Sign in
Sign in
Recover your password.
A password will be e-mailed to you.
ରାଜସୁନାଖଳା ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ମ୍ୟାଚ : ଟ୍ରାଏ ବ୍ରେକରେ ବଜରଙ୍ଗବଲି କ୍ଲବ ଘାଟିକିଆ ବିଜୟୀ
ନୟାଗଡ଼,୧୧/୦୨(ନିସର୍ତ୍ତ): ନୟାଗଡ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ରାଜସୁନାଖଳା ଫ୍ରେଣ୍ଡସ ସ୍ପୋର୍ଟସ କ୍ଲବ୍ ଆନୁକୂଲ୍ୟରେ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ୨୨ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ମ୍ୟାଚ କେରଙ୍ଗ ଏକାଦଶ ଓ ବଜରଙ୍ଗବଲି କ୍ଲବ୍ ଘାଟିକିଆ!-->…
ଦୁର୍ଘଟଣାରେ ଚାଲିଗଲା ୬ ଜଣ ସାଙ୍ଗଙ୍କ ଜୀବନ
ରାଜସ୍ଥାନ : ରାଜସ୍ଥାନର ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ସାଙ୍ଗ ମୃତ୍ୟୁ ହୋଇଛି । ଏକ ବିବାହ ଉତ୍ସବରୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ । କାରରେ ଦ୍ରୁତ ଗତିରେ ଆସୁଥିବା ସମୟରେ ଜୟପୁର-ଆଗ୍ରା ଜାତୀୟ ରାଜପଥ ନିକଟରେ ନିୟନ୍ତ୍ରଣ ହରାଇ ଡିଭାଇଡର ଡେଇଁ ଅନ୍ୟ!-->…
ରାୟପୁର–ବିଶାଖାପାଟଣା ଆର୍ଥିକ କରିଡୋର: ଓଡ଼ିଶାର ଆଞ୍ଚଳିକ ବିକାଶରେ ଆସିବ ବୈପ୍ଳବିକ ପରିବର୍ତ୍ତନ
କୋରାପୁଟ, ୧୧/୦୨/୨୦୨୬: ଓଡ଼ିଶାର ସଂଯୋଗୀକରଣ ଓ ଆଞ୍ଚଳିକ ଅଭିବୃଦ୍ଧି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିବାକୁ ଯାଉଛି 'ରାୟପୁର–ବିଶାଖାପାଟଣା ଆର୍ଥିକ କରିଡୋର'। ଭାରତ ସରକାରଙ୍କ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତୀୟ ଜାତୀୟ ରାଜପଥ କର୍ତ୍ତୃପକ୍ଷ (NHAI)!-->!-->!-->…
ଭାରତ ମହାସାଗରକୁ ଖସିଲା ବିମାନ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରୁ ସଦସ୍ୟ
ସୋମାଲିଆ : ସୋମାଲିଆ ସମୁଦ୍ରରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ବ୍ୟାପକ ଉତ୍ତେଜନା ସୃଷ୍ଟି କରିଛି । ଏହି ଘଟଣା ସୋମାଲିଆର ରାଜଧାନୀ ମୋଗାଡିସୁରେ ଘଟିଥିବା ସୂଚନା ମିଳିଛି । ଆଡେନ୍ ଅବଦୁଲ୍ଲେ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରିବାର କିଛି ମିନିଟ୍ ପରେ!-->…
ଆସନ୍ତାକାଲି ‘ଭାରତ ବନ୍ଦ’, ସାମିଲ ହେବେ ୩୦ କୋଟିରୁ ଅଧିକ ଶ୍ରମିକ
ନୂଆଦିଲ୍ଲୀ: ୧୨ ଫେବୃଆରୀରେ ‘ଭାରତ ବନ୍ଦ’ । ଦେଶବ୍ୟାପୀ ହେବ ଚକା ଜାମ୍! । ଆସନ୍ତାକାଲି ଭାରତ ବନ୍ଦ ପାଇଁ କୃଷକ ଓ ଶ୍ରମିକ ସଂଘର ବଡ଼ ପ୍ରସ୍ତୁତି । କେନ୍ଦ୍ରୀୟ ଶ୍ରମିକ ସଂଗଠନ ଏବଂ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦେଶବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ଏହି ବିକ୍ଷୋଭ ଯୋଗୁଁ!-->…
ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ନାରୀ ନିର୍ଯ୍ୟାତନା ଓ ମଣ୍ଡିରୁ ଚାଷୀଙ୍କ ଧାନ ନ ଉଠିବା ପ୍ରସଙ୍ଗରେ ଆନ୍ଦୋଳନ ନେଇ…
ବାଲିଗୁଡା, ତା, ୧୧/୦୨: ରାଜ୍ୟ ସରକାର ଙ୍କ ଚାଷୀ ମାରଣ ନୀତି,ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି,ଜବର ଦଖଲ ଉଛେଦ ଭଳି ବିଭିନ୍ନ ପ୍ରସଙ୍ଗ ନେଇ ବାଲିଗୁଡା ରେ ବିଜେଡି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ବିଜେଡି ଉପସଭାପତି ଟୁନା ଦାସ ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏ ନେଇ!-->…
ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଯାପିତ : ଏସଡିଏଏ କପକୁ ବାଜି ମାରିନେଲା ଫୁଲବାଣୀର ଜେଡି କ୍ଲବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ଚଳିତ ମାସ ୪ତାରିଖ ରେ ଆରମ୍ଭ ହୋଇ ୧୧ ତାରିଖ ରେ ଉଦଯାପିତ ହୋଇଯାଇଛି l ଏହି ଉଦଯାପିତ ତଥା ଫାଇନାଲ!-->!-->!-->…
ଦୀର୍ଘ ୨୦ ବର୍ଷ ପରେ ଏକାଠି ହେଲେ ପୁରାତନ ଛାତ୍ରଛାତ୍ରୀ : ବରଡ଼ା ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟର ୨୦୦୬ ମାଟ୍ରିକ…
କନ୍ଧମାଳ : କନ୍ଧମାଳ ଜିଲ୍ଲା ଲାଇନପଡା ନିକଟସ୍ଥ ବରଡ଼ା ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟର ୨୦୦୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଛାତ୍ରୀ ଙ୍କ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ସାଲୁଙ୍କି ଡ୍ୟାମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ୨୦ ବର୍ଷ ପରେ ଆୟୋଜିତ ଏହି!-->!-->!-->…
ଜାତୀୟ ସଂଗୀତ ଜନ ଗଣ ପୂର୍ବରୂ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ନୂଆଦିଲ୍ଲୀ : କେନ୍ଦ୍ର ସରକାର ଜାତୀୟ ଗୀତ “ବନ୍ଦେ ମାତରମ୍”କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ, “ବନ୍ଦେ ମାତରମ୍” ଏବେ ସରକାରୀ କାର୍ଯ୍ୟକ୍ରମ, ପବ୍ଲିକ୍ ସ୍କୁଲ୍ କାର୍ଯ୍ୟକ୍ରମ କିମ୍ବା ଅନ୍ୟାନ୍ୟ ଆନୁଷ୍ଠାନିକ ସମାବେଶରେ ଗାନ!-->…
କାନାଡାର ଟମ୍ବଲର ରିଜ୍ ସ୍କୁଲରେ ଫାୟାରିଂ: ୧୦ ମୃତ, ୨୪ ଆହତ
କାନାଡ଼ା : କାନାଡାର ଟମ୍ବଲର ରିଜ୍ ସ୍କୁଲରେ ଗୁଳିକାଣ୍ଡ ଘଟିଛି । ଏହି ଆକ୍ରମଣରେ ପ୍ରାୟ ୧୦ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୨୪ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନାନୁଯାୟୀ, ଗତକାଲି ଅପରାହ୍ନରେ ଟମ୍ବଲର ରିଜ୍ ମାଧ୍ୟମିକ ସ୍କୁଲରେ!-->!-->!-->…