Sign in
Sign in
Recover your password.
A password will be e-mailed to you.
ଟ୍ରେନ୍ ଧକ୍କା ଦେବାରୁ ଯୁବକ ମୃତ୍ୟୁ…
ବେତନଟୀ : ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବାମଡ଼ା ଉପକଣ୍ଠ ଭଗବାନପୁର ଗ୍ରାମ ରେଳ ଲାଇନ ନିକଟରେ ଟ୍ରେନ ଧକ୍କାରେ ଜଣେ ବାଇକ ଆରୋହୀ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତକ ହେଲେ ଭଗବାନପୁର ଗ୍ରାମର ସର୍ବେଶ୍ୱର ଦେହୁରୀଙ୍କ ପୁଅ ଲକ୍ଷ୍ମୀଧର ଦେହୁରୀ(୨୭)।
ପ୍ରାପ୍ତ!-->!-->!-->…
କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ଗିରଫ
କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶଚନ୍ଦ୍ର ଭୂୟାଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟ ଠାରୁ ୧୮୩% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।
ଭିଜିଲାନ୍ସ ପକ୍ଷରୁ ସୋମବାର ବିକାଶଚନ୍ଦ୍ର!-->!-->!-->…
ବସ୍-ଟ୍ରକ୍ ଧକ୍କା, ୧୦ରୁ ଉର୍ଦ୍ଧ୍ୱ ଆହତ
କୁଆଁରମୁଣ୍ଡା //ରାଉଲକେଲା: ବସ୍-ଟ୍ରକ୍ ଧକ୍କା, ୧୦ରୁ ଉର୍ଦ୍ଧ୍ୱ ଆହତ । ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ରାଣୀ ସତିମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି । ଝାଡଖଣ୍ଡ ଆରାରୁ ବୀରମିତ୍ରପୁରରୁ ଝାରସୁଗୁଡା ଯାଉଥିଲା ଯାତ୍ରୀବାହୀ ବସ୍ ।
ରାଣୀ ସତିମନ୍ଦିର ନିକଟରେ ଓଭରଟେକ୍!-->!-->!-->…
ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼
ଘଟଗାଁ: ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼। କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ସିଂଘବିଲା ନିକଟରେ ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ଗୁରୁତର ଯୁବକ ହେଲେ ପୂର୍ଣ୍ଣଚନ୍ଦ୍ର ଦାସ । ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି ।
ଗୁରୁତର ଅବସ୍ଥାରେ!-->!-->!-->…
ବାହାନଗା ଟ୍ରେନ ଦୁର୍ଘଟଣା: ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜଣେ ପୀଡ଼ିତଙ୍କ ଜୀବନ
କଟକ: ବାଲେଶ୍ଵର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ହେଲେ ବିଜୟ ପାଶଓ୍ବାନ। ତାଙ୍କ ଘର ବିହାରରେ ବୋଲି ଜଣାଯାଇଛି।ଦୁର୍ଘଟଣା ଦିନ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବି!-->…
ଜମି ପାଇଁ ବଡ଼ଭାଇକୁ ହାଣିଲା ସାନଭାଇ
ପଟ୍ଟାମୁଣ୍ଡାଇ: ସକାଳୁ ସକାଳୁ ସାନଭାଇ ସନାତନ ବେହେରା ନିଜର ନୂଆ ଘର ତିଆରି କରିବା ଲାଗି ନିଅଁ ଖୋଳୁଥଲା। ହେଲେ ଏହାକୁ ବିରୋଧ କରିଥିଲା ବଡ଼ଭାଇ ଅନୁପମ ବେହେରା (୩୬)। ଏହାକୁ ନେଇ ଉଭୟଙ୍କ ଭିତରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏହାପରେ ଉତକ୍ଷିପ୍ତ ହୋଇ ହଠାତ୍ ସାନଭାଇ ଏକ କଟୁରୀରେ!-->…
ମହିଳା ବନ୍ଧୁଙ୍କୁ କକପିଟ୍ରେ ବସାଇଥିଲେ ଦୁଇ ପାଇଲଟ, ହେଲା ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ : ପୁଣିଥରେ ଦୁଇ ଜଣ ପାଇଲଟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଏୟାର ଇଣ୍ଡିଆ। ଏହି ଦୁଇ ପାଇଲଟ ବିମାନ ଚଳାଇବା ବେଳେ ନିଜର ମହିଳା ବନ୍ଧୁଙ୍କୁ ବେଆଇନ ଭାବେ କକପିଟ୍ରେ ପ୍ରବେଶ କରିବାକୁ ଅନୁମତି ଦେଇଥିଲେ।ଦିଲ୍ଲୀରୁ ଲେହ ଯିବା ବେଳେ ଏପରି ଘଟଣା ଘଟିଥିଲା। ଏଥିପାଇଁ!-->…
ଯୁବକଙ୍କ ଉପରକୁ ଗୁଳିମାଡ଼ କଲେ ଦୁର୍ବୃତ୍ତ
ରାଉଲକେଲା: ଘର ଉପରକୁ ଗୁଳିମାଡ଼ । ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଅଞ୍ଚଳର ଭିକି ସିଂଙ୍କ ଘର ଉପରକୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଭିକି ସିଂଙ୍କ ଉପରକୁ ଦୁଇରୁ ତିନି ରାଉଣ୍ଡ ଗୁଳିମାଡ ହୋଇଛି । ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ ।
ମିଳିଥିବା ସୂଚନା!-->!-->!-->…
ନୀତୀଶ କୁମାରଙ୍କ କ୍ୟାବିନେଟରୁ ଇସ୍ତଫା ଦେଲେ ସନ୍ତୋଷ କୁମାର ସୁମନ
ପାଟନା : ବିହାର ରାଜନୀତିରେ ସବୁ କିଛି ଠିକ ନାହିଁ। ଶାସକ ମେଣ୍ଟରେ ଫାଟ ସୃଷ୍ଟି ହେବାର ସଙ୍କେତ ମିଳିଛି। ଜେଡିୟୁ ଓ ଆରଜେଡି ସହ ହାତ ମିଳାଇଥିବା ଛୋଟ ଛୋଟ ଦଳ ଗୁଡ଼ିକ ଆଉ ନିଜର ଅସ୍ଥିତ୍ୱ ନେଇ ସୁରକ୍ଷିତ ମଣୁ ନାହାନ୍ତି। ଏଥିପାଇଁ ସେମାନେ ନିଜର ଅସନ୍ତୋଷ ମଧ୍ୟ ପ୍ରକାଶ କରୁଛନ୍ତି।!-->…
କ୍ଷମତାରେ ଥିବା ଶିବସେନାଙ୍କୁ ମୋଦି-ଶାହଙ୍କ ଶିବସେନା କହିଲେ ସଂଜୟ
ମୁମ୍ବାଇ : ମହାରାଷ୍ଟ୍ରର ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ମଙ୍ଗଳବାର ବିଭିନ୍ନ ଖବରକାଗଜରେ ବିଜ୍ଞାପନ ଜାରି କରିଛି। ଏହି ବିଜ୍ଞାପନରେ ‘ଭାରତ ପାଇଁ ମୋଦୀ, ମହାରାଷ୍ଟ୍ର ପାଇଁ ସିନ୍ଦେ’ ଶୀର୍ଷକ ଉଲ୍ଲେଖ କରାଯାଇଛି, ଯେଉଁଥିରେ ବିଜେପିର ଦେବେନ୍ଦ୍ର ଫଡନାଭିସଙ୍କ ଅପେକ୍ଷା ଏକନାଥ!-->…