ଅରୁଣାଚଳ ପ୍ରଦେଶରେ ଭୂମିକମ୍ପ, ୩.୨ ତୀବ୍ରତା

ନିଃସର୍ତ୍ତ : ଅରୁଣାଚଳ ପ୍ରଦେଶର ପଶ୍ଚିମ କାମେଙ୍ଗ ଜିଲ୍ଲାରେ ଆଜି ସକାଳେ ଭୂମିକମ୍ପ ଝଟକା ଲାଗିଛି । ଭୂମିକମ୍ପର ତୀବ୍ରତା ୩.୨ ରହିଥିଲା । ଏହା ଭୂପୃଷ୍ଠରୁ ୩୩ କିମି ଭିତରେ କେନ୍ଦ୍ରୀଭୂତ ହୋଇଥିଲା । ତେବେ ଧନଜୀବନ କିଛି ହାନି ହୋଇନଥିବା ଖବର ମିଳିଛି । ସକାଳ ୬ଟା ୩୪ ମିନିଟରେ ଭୂମିକମ୍ପ

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଟେଲି ଅଭିନେତ୍ରୀ ସ୍ନେହଲ ରାୟ

ଭୁବନେଶ୍ୱର : ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ସ୍ନେହଲ ରାୟଙ୍କ କାର ଦୁର୍ଘଟଣାଗ୍ରସ୍ତ । ଅଭିନେତ୍ରୀ ଆହତ ହୋଇଛନ୍ତି । ଅଭିନେତ୍ରୀ ଜଣକ ପୁନେ ଯାଉଥିବା ବେଳେ ଦୁଘର୍ଟଣା ହୋଇଛି। ତାଙ୍କ କାରକୁ ଏକ ଟ୍ରକ ଧକ୍କା ମାରିଛି । ଏହି ଦୁର୍ଘଟଣାରେ ତାଙ୍କ କାର ନଷ୍ଟ ହୋଇଯାଇଛି । ତାଙ୍କ

BMC ଅଧିକାରୀ କହି ଜୋର୍ ଜବରଦସ୍ତ ଟଙ୍କା ଆଦାୟ କରୁଥିଲା ଲେଡି ଡନ୍, ବାନ୍ଧିଲା ପୋଲିସ

ଭୁବନେଶ୍ବର: ଲେଡ଼ି ଡନ ଗିରଫ। ଶୈଳଶ୍ରୀ ବିହାର ଅଞ୍ଚଳରେ ନିଜକୁ BMC ଅଧିକାରୀ କହି ଜୋର୍ ଜବରଦସ୍ତ ଆଦାୟ କରୁଥିଲେ ଟଙ୍କା। ଏଠାରେ ଆତଙ୍କ ଖେଲାଉଥିବା ସମୟରେ ସ୍ଥାନୀୟ ସମାଜସେବୀ ଦିଲୀପ ସାହୁ ପ୍ରତିବାଦ କରିଥଲେ। ଲେଡ଼ି ଡନଙ୍କ ସହ ଥିବା ବାଉଁଶର କାରରୁ ମାରଣାସ୍ତ୍ର ଆଣି ଡରାଇଥିଲେ।

ବସ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ବେଗୁନିଆ: ବେଗୁନିଆ ବ୍ଲକ ସିମୋର କୁଞ୍ଜବିହାରୀଦେବ ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ବସ୍ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ।ଆଜି ସକାଳୁ ସିମୋର ଗାଁର ଯୁଗଳ ବେହେରା ରାସ୍ତା କଡରେ ଯାଉଥିବା ବେଳେ କଣ୍ଟିଲୋରୁ ପୁରୀ ଯାଉଥିବା ରେଣୁକା ନାମକ ଘରୋଇ ବସ୍ ଧକ୍କା ଦେଇ ପଳାଇଥିଲା । ଘଟଣା

ନକ୍ସଲଙ୍କ ହାତରେ ଡ୍ରୋନ, ସୁରକ୍ଷାକର୍ମୀଙ୍କ ଉପରେ ରଖୁଛନ୍ତି ନଜର

ଭୁବନେଶ୍ୱର : ନକ୍ସଲମାନେ ଡ୍ରୋନ ଉଡ଼ାଇ ସୁରକ୍ଷାକର୍ମୀଙ୍କ ଉପରେ ରଖୁଛନ୍ତି ନଜର। ଛତିଶଗଡ଼ ଓ ତେଲେଙ୍ଗାନାର ନକ୍ସଲ ମାନେ ଡ୍ରୋନ ମାଧ୍ୟମରେ ଯବାନ ଓ ସେମାନଙ୍କ ଗତିବିଧି ଉପରେ ନଜର ରଖୁଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବସ୍ତରରେ ସକ୍ରିୟ ଥିବା ନକ୍ସଲ ସଂଗଠନ ପାଖରେ ୧୦ରୁ ଅଧିକ

