭାରତୀୟ ମଜଦୁର…

କଟକ : ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲରେ କୋଭିଡ୍ ୧୯ ଏବଂ ବିଭିନ୍ନ ସମୟରେ ମିଥ୍ୟା ବିଲ୍ ଦର୍ଶାଇ କୋଟି କୋଟି ଟଙ୍କା ହଡ଼ପ ହେଉଛି ବୋଲି ଭାରତୀୟ ମଜଦୁର ସଂଘ ପକ୍ଷରୁ ଗୁରୁତର ଅଭିଯୋଗ କରାଯାଇଛି । ସେହିଭଳି କୋଭିଡ୍ ସମୟରେ କେନ୍ଦ୍ର ସରକାରଙ୍କର ଅର୍ଥକୁ ମିଥ୍ୟା ବିଲ୍ କରି ବିପୁଳ

ଜୟରାମ ରମେଶଙ୍କ ଗୀତାପ୍ରେସ ବୟାନକୁ ନାପସନ୍ଦ କରୁଛନ୍ତି କଂଗ୍ରେସର ବରିଷ୍ଠ ନେତା

ନୂଆଦିଲ୍ଲୀ: ଗୋରଖପୁରସ୍ଥିତ ‘ଗୀତା ପ୍ରେସ୍‌’କୁ ବର୍ଷ ୨୦୨୧ର ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ ବୋଲି ରବିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ବିଚାରକ ମଣ୍ଡଳୀ ସର୍ବସମ୍ମତକ୍ରମେ ନିଷ୍ପତ୍ତି ଗ୍ରହଣ କରିଥିବା କଥା ‌ଔପଚାରିକ ଭାବେ ଘୋଷଣା

ବିଜୁଳି କାଟ୍ ପ୍ରତିବାଦରେ ଗ୍ରୀଡକୋ ଅଫିସକୁ ଅଣ୍ଡା, ଟମାଟୋ ମାଡ଼ କଲେ କଂଗ୍ରେସ କର୍ମୀ

ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶହଶହ କଂଗ୍ରେସ କର୍ମୀ ଗ୍ରୀଡକୋ ଅଫିସ ସମ୍ମୁଖରେ ଘେରାଉ

ଦୀପାବଳିରେ ନ୍ୟୁୟର୍କରେ ସ୍କୁଲ ଛୁଟି ରହିବ, ଗୃହୀତ ହେଲା ବିଲ୍

ନ୍ୟୁୟର୍କ : ଆମେରିକାର ପେନ୍ସିଲଭାନିଆ ପରେ ନ୍ୟୁୟର୍କରେ ମଧ୍ୟ ଦୀପାବଳିରେ ସ୍କୁଲ ଛୁଟି ରହିବ । ଏ ନେଇ ନ୍ୟୁୟର୍କ ରାଜ୍ୟ ବିଧାନସଭାରେ ଏକ ବିଲ୍ ଗୃହୀତ ହୋଇଛି । ନ୍ୟୁୟର୍କ ରାଜ୍ୟ ବିଧାନସଭା ଗତ ସପ୍ତାହରେ ଏହି ବିଲ୍ ଆଗତ ହୋଇଥିଲା ।ଗତ ସପ୍ତାହରେ ଅଧିବେଶନ ଶେଷ ହେବା ପୂର୍ବରୁ ଉଭୟ

ଓଡ଼ିଶାରେ ରେଳମନ୍ତ୍ରୀ; ପୁରୀ ରେଳଷ୍ଟେସନରେ ନିର୍ମାଣ କାମର କରିବେ ସମୀକ୍ଷା

ଭୁବନେଶ୍ବର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଆଜିଠାରୁ ଓଡ଼ିଶା ଗ୍ରସ୍ତରେ ଆସିଛନ୍ତି। ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେ ପୁରୀ ଅଭିମୁଖେ ଗସ୍ତ କରିଛନ୍ତି। ପୁରୀରେ ରେଲୱେ ଷ୍ଟେସନର ଉନ୍ନତିମୂଳକ କାମର ତଦାରଖ କରିବେ। ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ରେଲୱେ ସୋର ସେକ୍ସନ ସିଗ୍‌ନାଲ ଜେଇଙ୍କ ଘର ସିଲ୍

ବାଲେଶ୍ବର/ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ରେଲୱେ ସୋର ସେକ୍ସନ ସିଗ୍‌ନାଲ ଜେଇ ଅମିର ଖାନ୍‌ଙ୍କ ଭଡ଼ା ଘର ସିଲ୍ କରାଯାଇଛି। ସୋରଠାରେ ଜେଇଙ୍କ ଏହି ଭଡ଼ା ଘର ରହିଛି। ଜିଆରପି ପୁଲିସ ଉପସ୍ଥିତିରେ ଘରକୁ ସିବିଆଇ ପକ୍ଷରୁ ସିଲ୍‌ କରାଯାଇଛି। ଦୁର୍ଘଟଣା ପରେ  କିଛି

ସାଧାରଣ ସମ୍ମତି ପ୍ରତ୍ୟାହାର ହୋଇଥିଲେ ବି ଏହି ଦୁଇଟି ରାଜ୍ୟରେ ତଦନ୍ତ ଜାରି ରଖିଛି ସିବିଆଇ

ନୂଆଦିଲ୍ଲୀ: ଗତ କିଛି ମାସ ମଧ୍ୟରେ କଂଗ୍ରେସ, ଆପ ସମେତ ଅନେକ ବିରୋଧୀ ଦଳ ଅଭିଯୋଗ କରିଆସୁଛନ୍ତି ଯେ ବିଜେପି କେନ୍ଦ୍ରୀୟ ତଦନ୍ତ ଏଜେନ୍ସି (ସିବିଆଇ) ର ଅପବ୍ୟବହାର କରୁଛି | ଆଉ ଏହି ଅଭିଯୋଗ ଆଣି କିଛିଦିନ ତଳେ ତାମିଲନାଡୁର ଷ୍ଟାଲିନ ସରକାର ନିଜ ରାଜ୍ୟରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଯୋରନ୍ଦା ପୀଠର ସାଧୁସନ୍ଥ ଓ ମହିମା ଧର୍ମାବଲମ୍ବୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଅନେକ ମହିମା ସାଧୁସନ୍ଥ ଓ ଧର୍ମାବଲମ୍ବୀମାନେ ନବୀନ ନିବାସ ଠାରେ ଭେଟିଛନ୍ତି । ଯୋରନ୍ଦା ପୀଠର ରୂପାନ୍ତର ପାଇଁ ପଦକ୍ଷେପକୁ ସେମାନେ ସ୍ୱାଗତ ଜଣାଇବା ସହ ଏଥି ପାଇଁ  ଅର୍ଥ  ମଞ୍ଜୁର  କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