ଆସନ୍ତା ୧୭ ତାରିଖରେ ଢେଙ୍କାନାଳ ଆସିବେ ଅିମତ ଶାହ

ଭୁବନେଶ୍ୱର :ଢେଙ୍କାନାଳ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୧୭ ତାରିଖରେ ଅିମତ ଶାହ ଆସିବେ । ମହା ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା । ସମାବେଶରେ

ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଚିକିତ୍ସାଧିନ ଅବସ୍ଥାରେ ମୃତ

ଖୋର୍ଦ୍ଧା: ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଚିକିତ୍ସାଧିନ ଅବସ୍ଥାରେ ମୃତ। ଗୁଳିମାଡରେ ଆହତ ହୋଇ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗୁଳି ତାଙ୍କ ହାତ, ଛାତି ଓ ପିଠିରେ ବାଜିଥିଲା। ଗତ ୭ ତାରିଖ ରାତିରେ ସାମନ୍ତରାପୁର ଠେଙ୍ଗାହାଟ ଛକରେ ଏକାକି ଠିଆ

ଜଳେଶ୍ୱର ମାଲବାହୀ ଟ୍ରେନ୍‌ରେ ଲାଗିଲା ନିଆଁ 

ଜଳେଶ୍ୱର : ମାଲବାହୀ ଟ୍ରେନରେ ଲାଗିଲା ନିଆଁ । ଜଳେଶ୍ୱର ମାଲବାହୀ ଟ୍ରେନ୍‌ରେ ଲାଗିଲା ନିଆଁ । ଦକ୍ଷିଣପୂର୍ବ ରେଳପଥର ରୂପ୍ସା ଷ୍ଟେସନରେ ଏଭଳି ଅଘଟଣ ଘଟିଛି । କୋଇଲା ବୋଝେଇ ହୋଇ ଷ୍ଟେସନରେ ଛିଡା ହୋଇଥିବା ବେଳେ ନିଆଁ ଲାଗିଯାଇଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ

୫ବର୍ଷର ପୁଅକୁ ହତ୍ୟା କରି ଟାଙ୍ଗି ଦେଲା ବାପା

ରାଉରକେଲା : ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଶୀତଳପଡ଼ା ବସ୍ତିରେ ଗତକାଲି ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ପର ପୁରୁଷ ସହ ସ୍ତ୍ରୀ ପଳାଇବା ପରେ ନିଜ ଜନ୍ମ କଲା ପୁଅକୁ ହତ୍ୟା କରି ଟାଙ୍ଗି ଦେଲା ପିଶାଚ ବାପା। ଖବରପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୩ ଗୁରୁତର

ବାଲେଶ୍ୱର : ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୩ ଗୁରୁତର। ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅଞ୍ଜି ବଜାରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ସଂଘର୍ଷରେ ତିନି ଗୁରୁତର, ୨୦ ଯୁବକଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ

ଦର୍ଶକଙ୍କ ସମ୍ମୁଖରେ ମଞ୍ଚ ଉପରେ ଟଳି ପଡ଼ିଲେ ନୃତ୍ୟଗୁରୁ ଶ୍ରୀଗଣେଶନ୍‌

ଭୁବନେଶ୍ୱର: ପ୍ରଦୀପ ଜାଳିଲା ବେଳେ ଲିଭିଗଲା ଜୀବନ ଦୀପ। ଦର୍ଶକଙ୍କ ସମ୍ମୁଖରେ ମଞ୍ଚ ଉପରେ ଟଳି ପଡ଼ିଲେ ନୃତ୍ୟଗୁରୁ । ଏହି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆୟୋଜିତ ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହ ଓ ନବୀନ କଳାକାର ସାଂସ୍କୃତିକ କାର୍ଯ୍ୟକ୍ରମରେ ।

ଏସିଆନ ଗେମ୍ସକୁ ବୟକଟ କରିବାର ଧମକ ଦେଲେ ରେସଲର

ନୂଆଦିଲ୍ଲୀ : କୁସ୍ତି ମହାସଂଘର ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ବିକ୍ଷୋଭ କରୁଥିବା ଦେଶର ଷ୍ଟାର ରେସଲରମାନେ ଚଳିତ ବର୍ଷ ହେବାକୁ ଥିବା ଏସିଆନ ଗେମ୍ସକୁ ବୟକଟ କରିବାକୁ ଧମକ ଦେଇଛନ୍ତି। ଯଦି ସେମାନଙ୍କ ଦାବି ପୂରଣ ନ ହେବ, ତା’ହେଲେ କୌଣସି ରେସଲର ଭାରତକୁ

କଂଗ୍ରେସର ପତନ ବାବଦରେ ଗବେଷଣା କରି ଡକ୍ଟରେଟ ଡିଗ୍ରୀ ହାସଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଚଣ୍ଡୀଗଡ଼ : ଚଣ୍ଡିଗଡ଼: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ରାଜନୀତି ବିଜ୍ଞାନରେ ପିଏଚଡି ଶେଷ କରିଛନ୍ତି। ପଞ୍ଜାବ ବିଶ୍ୱବିଦ୍ୟାଳୟରୁ ସେ ଡକ୍ଟରେଟ୍ ଡିଗ୍ରୀ ହାସଲ କରିଛନ୍ତି। ତେବେ ପିଏଚଡି ପାଇଁ ବାଛିଥିବା ବିଷୟ ବାବଦରେ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ | କାରଣ

ଶିବସେନା-ବିଜେପି ମେଣ୍ଟରେ ‘ସ୍ବାର୍ଥପର ରାଜନୀତି’ ଚାଲିଛି: ଏକନାଥ ସିନ୍ଦେଙ୍କ ପୁଅ ଶ୍ରୀକାନ୍ତ

ମୁମ୍ବାଇ : ମୁମ୍ବାଇ: ମହାରାଷ୍ଟ୍ରରେ ଶିବସେନା-ବିଜେପି ମେଣ୍ଟରେ ‘ସ୍ବାର୍ଥପର ରାଜନୀତି’ ଚାଲିଛି ବୋଲି ଶୁକ୍ରବାର ଦିନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପୁଅ ତଥା ଶିବସେନା ସାଂସଦ ଶ୍ରୀକାନ୍ତ ସିନ୍ଦେ କହିଛନ୍ତି।ଆଗାମୀ ଲୋକସଭା ନିର୍ବାଚନରେ ଏକନାଥ ସିନ୍ଦେଙ୍କ ଶିବସେନାକୁ

‘କିଛି ପ୍ରଧାନମନ୍ତ୍ରୀ ଅଛନ୍ତି ଯେଉଁମାନେ ସତ କୁହନ୍ତି ନାହିଁ’

ନୂଆଦିଲ୍ଲୀ: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ସଂସଦର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। କୋଭିଡ -୧୯ ରୋକିବା ପାଇଁ ଲାଗୁ ହୋଇଥିବା ଲକଡାଉନ୍ ଉଲ୍ଲଂଘନ କରି ‘୧୦ ଡାଉନିଂ ଷ୍ଟ୍ରିଟ୍ ‘(ପ୍ରଧାନମନ୍ତ୍ରୀଙ୍କ ବାସଭବନ)ରେ ପାର୍ଟି ଆୟୋଜନ କରିବା ନେଇ ସଂସଦକୁ ବିଭ୍ରାନ୍ତ କରିଥିବା