ସାଂସଦଙ୍କ ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌

ବଲାଙ୍ଗୀର : କିଛିଦିନ ତଳର ଏକ ଦୁର୍ଘଟଣା ମାମଲାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କୁ ନେଇ ବିବାଦ ବଢ଼ିଛି। ସାଂସଦଙ୍କ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୁତ୍ୟୁ ହୋଇଥିଲା। ସାଂସଦ କହିଥିଲେ, ସେ ଉକ୍ତ ଗାଡ଼ିରେ ନଥିଲେ। ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ଜଣେ ପ୍ରତ୍ୟକ୍ଷଦର୍ଶୀ ଘଟଣା

ଡିଏସ୍‌ପିରୁ ଅତିରିକ୍ତି ଏସ୍‌ପି ପାହ୍ୟାକୁ ପଦୋନ୍ନତି ପାଇ ବଦଳି ହେଲେ ୭୮ ଅଧିକାରୀ

କଟକ : ଓଡ଼ିଶା ପୁଲିସରେ ବଡ଼ଧରଣର ପଦୋନ୍ନତି ଓ ବଦଳି କରାଯାଇଛି। ରାଜ୍ୟ ପୁଲିସ ଏଷ୍ଟାବ୍ଲିସ୍‌ମେଣ୍ଟ୍‌ର ନିଷ୍ପତ୍ତି ମୁତାବକ, ରାଜ୍ୟ ଗୃହ ବିଭାଗ ବିଜ୍ଞପ୍ତି ନଂ-୨୩୯୮୭/ଏସପିଏସ୍‌ ବଳରେ ୭୮ଜଣ ଡିଏସ୍‌ପି ପାହ୍ୟାର ଅଧିକାରୀଙ୍କୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ଦିଆଯାଇ ବଦଳି

ତଥାଗତ-ଟୋଲ୍‌ ପ୍ଲାଜା କର୍ମଚାରୀ କଥା କଟାକଟି

ପିପିଲି : ପିପିଲି ଟୋଲ୍‌ ପ୍ଲାଜା ପୁଣି ଚର୍ଚ୍ଚାକୁ ଆସିଛି। ଆଜି ପୂର୍ବତନ ସାଂସଦ ତଥା ‘ଧରିତ୍ରୀ’ର ସମ୍ପାଦକ ତଥାଗତ ଶତପଥୀ ପିପିଲି ଟୋଲ୍‌ ପ୍ଲାଜା ଅତିକ୍ରମ କରିବା ସମୟରେ ଟୋଲ୍‌ ବାବଦକୁ ୨ହଜାର ଟଙ୍କିଆ ନୋଟ ଦେବାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ଅପରାହ୍ନ ପ୍ରାୟ

ରେଳ ଦୁର୍ଘଟଣାରେ ଦିଆଗଲାଣି ୨୪କୋଟି କ୍ଷତିପୂରଣ

ଭୁବନେଶ୍ବର : ବାଲେଶ୍ବର ବାହାନଗାଠାରେ ହୋଇଥିବା ରେଳ ଦୁର୍ଘଟଣାରେ ରେଳ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଥିବା ଅନୁକମ୍ପା ସହାୟତା ରାଶି ପ୍ରଦାନ ଜାରି ରହିଛି। ଭୁବନେଶ୍ବରକୁ ଆସିଥିବା ମୃତଦେହ ମଧ୍ୟରୁ ବର୍ତ୍ତମାନସୁଦ୍ଧା ୧୦୭ଜଣଙ୍କୁ କ୍ଷତିପୂରଣ ପ୍ରଦାନ କରାଯାଇଛି। ଏଥିରେ ବିହାରର

କାଳବୈଶାଖୀ ପବନ ରେ ଭାଙ୍ଗିଲା ସଭାସ୍ଥଳ ଚିନ୍ତା ରେ ପ୍ରଶାସନ ଓ କର୍ମୀ

ଭଦ୍ରକ : ଆସନ୍ତା କାଲି ରବିବାର ଦୁଇଦିନିଆ ଭଦ୍ରକ ଜିଲ୍ଲା ଗ୍ରସ୍ତ ଆସୁଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିୟାନ ଏଥି ପାଇଁ ପ୍ରଶାସନ ପକ୍ଷରୁ କିଛି ଦିନ ହେବ ନାହିଁ ନ ଥିବା ତତ୍ପରତା ପ୍ରକାଶ ଓ ପାଇଥିଲା ପ୍ରଥମ ଦିନ ରେ (ରବିବାର) ସଦର ମହକୁମାରେ କାର୍ଯ୍ୟକ୍ରମ ଚୁଡାନ୍ତ ହୋଇ ଥିବା